Tag: Cm mohan Ch majhi

CycloneMontha: ବାତ୍ୟା ମୋନ୍ଥାକୁ ନେଇ ଭୟ ନ ହୋଇ ସଜାଗ ରହିବାକୁ ବାର୍ତ୍ତା ଦେଲେ ନବୀନ ପଟ୍ଟନାୟକ

ବାତ୍ୟା ମୋନ୍ଥାକୁ ନେଇ ରାଜ୍ୟବାସୀଙ୍କୁ ଭିଡ଼ିଓ ବାର୍ତ୍ତା ଦେଇଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ବାତ୍ୟା ମୋନ୍ଥା ପାଇଁ ଭୟଭୀତ ନ ହୋଇ ସଜାଗ ରହିବା ସହ ଏକାଠି ଏହି ବାତ୍ୟାର ଦୃଢ଼ ମୁକାବିଲା…

Cyclone Montha: ବାତ୍ୟା ମୋନ୍ଥା; ଜିରୋ କାଜୁଆଲିଟି ଲକ୍ଷ୍ଯରେ ସରକାର କାର୍ଯ୍ୟ କରୁଛନ୍ତି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କରେ ସମୀକ୍ଷା କରିଛନ୍ତି । ସେ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ପ୍ରତ୍ୟେକ ବିପର୍ଯ୍ୟୟରେ ଆମର ଏକମାତ୍ର ଲକ୍ଷ୍ୟ ହେଉଛି ଜିରୋ କାଜୁଆଲ୍‌ଟି ।…

New Panchayat Offices: ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ 

ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଗ୍ରାମଞ୍ଚଳରେ ସୁଶାସନକୁ ଆହୁରି ଦକ୍ଷ ଓ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆଭାସୀ ମାଧ୍ୟମରେ ରାଜ୍ୟରେ ୪୭୧…

NuapadaBypoll: ନୂଆପଡ଼ାରେ ବିଜେପିର ଶକ୍ତି ପ୍ରଦର୍ଶନ

ଆଜି ନୂଆପଡ଼ାରେ ବିଶାଳ ସମାବେଶ ହୋଇଛି । ଉପନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରଚାର ପ୍ରସାର ସେତିକି ଜୋରରେ ଆରମ୍ଭ ହୋଇଛି । ବିଜେପି ତାର ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଶକ୍ତି ପ୍ରଦର୍ଶନ କରିବା ଆରମ୍ଭ କରିଦେଇଛି । ନୂଆପଡ଼ାରେ…

୧୬ରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତା ୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ନାମାଙ୍କନ ବେଳେ ଉପସ୍ଥିତ ସହ ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ । ଏ ନେଇ…

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଧର୍ଷଣ ମାମଲା: ପୀଡିତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଶିକାର ହୋଇଥିବା ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଆ ଛାତ୍ରୀ ଓ ତାଙ୍କ ମାଆଙ୍କ ସହିତ କଥା ହେବା ସହ…

ପୁରୀ କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ; ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ଆଲୋଚନା ଚକ୍ରରେ ଦେଲେ ଯୋଗ

ଆଜି କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ, ପୁରୀ ଠାରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି…

ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇ ବିକ୍ରେତାଙ୍କ ସହ ସୁଖଦୁଃଖ ହେଲେ ମୁଖ୍ୟମନ୍ତ୍ରୀ

ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇଥିଲେ ଏବଂ ପଇଡ ବିକ୍ରେତା ଶ୍ରୀଧର…

ଆର୍ଯ୍ୟ ସମାଜର ୧୫୦ ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଆର୍ଯ୍ୟ ସମାଜର ୧୫୦ ତମ ପ୍ରତିଷ୍ଠା ଦିବସ ଅବସରରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ଅଡିଟୋରିୟମ୍ ଠାରେ ଆୟୋଜିତ ଆର୍ଯ୍ୟ ମହା ସମ୍ମେଳନ-୨୦୨୫ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି…

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା, ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ 

ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ସବୁ ଯୋଜନା ଗୁଡ଼ିକ କୃଷିକ୍ଷେତ୍ରରେ କୃଷକମାନଙ୍କୁ ଆତ୍ମନିର୍ଭର…