Tag: Cm mohan Ch majhi

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିବା ସହିତ ରାଜ୍ୟର ସମସ୍ତ ଅଞ୍ଚଳରେ ଅସାମାଜିକ ବ୍ୟକ୍ତି, ବିଶୃଙ୍ଖଳାକାରୀ ତଥା ଅନ୍ୟାନ୍ୟ ସଂଦିଗ୍ଧ ବ୍ୟକ୍ତିମାନଙ୍କ ଉପରେ କଡା ନଜର ରଖିବାକୁ ପୋଲିସ…

ଶହୀଦ ବାଜି ରାଉତ ଜନ୍ମ ଶତ ବାର୍ଷିକୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଢେଙ୍କାନାଳ ଭୁବନର ବାଜି ରାଉତଙ୍କ ଜନ୍ମସ୍ଥାନ ନୀଳକଣ୍ଠପୁର ଠାରେ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୀଳକଣ୍ଠପୁର ଠାରେ ଆୟୋଜିତ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…

ଆଜି ପବିତ୍ର ବିଜୟା ଦଶମୀ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି ପବିତ୍ର ବିଜୟା ଦଶମୀ । ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଆଜି ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ମାଆଙ୍କୁ ଦର୍ଶନ ପାଇଁ ଲାଗି…

ଲଘୁଚାପ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ୧୭ ଜିଲ୍ଲାପାଳଙ୍କ ସହ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା । ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା…

ପୂଜା ପାଇଁ କର୍ମଚାରୀଙ୍କୁ ମିଳିବ ଆଗୁଆ ଦରମା

ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ, ରାଜ୍ୟର…

ବଳଙ୍ଗା ପୀଡ଼ିତା ନିଜେ କିରାସିନି ଢ଼ାଳି ପୋଡ଼ି ହୋଇଥିଲେ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପୁରୀ ବଳଙ୍ଗା ପୀଡ଼ିତା ନିଜେ ନିଜ ଉପରେ କିରାସିନି ଢ଼ାଳି ନିଆଁ ଲଗାଇଥିଲେ । ଏହି ଭଳି ଚାଞ୍ଚଲ୍ୟକର ତଥ୍ୟ ଆଜି ବିଧାନସଭା ଗୃହରେ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଗୃହରେ ଅନନ୍ତ ନାରାୟଣ ଜେନାଙ୍କ ପ୍ରଶ୍ନ ବଳଙ୍ଗା ପୀଡିତାଙ୍କ…

୧୪୦୪ ୟୁନିଟ ରକ୍ତ ସଂଗ୍ରହ କରି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସମ୍ବର୍ଦ୍ଧିତ ହେଲେ ଟିଟିଲାଗଡ଼ ବିଧାୟକ ନବୀନ ଜୈନ

ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଟିଟିଲାଗଡ଼ରେ ମେଗା ରକ୍ତଦାନ ଶିବିର ଆୟୋଜନ କରି ରେକର୍ଡ ୧୪୦୪ ୟୁନିଟ ରକ୍ତ ସଂଗ୍ରହ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ

ସରକାରଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ। ୧୫ ଜଣ ବିଧାୟକଙ୍କ ସମର୍ଥନ ଥିବା ଅନାସ୍ଥା ପ୍ରସ୍ତାବ ଚିଠି ବିଧାନସଭା ସଚିବଙ୍କ ଜରିଆରେ ମାନ୍ୟବର ବାଚସ୍ପତିଙ୍କୁ ପ୍ରଦାନ କରାଯାଇଛି। ବିରୋଧୀ ଦଳ କଂଗ୍ରେସ ପକ୍ଷରୁ ମୋହନ ସରକାର ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ କରାଯାଉଛି । ମୋଦୀଙ୍କ ଜନ୍ମଦିନରେ ରାଜ୍ୟ ସ୍ତରୀୟ ‘ଏକ୍‌ ପେ ମାକେ ନାମ୍‌’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ଗଛ ଲଗାଇଲେ ସିଏମ୍‌ ।…

୧୨ ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓୟୁଏଟି ସ୍ଥିତ କନ୍ଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲ୍ଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ୱର୍ଣ୍ଣିମ ଇତିହାସରେ…