Tag: Cm mohan Ch majhi

ବିଜୁବାବୁଙ୍କ ପ୍ରତିମୂର୍ତ୍ତୀ ପୋଡିବା ଘଟଣା ପଛରେ ଥିବା ବ୍ୟକ୍ତିବିଶେଷଙ୍କ ଉପରେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ଘଟଣାରେ ସଂପୃକ୍ତ ଥିବା…

୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣରେ ସୁଧ ଦେବେନି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ: ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ପ୍ରଦାନ ଅବଧି ଆଉ ବର୍ଷେ ବଢ଼ିଲା । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ…

ଓଡ଼ିଆ ନବ ବର୍ଷରେ ଘଟଗାଁ ମା’ ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା

ଓଡ଼ିଆ ନବ ବର୍ଷରେ ଘଟଗାଁ ମା’ ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଦିନିକିଆ ଗସ୍ତରେ କେନ୍ଦୁଝର ଆଜି ପ୍ରଥମେ କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ଦର୍ଶନ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେଠାରେ…

ରାଜ୍ୟବାସୀଙ୍କୁ ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପଣା ସଂକ୍ରାନ୍ତି ତଥା ମହାବିଷୁବ ସଂକ୍ରାନ୍ତି । ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ । ଆଜିର ଏହି ଦିନରେ ଓଡିଆ ମାନେ ନିଜ ନିଜ ଘରେ ରହି ପଣା ସଂକ୍ରାନ୍ତି କରିବା ସହିତ ଚଉରା ତୂଳସୀ ଉପରେ ପାଣି ଘଡି…

ଓଡିଆ କ୍ୟାଲେଣ୍ଡର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଉନ୍ମୋଚନ ହେଲା ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର। ଓଡ଼ିଆ ନବ ବର୍ଷ ଅବସରରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଓଡିଆ କ୍ୟାଲେଣ୍ଡର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୂର୍ବରୁ ଏହାକୁ ଦେବାପର୍ଣ ହୋଇଛି ଆଜି ସର୍ବ ସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ…

କୋଇଲା ଖଣି ଚୋରିକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ କୁସୁମ ଟେଟେଙ୍କ ଚିଠି

କୋଇଲା ଖଣି ଚୋରିକୁ ନେଇ ଏବେ ସାମ୍ନାକୁ ଆସିଛି ସଙ୍ଗୀନ ଅଭିଯୋଗ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ବ୍ଲକ ଅନ୍ତର୍ଗତ ଗୋପାଳପୁର ରେଞ୍ଜ କୋଇଲା ଖଣି ଚୋରିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ବିଧାୟିକା ତଥା ବିଜେପି…

କେନ୍ଦୁଝରର ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

କେନ୍ଦୁଝରର ସହିଦ ଯବାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି । ଭୁବନେଶ୍ୱର ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହିଦ ରାଜକିଶୋର ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ କହିଛନ୍ତି ସହିଦଙ୍କ ଘର…

କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ କଂଗ୍ରେସର ବିରୋଧ

ଆଜିଠାରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ । କଳାହାଣ୍ଡିରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ମଧ୍ୟରେ କଳାହାଣ୍ଡିରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ କଂଗ୍ରେସର ବିରୋଧ କରିଛି ।ଯୁବ କଂଗ୍ରେସ ସଭାପତି ମହମ୍ମଦ ସାହେବଙ୍କ ନେତୃତ୍ବରେ କଂଗ୍ରେସ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ; ସିବିଆଇ ତଦନ୍ତ ପାଇଁ କଲେ ନିବେଦନ

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ…

ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ, ବାସଭବନରେ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱର ଖାରବେଳ ସ୍ଥିତ ବାସଭବନରେ ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ବାସଭବନରେ ପହଞ୍ଚି ତାଙ୍କର ଶେଷ ଦର୍ଶନ କରିବା…