Tag: Cm mohan Ch majhi

ପାଞ୍ଚ ବର୍ଷରେ ରାଜ୍ୟରେ ନିର୍ମାଣ ହେବ ୩୦ ହଜାର କିଲୋମିଟର ରାସ୍ତା ଏବଂ ୫୦୦ ସେତୁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଭିନ୍ନ ସଡକ ଓ ସେତୁ ନିର୍ମାଣ ଜରିଆରେ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା…

ହାତୀ ସଂରକ୍ଷଣ ପାଇଁ ଆସିବ ପଲିସି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳା ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍‌ଘାଟିତ ହୋଇଛି । ହାତୀମାନଙ୍କ ବିଷୟରେ ଗବେଷଣା ପାଇଁ ସ୍ବତନ୍ତ୍ର କେନ୍ଦ୍ର ମଧ୍ୟ ଉଦ୍‌ଘାଟିତ । ଏହି ସମୟରେ ହାତୀ ସଂରକ୍ଷଣ…

ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ; ଖୁବଶୀଘ୍ର ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ବିଷୟରେ ଆଲୋଚନା କରି ରାଜ୍ୟରେ…

ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଗତକାଲି ଜୟଦେବ ଭବନରେ ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଷ୍ଟ୍ରଦୀପ ଓଡ଼ିଆ ସମ୍ବାଦପତ୍ର ଜଗତରେ ଏକ ଉଜ୍ୱଳ ଆଲୋକ ବର୍ତ୍ତିକା ଓ ସାଂପ୍ରତିକ ବିଭେଦମୟ ରାଜନୈତିକ ପରିସ୍ଥିତିରେ ରାଷ୍ଟ୍ରବାଦର…

ଭୀମ ଭୋଇ ଦୃଷ୍ଟି ହୀନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ସ୍ୱାଧୀନତା ଦିବସ ପାଳନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରୀ ବାସ ଭବନରେ ଭୁବନେଶ୍ୱର ସ୍ଥିତ ଭୀମ ଭୋଇ ଦୃଷ୍ଟି ହୀନ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ସହିତ ସ୍ୱାଧୀନତା ଦିବସ -୨୦୨୫ ପାଳନ କରିଛନ୍ତି । ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ…

୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ମାଗଣାରେ ଚାଉଳ ଯୋଗାଇବାକୁ ନିଷ୍ପତ୍ତି: ମୁଖ୍ୟମନ୍ତ୍ରୀ

ରାଜଧାନୀ ଭୁବନେଶ୍ଵରରେ ଶୁକ୍ରବାର ରାଜ୍ୟସ୍ତରୀୟ ସ୍ଵାଧୀନତା ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରେଡ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି…

ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ସାରା ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ । ଏହି ଅବସରରେ ଭୁବନେଶ୍ବର ମାହାତ୍ମାଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗାନ୍ଧି ମାର୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ସଙ୍ଗଠିତ…

କଟକ ବୟାଳିଶ ମୌଜାରେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଆଜି କଟକ ବୟାଳିଶ ମୌଜାରେ ଆୟୋଜିତ ‘ହର୍ ଘର୍ ତିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ବୟାଳିଶ ମୌଜାର ବ୍ରହ୍ମପୁର ଛକ ଠାରୁ କଳପଡା ପର୍ଯ୍ୟନ୍ତ ପ୍ରାୟ ୧୦ କିଲୋମିଟର…

ଜରୁରୀ କାଳୀନ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଜରୁରୀ କାଳୀନ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରାଜ୍ୟରେ ବଢ଼ୁଥିବା ଅପରାଧକୁ ଆଜି ଅପରାହ୍ନରେ ବସିବ ଜରୁରୀ କାଳୀନ ବୈଠକ।ଅପରାହ୍ନ ୩ଟାରେ ଲୋକସଭା ଭବନରେ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତିକୁ ନେଇ ବୈଠକ ବସିବାକୁ ଯାଉଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ…

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀ: ଦୁର୍ନୀତିରୁ ଦୂରରେ ରହିବାକୁ ଅଧିକାରୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନ କନ୍‌ଭେନ୍‍ସନ୍ ସେଣ୍ଟରରେ ଆୟୋଜିତ ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀକୁ ଉଦ୍‌ବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପସ୍ଥିତ ବନ ବନଖଣ୍ଡ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ ଲଗାଇବା ଉଚିତ ଯାହା…