Tag: Cm mohan Ch majhi

ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ସାରା ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ । ଏହି ଅବସରରେ ଭୁବନେଶ୍ବର ମାହାତ୍ମାଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗାନ୍ଧି ମାର୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ସଙ୍ଗଠିତ…

କଟକ ବୟାଳିଶ ମୌଜାରେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଆଜି କଟକ ବୟାଳିଶ ମୌଜାରେ ଆୟୋଜିତ ‘ହର୍ ଘର୍ ତିରଙ୍ଗା’ ବା ‘ଘରେ ଘରେ ତ୍ରିରଙ୍ଗା’ ଶୋଭାଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ ବୟାଳିଶ ମୌଜାର ବ୍ରହ୍ମପୁର ଛକ ଠାରୁ କଳପଡା ପର୍ଯ୍ୟନ୍ତ ପ୍ରାୟ ୧୦ କିଲୋମିଟର…

ଜରୁରୀ କାଳୀନ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଜରୁରୀ କାଳୀନ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରାଜ୍ୟରେ ବଢ଼ୁଥିବା ଅପରାଧକୁ ଆଜି ଅପରାହ୍ନରେ ବସିବ ଜରୁରୀ କାଳୀନ ବୈଠକ।ଅପରାହ୍ନ ୩ଟାରେ ଲୋକସଭା ଭବନରେ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତିକୁ ନେଇ ବୈଠକ ବସିବାକୁ ଯାଉଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ…

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀ: ଦୁର୍ନୀତିରୁ ଦୂରରେ ରହିବାକୁ ଅଧିକାରୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନ କନ୍‌ଭେନ୍‍ସନ୍ ସେଣ୍ଟରରେ ଆୟୋଜିତ ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀକୁ ଉଦ୍‌ବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପସ୍ଥିତ ବନ ବନଖଣ୍ଡ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ ଲଗାଇବା ଉଚିତ ଯାହା…

୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ନୂଆଦିଲ୍ଲୀ ଗସ୍ତ କରୁଛନ୍ତି । ସରକାରରେ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ପାଇଁ ଚର୍ଚ୍ଚା ଲାଗି ରହିଥିବ ବେଳେ ଉଭୟ…

କେନ୍ଦୁଝରରେ ୩ ଟି ଆମ୍ବୁଲାନ୍ସ ଏବଂ ମା ତାରିଣୀ ଙ୍କ ନଡ଼ିଆ ସଂଗ୍ରହ ଯାନ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆଜିଠୁ ଦୁଇ ଦିନିଆକେନ୍ଦୁଝର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି କେନ୍ଦୁଝର ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ୩ ଟି ଆମ୍ବୁଲାନ୍ସ ଏବଂ ମା ତାରିଣୀ ଙ୍କ ନଡ଼ିଆ ସଂଗ୍ରହ ଯାନ କୁ ପତାକା ଦେଖାଇ ଶୁଭାରମ୍ଭ…

ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ରେକର୍ଡ ସଂଖ୍ୟକ ୭୫ ଲକ୍ଷ ଗଛ

ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଦେଶପ୍ରତି, ବିଶେଷକରି ଓଡିଶା ପ୍ରତି, ପ୍ରଧାନମନ୍ତ୍ରୀଙ୍କ ଅନେକ ଅବଦାନ ରହିଛି। ଗତ ବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର…

ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ମନ୍ କି ବାତ କାର୍ଯ୍ୟକ୍ରମ ଶୁଣିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀ

ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ମନ୍ କି ବାତ କାର୍ଯ୍ୟକ୍ରମ ଶୁଣିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀଭାରତ ବର୍ଷରେ କିଛି ଅସମ୍ଭବ ନୁହେଁ । ଭାରତ ବର୍ଷରେ ଯେଉଁ ଜ୍ଞାନ ଓ ଅନୁଭବର ଶକ୍ତି ରହିଛି, ତାର ଶତ ପ୍ରତିଶତ ବିନିଯୋଗ…

ବନବାସୀ ଆଶ୍ରମ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ  ମୋହନ ମାଝୀ 

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ବନବାସୀ କଲ୍ୟାଣ ଆଶ୍ରମ ପରିସରରେ ଆଶ୍ରମ ଅନ୍ତେବାସୀ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଶୁଣିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମର ଆଜି ଥିଲା…

ଭୁବନେଶ୍ୱରରେ ଶୁଭାରମ୍ଭ ହେଲା ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌ 

ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର…