Tag: Cm mohan Ch majhi

ବଢ଼ିଲା ବୁଣାକାର ଶ୍ରମିକଙ୍କ ଭତ୍ତା

ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ବୟନ ଶିଳ୍ପ ଶ୍ରମିକ ମାନଙ୍କ ମଜୁରୀ ଭତ୍ତା ହଜାରେ ଟଙ୍କା ଲେଖାଏଁ ବୃଦ୍ଧି କରାଯାଇଛି। ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାରକୁ ବୃଦ୍ଧି ହୋଇଥିବା ବେଳେ ମହିଳା ବୁଣାକାର ଶ୍ରମିକଙ୍କ…

ସନ୍ତୋଷଙ୍କ ସହ ମନ୍ତ୍ରଣା ପାଇଁ ମନମୋହନ ଗଲେ ଦିଲ୍ଲୀ

ସୋମବାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଗଲେ ରାଜଭବନ । ରାଜ୍ୟପାଳ ହରିବାବୁ କମ୍ଭମ୍‌ପାଟିଙ୍କ ସହ ବେଶ୍ କିଛି ସମୟ ଆଲୋଚନା କଲେ । ଚର୍ଚ୍ଚା ଜୋର ଧରିଲା । ମଙ୍ଗଳବାର ସକାଳେ ସଭାପତି ମନମୋହନ ସାମଲ ଏବଂ ସଂଗଠନ ସମ୍ପାଦକ ମାନସ…

ବିଭିନ୍ନ ପ୍ରକଳ୍ପ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାଯାଇଛି ଯେ, ଘଟଗାଁ…

ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସର ଆଉ ୨ଟି ନୂଆ ବାଟାଲିୟନ୍

ରାଜ୍ୟରେ ପ୍ରତିଷ୍ଠା ହେବ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ (OISF)ର ୨ଟି ନୂଆ ବାଟାଲିୟନ୍ । ତୃତୀୟ ଓ ଚତୁର୍ଥ ବାଟାଲିୟନ ନାମରେ ଏହା ନାମିତ ହେବ । ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ…

ଡାକ୍ତର କରୁଣାକର ରାଉତଙ୍କୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ । ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ । ଭିଜିଲାନ୍ସ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ । ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର…

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଦୁଇ ମୋହନଙ୍କ ପାଇଁ ଅଗ୍ନି ପରୀକ୍ଷା

ନବ ନିର୍ବାଚିତ ଭାଜପା ସଭାପତି ମନମୋହନ ସାମଲ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ସମ୍ପର୍କରେ ସଂକେତ ଦେଇଛନ୍ତି । ବର୍ଷ ପୂର୍ତି ଉପଲକ୍ଷେ ବରିଷ୍ଠ ସାମ୍ବାଦିକମାନଙ୍କ ସହ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମଧ୍ୟ ସମାନ ସଂକେତ ଦେଇଥିଲେ । ଯେତେବେଳେ ମୋହନ…

ତେଲେଙ୍ଗାନାର ବିସ୍ଫୋରଣ: ମୃତ ଓଡ଼ିଆଙ୍କ ପରିବାର ପାଇଁ ୧୦ ଲକ୍ଷ ଆର୍ଥିକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ତେଲେଙ୍ଗାନାର ଏକ କାରଖାନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ବ୍ୟକ୍ତିମାନଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୧୦ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା…

ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ବିଭିନ୍ନ ଜନକଲ୍ୟାଣ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ୠଣ ଦେବାପାଇଁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ ,…

ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଅପରାହ୍ନ ୩ଟାରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶରଧାବାଲି ଅଘଟଣ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ । ଆଗାମୀ ନିତିକାନ୍ତି ନେଇ କରିବେ ଆଲେଚନା ।ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଥିବା ଜଣାପଡିଛି ।…

ପୁରୀ ଶରଧାବାଲିରେ ଅଘଟଣ ଘଟଣା; ମୃତକଙ୍କ ପରିବାରଙ୍କୁ ୨୫ ଲକ୍ଷ ଟଙ୍କା ସହାୟତା ଘୋଷଣା

ପୁରୀ ଶରଧାବାଲିରେ ଠେଲାପେଲା ଦଳାଚକଟା ଘଟଣାରେ ମୃତ୍ୟୁ ବରଣ କରିଥିବା ଶ୍ରଦ୍ଧାଳୁଙ୍କ ପରିବାର ଲୋକଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ସହ ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ…