Tag: Cm mohan Ch majhi

ମୁଖ୍ୟମନ୍ତ୍ରୀଙ୍କ ନୀତିଗତ ନିଷ୍ପତ୍ତି; ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ନିଯୁକ୍ତ ହେବେ ‘ଶିଶୁ ସେବିକା’

ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା…

ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ

ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର…

ସମସ୍ତ ରାଜସ୍ବ ସେବା ପାଇଁ ଆସିଲା ମୋବାଇଲ୍ ଆପ୍; ଇ ରେଜିଷ୍ଟ୍ରେସନ୍ ଆପ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ରାଜସ୍ୱ ବିଭାଗ ପକ୍ଷରୁ ପ୍ରସ୍ତୁତ ଇ-ରେଜିଷ୍ଟ୍ରେସନ ମୋବାଇଲ ଆପର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜସ୍ୱ ବିଭାଗର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇ କହିଛନ୍ତି ବାତ୍ୟା, ବନ୍ୟା ଆଦି…

ଓଡ଼ିଶାର ବିକାଶ ପାଇଁ ୨୦୩୬ର ରୋଡ୍‌ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଗରିବ, ଯୁବକ, କୃଷକ ଓ ମହିଳା କେନ୍ଦ୍ରୀକ ଯୋଜନା ଆଧାରିତ ବିଭିନ୍ନ ଯୋଜନାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରୁଛନ୍ତି । ଆନ୍ତରୀଣ ଓ ବାହ୍ୟ ସୁରକ୍ଷାରେ ଭାରତବର୍ଷ ଆଜି ସଶକ୍ତ ହୋଇଛି ।…

ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର…

କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

ବିଜେପି ସରକାରଙ୍କ ବିରୋଧରେ ଗର୍ଜିଲା ବିରୋଧୀ ଦଳ ।ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାରେ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ । ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ମହିଳାମାନେ ଅସୁରକ୍ଷିତ ହୋଇଯାଇଛନ୍ତି ବୋଲି କହିଛି…

ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ପାଇଁ କୃଷି ଓ କୃଷକମାନଙ୍କ ବିକାଶ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ: ମୁଖ୍ୟମନ୍ତ୍ରୀ 

ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ…

କଟକ ଠାରେ ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ରାଜ୍ୟ ସ୍ତରୀୟ ବିକାଶ ବାହନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ଜୁନ୍ ୨୧ ଯାଏଁ ଗଡ଼ିବ ବିକାଶ ବାହାନ । ରାଜ୍ୟ ରେ ବିଜେପି ତଥା ମୋହନ ସରକାରଙ୍କୁ ୧ ବର୍ଷ ଶାସନ ପୂର୍ଣ୍ଣ ହୋଇଛି, କଣ ନଥିଲା ଆଉ କଣ ହେଇଛି, ଯାହାକୁ ନେଇ ପଞ୍ଚାୟତ ସ୍ତରରେ ବୁଲିବ ବିକାଶ…

ଭୁବନେଶ୍ୱରରୁ ଆବୁଧାବିକୁ ଉଡ଼ିଲା ବିମାନ; ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆରମ୍ଭ ହେଲା ଭୁବନେଶ୍ୱରରୁ ଆବୁଧାବିକୁ ସିଧା ବିମାନ ସେବା ।ଭୁବନେଶ୍ବର ଏୟାରପୋର୍ଟରୁ ଆବୁଧାବିକୁ ଉଣାଡ଼ ଭରିଲା ବିମାନ । ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଏହି ବିମାନ ଉଡ଼ାଣ କରାଯାଇଛି । ଆଜି ଏହି ବିମାନ ସେବା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ…