Tag: Cm mohan Ch majhi

ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଭୁବନେଶ୍ବରର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ…

ପ୍ରେସ ବିବୃତ୍ତି ଜରିଆରେ ମୋଦିଙ୍କ ୧୧ ବର୍ଷର ସଫଳତାର ତାଲିକା ବଖାଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

୨୦୨୪ ଜୁନ ୯ ତାରିଖରେ ସ୍ଵାଧୀନ ଭାରତର ରାଜନୈତିକ ଇତିହାସରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ। ଏହି ଦିନ, ଦେଶର ସବୁଠାରୁ ଲୋକପ୍ରିୟ ଜନନାୟକ ନରେନ୍ଦ୍ର ମୋଦୀ ଜୀ ଲଗାତାର ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ…

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂରଣ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି; ଏକ ବର୍ଷ ମଧ୍ୟରେ କ’ଣ କ’ଣ ପ୍ରତିଶ୍ରୁତି ପୂରଣ ହୋଇଛି ଜାଣନ୍ତୁ 

ଆଉ ଗୋଟିଏ ଦିନ ପରେ ମୋହନ ମାଝୀଙ୍କ ସରକାର ଏକ ବର୍ଷ ପୂରଣ କରିବ । ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ଏକାକୀ ସରକାର ଗଢ଼ିଛି । ସଂକଳ୍ପ ପତ୍ରରେ ଲୋକଙ୍କୁ ଅନେକ ପ୍ରତିଶ୍ରୁତି ଦେଇ ସରକାରକୁ…

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ ଟଙ୍କା

ବଢ଼ିଲା ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶି ବଢ଼ିଲା । ସହାୟତା ରାଶି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୂର୍ବରୁ ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ୬ ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ବୃଦ୍ଧି କରାଯାଇ…

କେନ୍ଦ୍ରାପଡ଼ା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦ୍ରାପଡ଼ା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।କେନ୍ଦ୍ରାପଡ଼ା କଲେଜ୍ ପଡ଼ିଆରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ।ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଏହା ସହ ସର୍କିଟ୍‌ ହାଉସ୍‌ରେ ସମୀକ୍ଷା ବୈଠକ କରିବେ ସିଏମ୍‌ । ମୁଖ୍ୟମନ୍ତ୍ରୀ ହେବା ପରେ ଏହା…

୭ଟି ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଏହି ଚାକିରୀ ପାଇଛନ୍ତି। ତାଙ୍କ ସେବା ସବୁବେଳେ କରୁଥିବେ। ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେ ନାହିଁ। ଆମ ସମାଜରେ ଗରିବ ଲୋକମାନେ ବହୁ କଷ୍ଟରେ ଅଛନ୍ତି, ସେମାନଙ୍କୁ ଠିକ୍ ସମୟରେ ନ୍ୟାୟ…

ଗଂଜାମରେ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟିରୁ ଉର୍ଦ୍ଧ୍ବ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଛତ୍ରପୁର ଠାରେ ସମୁଦାୟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କହିଛନ୍ତିଯେ, ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍‍ସ ଓ…

ଚଳିତ ବର୍ଷ ୭.୫ କୋଟି ବୃକ୍ଷ ରୋପଣ କରିବେ ରାଜ୍ୟ ସରକାର

ଆଜି ଭୁବନେଶ୍ବର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ମହାସମାରୋହରେ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟ ସରକାର, ଗୋଟିଏ ବର୍ଷରେ…

ଆସନ୍ତା ୬ ତାରିଖରେ ପୂରଣ ହେବ ୮୨୬ ପିଜିଟି ଶିକ୍ଷକ ପଦବୀ

ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ପ୍ରଦାନ କରିବେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି…

ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନବରଙ୍ଗପୁର ନନ୍ଦାହାଣ୍ଡିରେ ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଲେଖାଏଁ ଟଙ୍କାର ଅନୁକମ୍ପା ରାଶି । ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ସହ ଦୁଃଖ ପ୍ରକାଶ…