ତାଜା ଖବର ରାଜ୍ୟ ଅପରେସନ୍ ସିନ୍ଦୂରକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ May 7, 2025 Papirani ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣର ପରେ ଭାରତ ଆତଙ୍କବାଦ ବିରୁଦ୍ଧରେ ଏକ ବଡ଼ ଅଭିଯାନ ‘ଅପରେସନ୍ ସିନ୍ଦୂର’ ଆରମ୍ଭ କରିଛି। ଏହି ଅପରେଶନ ମାଧ୍ୟମରେ ପାକିସ୍ତାନ ଏବଂ ପିଓକେରେ ଅବସ୍ଥିତ ୯ଟି ଆତଙ୍କବାଦୀ ଶିବିରକୁ ଟାର୍ଗେଟ କରିଛି ଶିବିରଗୁଡ଼ିକୁ ଧ୍ୱଂସ…
ତାଜା ଖବର ରାଜ୍ୟ ପ୍ରଭାସିନୀ ବେହେରା ଓ ଦେବୀ ଶବରଙ୍କୁ ମିଳିଲା ୧୦ଲକ୍ଷ ଟଙ୍କା ଲେଖାଏ ସହାୟତା; ମୁଖ୍ୟମନ୍ତ୍ରୀଙ୍କୁ ଉଭୟ ଜଣାଇଲେ କୃତଜ୍ଞତା April 30, 2025 Papirani କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବର। ଉଭୟଙ୍କ ଆଖିରେ ଥିଲା କୃତଜ୍ଞତାର ଅଶ୍ରୁ। ସେମାନଙ୍କ ଦୁଃଖ ସମୟରେ ସେମାନଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ତାଜା ଖବର ରାଜ୍ୟ ଚାଷୀଙ୍କ ଆକାଉଣ୍ଟ୍କୁ ଆସିଲା ସିଏମ୍ କିଷାନ ଟଙ୍କା April 30, 2025 Papirani ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କ ଆକାଉଣ୍ଟ୍କୁ ଆସିଲା ସିଏମ୍ କିଷାନ ଟଙ୍କା । ସିଏମ୍ କିଷାନ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୧ ହଜାର କୋଟିରୁ ଅଧିକ ଟଙ୍କା । ନୂଆଖାଇ…
ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଆଲୋଚନା April 28, 2025 Papirani କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ସାକ୍ଷାତ କରିବା ସହିତ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। କେନ୍ଦ୍ରାପଡାର ତଳି ଅଞ୍ଚଳକୁ ଜଳମଗ୍ନ ହେବାରୁ…
ତାଜା ଖବର ରାଜ୍ୟ ପ୍ରଶାନ୍ତଙ୍କ ଶେଷଯାତ୍ରାରେ ସାମିଲ ହେବା ସହ ପରିବାରକୁ ୨୦ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ April 24, 2025 Papirani ଜାମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି । ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଶେଷଯାତ୍ରାରେ ବାହାରିଛି। ଜନ୍ମମାଟି ବାଲେଶ୍ବର ଇସାଣୀରେ ଶେଷଯାତ୍ରାରେ ପ୍ରଶାନ୍ତ । ଏହି ଓଡ଼ିଆ…
ତାଜା ଖବର ରାଜ୍ୟ ପୂର୍ତ୍ତ ବିଭାଗର ବିଭାଗର “ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ April 23, 2025 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ଗୁଡିକର ବାସ୍ତବ ସମୟରେ ତଦାରଖ କରାଯାଇ ପାରିବ ଏବଂ ପ୍ରକଳ୍ପ ଗୁଡିକ ନିର୍ଭୁଲ ଭାବରେ…
ତାଜା ଖବର ରାଜ୍ୟ ଆଜି ସମ୍ବଲପୁରରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ April 21, 2025 Papirani ସମ୍ବଲପୁର ଦୁର୍ଗାପାଲିସ୍ଥିତ ମହାନଗର ନିଗମ କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି।ସମ୍ବଲପୁରରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି । ମୁଖ୍ୟମନ୍ତ୍ରୀ ପହଞ୍ଚିବା କ୍ଷଣି ପ୍ରଥମେ ଦିବ୍ୟାଙ୍ଗମାନଙ୍କୁ ଭେଟିଥିଲେ। ତାଙ୍କର ସମସ୍ୟା…
ତାଜା ଖବର ରାଜ୍ୟ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ April 17, 2025 Papirani ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ଦିବସ । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ…
ତାଜା ଖବର ରାଜ୍ୟ ବିଜୁବାବୁଙ୍କ ପ୍ରତିମୂର୍ତ୍ତୀ ପୋଡିବା ଘଟଣା ପଛରେ ଥିବା ବ୍ୟକ୍ତିବିଶେଷଙ୍କ ଉପରେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ April 15, 2025 Papirani ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ଘଟଣାରେ ସଂପୃକ୍ତ ଥିବା…
ତାଜା ଖବର ରାଜ୍ୟ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣରେ ସୁଧ ଦେବେନି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ: ମୁଖ୍ୟମନ୍ତ୍ରୀ April 15, 2025 Papirani ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ପ୍ରଦାନ ଅବଧି ଆଉ ବର୍ଷେ ବଢ଼ିଲା । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ…