ତାଜା ଖବର ରାଜନୀତି ରାଜ୍ୟ BJP Meeting: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଡାକିଲେ ଗୁରୁତ୍ବପୂର୍ଣ୍ଣ ବୈଠକ March 2, 2026 Papirani ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଡାକିଲେ ଗୁରୁତ୍ବପୂର୍ଣ୍ଣ ବୈଠକ । ବିଜେପିର ରାଜ୍ୟସଭା ପ୍ରାର୍ଥୀ ନେଇ ଆଜି ହୋଇପାରେ ମନ୍ଥନ। ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଡାକିଲେ ବୈଠକ । ମନ୍ତ୍ରୀ ଓ ବିଧାୟକଙ୍କୁ ଡକରା ହୋଇଥିବା ଜଣାପଡିଛି। ଏହି ବୈଠକରେ ରାଜ୍ୟସଭା ନିର୍ବାଚନ…
ତାଜା ଖବର ରାଜନୀତି ରାଜ୍ୟ Odisha CM Meets Nitin Nabin: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 27, 2026 Papirani ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭାରତୀୟ ଜନତା ପାର୍ଟୀର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ସାକ୍ଷାତ କରିଛନ୍ତି । ଓଡ଼ିଶାର ଚାରୋଟି ଆସନରେ ରାଜ୍ୟସଭା ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ନୂଆଦିଲ୍ଲୀରେ…
ତାଜା ଖବର ରାଜ୍ୟ CM announces Compensation: ଝାରସୁଗୁଡ଼ା ଦୁର୍ଘଟଣାରେ ମୃତ ପୋଲିସଙ୍କ ପାଇଁ ସହାୟତା February 22, 2026 Papirani ଝାରସୁଗୁଡା ସଦର ଥାନା ସମ୍ମୁଖରେ ଆଜି ଭୋର ସମୟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ାରେ ହୋଇଥିବା ସଡ଼କ ଦୁର୍ଘଟଣାରେ ପୋଲିସ କର୍ମଚାରୀମାନଙ୍କ ମୃତ୍ୟୁ ପାଇଁ ଗଭୀର…
ତାଜା ଖବର ରାଜ୍ୟ Madhu Babu Pension Yojana: ଆଉ ୬ ଲକ୍ଷ ହିତାଧିକାରୀ ପାଇବେ ମଧୁବାବୁ ପେନସନ୍: ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 20, 2026 Papirani ବଜେଟ ଅଭିଭାଷଣରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ବାର୍ଦ୍ଧକ୍ୟ କି ବିଧବା ଭତ୍ତା ପାଇଁ କାହାକୁ ଅପେକ୍ଷା କରିବାକୁ ପଡ଼ିବନି। ମଧୁବାବୁ ପେନ୍ସନ ଯୋଜନା’ରେ ସମସ୍ତ ଯୋଗ୍ୟଙ୍କୁ ସାମିଲ୍ କରାଯିବ। ହିତାଧିକାରୀ ମଲେ ଖାଲି ସ୍ଥାନ ପୂରଣ ନିୟମ ଆଉ ଲାଗୁ ହେବନି।…
ତାଜା ଖବର ରାଜ୍ୟ State Budget 2026-27: ଓଡ଼ିଶା ବଜେଟ୍: ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି February 20, 2026 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ଓଡ଼ିଶାର ବିକାଶ ଧାରାକୁ ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର…
ତାଜା ଖବର ରାଜ୍ୟ Ratna Bhandar Review: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଲା ଗୁରୁତ୍ବପୂର୍ଣ୍ଣ ରତ୍ନଭଣ୍ଡାର ବୈଠକ February 16, 2026 Papirani ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ରତ୍ନଭଣ୍ଡାର ବୈଠକ ଆରମ୍ଭ । ଲୋକସେବା ଭବନ ତୃତୀୟ ମହଲାରେ ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ ଆଇନ ମନ୍ତ୍ରୀ, ମୁଖ୍ୟ ସଚିବ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ ରହିଛନ୍ତି ।…
ତାଜା ଖବର ରାଜ୍ୟ AYUSH Doctors’ Salary Hiked: ବଢ଼ିଲା ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା February 10, 2026 Papirani ବଢ଼ିଲା ଆୟୁଷ ଡାକ୍ତରଙ୍କ ଦରମା। ସ୍ୱାସ୍ଥ୍ୟସେବା ବ୍ୟବସ୍ଥାରେ ଆୟୁଷ ଡାକ୍ତରମାନଙ୍କ ଅବଦାନକୁ ସ୍ୱୀକାର କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ସ୍ୱାସ୍ଥ୍ୟ ମିଶନ (NHM) ଅଧୀନରେ କାର୍ଯ୍ୟ କରୁଥିବା ଲୋକଙ୍କ ପାଇଁ…
ତାଜା ଖବର ମନୋରଞ୍ଜନ ରାଜ୍ୟ ‘Godaan’ Film: ହିନ୍ଦୀ ଫିଚର ‘ଗୋଦାନ’ ଚଳଚ୍ଚିତ୍ରକୁ ସାରା ରାଜ୍ୟରେ ‘ଟାକ୍ସ ଫ୍ରି’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 5, 2026 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରସ୍ଥିତ ତାଙ୍କ ସରକାରୀ ବାସଭବନରେ ହିନ୍ଦୀ ଫିଚର ଫିଲ୍ମ ‘ଗୋଦାନ’ର ପ୍ରିମିୟର ଦେଖିଥିଲେ। ଏହି ଅବସରରେ ଗଣମାଧ୍ୟମକୁ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ଏହି ଚଳଚ୍ଚିତ୍ରକୁ ସାରା ରାଜ୍ୟରେ ‘ଟାକ୍ସ ଫ୍ରି’ ହେବ ବୋଲି ଘୋଷଣା…
ତାଜା ଖବର ରାଜ୍ୟ Inauguration New Sub-Registrar Offices: ୫୭ଟି ନୂଆ ସବ୍-ରେଜିଷ୍ଟ୍ରେସନ୍ ଅଫିସ୍ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ February 5, 2026 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ୧୭ଟି ଜିଲ୍ଲାର ୫୬ଟି ତହସିଲ୍ରେ ୫୭ଟି ନୂଆ ସବ୍-ରେଜିଷ୍ଟ୍ରେସନ୍ କାର୍ଯ୍ୟାଳୟ ଉଦ୍ଘାଟନ କରିଛନ୍ତି। ଏହାଦ୍ବାରା ଆଜିଠାରୁ ରାଜ୍ୟର ସମସ୍ତ ୩୧୭ଟି ତହସିଲ୍ରେ ସବ୍-ରେଜିଷ୍ଟ୍ରେସନ୍ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହେଲା। ଏଥିରେ କଟକ ତହସିଲ୍ ଅଧିନରେ…
ତାଜା ଖବର ବ୍ୟବସାୟ ରାଜ୍ୟ India-US Trade Agreement: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରେ ଓଡ଼ିଶାକୁ ବିଶ୍ୱ ପ୍ରଯୁକ୍ତି ଏବଂ ବୟନଶିଳ୍ପରେ ମିଳିବ ଫାଇଦା: ମୁଖ୍ୟମନ୍ତ୍ରୀ February 5, 2026 Papirani ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ପରେ ଓଡ଼ିଶା ପାଇଁ ମଧ୍ୟ ଅନେକ ସମ୍ଭାବନା ସୃଷ୍ଟି ହୋଇଛି । ଏ ନେଇ ଏକ୍ସ’ରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…