Tag: Cm mohan Ch majhi

ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ କରୁଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ। ଆଜି ସୋମବାର ନବମ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଛାତରୁ ପଡି ଗୁରୁତର ଆହତ ନିମାପଡ଼ାର ହେମନ୍ତ ସାହୁ ଏବଂ ମେରୁଦଣ୍ଡ ଜନିତ ସମସ୍ୟା ଭୋଗ କରୁଥିବା ନିରାକାରପୁରର ବିଚିତ୍ର ପାଇକରାୟ…

ରେଖା ଗୁପ୍ତାଙ୍କ ଶପଥ ଗ୍ରହଣରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଜାତୀୟ ରାଜଧାନୀ ଦିଲ୍ଲୀକୁ ତାର ନୂଆ ମୁଖ୍ୟମନ୍ତ୍ରୀ ମିଳି ସାରିଛି । ଦିଲ୍ଲୀ ଦଶମ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ହେଇଛନ୍ତି ରେଖା ଗୁପ୍ତା । ରେଖାଙ୍କ ସହିତ ତାଙ୍କର ୬ ଜଣିଆ ମନ୍ତ୍ରୀ ମଣ୍ଡଳ ଯଥା ପ୍ରବେଶ…

ଚଳିତ ବର୍ଷ ସରକାର ଦେବେ ୪୦ ହଜାର ନିଯୁକ୍ତି 

ଆସନ୍ତା ବଜେଟ୍ ଅଧିବେଶନ ପାଇଁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ପ୍ରି ବଜେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରି ବଜେଟ୍‌ ନେଇ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଫେବ୍ରୁଆରୀ ୧୭ ତାରିଖ…

ସ୍ବାମୀତ୍ବ ଯୋଜନାରେ ୬୫ ଲକ୍ଷ ସମ୍ପତ୍ତି କାର୍ଡ ବଣ୍ଟନ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ସାରା ଦେଶରେ ଲାଗୁ ହୋଇଛି ସ୍ବାମୀତ୍ବ ଯୋଜନା। ସ୍ବାମୀତ୍ବ ଯୋଜନାରେ ସଂପତ୍ତି କାର୍ଡର ଇ-ବିତରଣ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ଭିଡିଓ କନଫ୍ରେନସ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ବାମୀତ୍ବ ଯୋଜନା ଅଧୀନରେ ସମ୍ପତ୍ତି ମାଲିକଙ୍କୁ ମୋଟ…

ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ…

ମକର ସଂକ୍ରାନ୍ତିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମକର ସ୍ନାନ

ମକର ସଂକ୍ରାନ୍ତିରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ । ଆଜି ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଜନ୍ମ ମାଟି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା…

ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୁରକ୍ଷାରେ ତ୍ରୁଟି !

ଭିଡିଓ ମାଧ୍ୟମରେ ସାମ୍ନାକୁ ଆସିଛି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବ୍ୟବସ୍ଥାର ତ୍ରୁଟି । ଯାହା ଏବେ ଭାଇରାଲ୍ ହେବାରେ ଲାଗିଛି । ଭିଡିଓ ଅନୁସାରେ ଗତ ୨ ତାରିଖରେ ଝାରସୁଗୁଡା ଝାଡ଼େଶ୍ବର ମନ୍ଦିରକୁ ପ୍ରବେଶ କରିବା ସମୟରେ ଏକ ଅଚିହ୍ନା ଡ୍ରୋନ୍ ତାଙ୍କ…

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେଇ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ୩୩ ପ୍ରତିଶତ ରୁ ଅଧିକ…

ପୂର୍ବ ନବୀନ ସରକାରଙ୍କ ଉପରେ ବର୍ଷିଲେ ମୋହନ ମାଝୀ

ଆଜି କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଚାଷ ଓ ଚାଷୀଙ୍କୁ ଠକିଛନ୍ତି ପୂର୍ବ ସରକାର । ପୂର୍ବ ସରକାର କେବଳ ମିଶନ ପରେ ମିଶନ କରିଚାଲିଲେ, କିନ୍ତୁ ଫଳ…

ଚାଷୀଙ୍କ ସମସ୍ୟା ନେଇ ମୋହନ ମାଝୀଙ୍କୁ ନବୀନଙ୍କ ଚିଠି

ମୁଖ୍ୟମନ୍ତ୍ରୀ ମୋହନମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଚିଠି ଦ୍ବାରା ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କ ଦୁଃଖ ଜଣାଇଲେ ବିରୋଧୀ ଦଳ ନେତା । ଉପଯୁକ୍ତ ତଦନ୍ତ ସହ ନିର୍ଦ୍ଦିଷ୍ଟ ସମୟରେ ଚାଷୀଙ୍କ ଅଦିନିଆ ବର୍ଷାଜନିତ…