Tag: Cm mohan Ch majhi

ମହାପ୍ରଭୁଙ୍କ ନୀତିକାନ୍ତିରୁ ଜଣାପଡେ ଆୟୁର୍ବେଦ ଚିକିତ୍ସା ବିଷୟରେ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବ ଅବସରରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବାର୍ଷିକ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଅଭିଭାଷଣ ଦ୍ଵାରା ଗୋପବନ୍ଧୁ…

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସ୍ବତନ୍ତ୍ର ବିମାନ ଯୋଗେ ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଡା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡରୁ ଚାଲିଚାଲି ଶ୍ରୀମନ୍ଦିରକୁ ଯାଇଛନ୍ତି ରାଷ୍ଟ୍ରପତି । ଏହି ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ…

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସ ଗଠନ:ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଓଡ଼ିଶା ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ସୋମବାର ବିଧାନସଭାରେ ଏହି ସୂଚନା ଦେଇ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ଯର ବିକାଶ ପ୍ରକ୍ରିୟାରେ ସମାଜର ସମସ୍ତ ବର୍ଗଙ୍କୁ ସାମିଲ…

ଉତ୍ତର ଓଡ଼ିଶା ପରିଷଦରେ ସୁନ୍ଦରଗଡ଼ ସାମିଲ ପ୍ରସଙ୍ଗ: ଜାଣନ୍ତୁ ଟ୍ବିଟ୍ କରି କଣ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ? 

ବିକାଶ ତ୍ୱରାନ୍ୱିତ ପାଇଁ ସୁନ୍ଦରଗଡ଼ ଜିଲ୍ଲାକୁ ଉତ୍ତର ଓଡ଼ିଶାରେ ସାମିଲ୍ କରିବାକୁ ମୁଖ୍ୟମନ୍ତ୍ରୀ କହିବା ପରେ ସୁନ୍ଦରଗଡ଼ ଜିଲ୍ଲା ସହ ସାରା ରାଜ୍ୟରେ ଦେଖା ଦେଇଛି ତୀବ୍ର ଅସନ୍ତୋଷ । ଏହା ସହ ଦିନକୁ ଦିନ ଏହି ପ୍ରସଙ୍ଗକୁ ନେଇ ତେଜିଛି…

ରାଜ୍ୟସ୍ତରୀୟ କ୍ରୀଡା ମହୋତ୍ସବ ‘ଉତ୍ସାହ’ ଉଦ୍‌ଘାଟିତ; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ପିଲାମାନେ ତୁମ ମାନଙ୍କର ଭରପୁର ପ୍ରତିଭା ଅଛି। ବଡ ହେବା ପାଇଁ ହେଲେ ସ୍ବପ୍ନ ମଧ୍ୟ ବଡ ହେବା ଆବଶ୍ୟକ। ଯଦି ସୂର୍ଯ୍ୟରେ ପହଞ୍ଚିବାପାଇଁ ସ୍ବପ୍ନ ଦେଖି କାର୍ଯ୍ୟ କରିବା ଅତି କମ୍‌ରେ ଚନ୍ଦ୍ରରେ ପହଞ୍ଚିପାରିବା। ସ୍ବପ୍ନର କାନ୍‌ଭାସ ଯେତେ ବଡ…

୯୪୧ ଜଣ ଅଗ୍ନି ଯୋଦ୍ଧାଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ। ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ଫାୟାର ଫାଇଟର ବା ଅଗ୍ନିଯୋଦ୍ଧା ଭାବେ ନାମିତ କରାଯିବ। ଏହାଫଳରେ ମହିଳାମାନେ ମଧ୍ୟ ଏଥିରେ ନିଯୁକ୍ତିର ସୁଯୋଗ ପାଇ ପାରିବେ…

ବିଧାନସଭାରେ ୧୨୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ଯମନ୍ତ୍ରୀ ମାଝୀ

ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିନ ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ଓଡ଼ିଶା ବିଧାନସଭାରେ ଚଳିତ ଆର୍ଥିକ ବର୍ଷ 2024-25 ପାଇଁ 12,156 କୋଟି ଟଙ୍କାର ସପ୍ଲିମେଣ୍ଟାରୀ ବଜେଟ୍ ଉପସ୍ଥାପନ କରିଛନ୍ତି। ଆସନ୍ତା ବର୍ଷ ଜାନୁଆରୀରେ ଭୁବନେଶ୍ୱରରେ ହେବାକୁ ଥିବା…

‘ଆମ ସମ୍ବିଧାନ ଆମ ସ୍ବାଭିମାନ’ ପଦ ଯାତ୍ରା; ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ ଓ ଏକ ହଜାରରୁ ଅଧିକ ଲୋକ

ଆଜି ନଭେମ୍ବର ୨୬ ତାରିଖ ସମ୍ବିଧାନ ଦିବସ । ଏହି ଅବସରରେ ରାଜଧାନୀର ଏଜି ଛକ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ସମ୍ବିଧାନ ହେଉଛି ଆମ ସ୍ଵାଧୀନ ଭାରତର ପୁଣ୍ୟ…

୨୦ଲକ୍ଷ ରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନା ଅନ୍ତର୍ଗତ ପ୍ରଥମ କିସ୍ତିର ତୃତୀୟ ପର୍ଯାୟ ଟଙ୍କା ବଣ୍ଟନ

ରବିବାର ଦିନ ସୁନ୍ଦରଗଡରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ଯକ୍ରମରେ ଓଡ଼ିଶା ସରକାର ରାଜ୍ଯର ୨୦ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଜାରି କରିଛନ୍ତି।ସୂତ୍ରରୁ ପ୍ରକାଶ ଯେ ସରକାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ୧୦୦୦କୋଟିରୁ ଅଧିକ…

ସ୍ୱାସ୍ଥ୍ୟ ବୀମା ଲାଗୁ ପାଇଁ ମିଳିତ କର୍ମଚାରୀ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୁଲ୍ୟରେ ଆଜି ଭୁବନେଶ୍ୱର ଠାରେ ଥିବା କାର୍ଯ୍ୟାଳୟରେ ଓଡ଼ିଶାର ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀମାନଙ୍କର ସଂଗଠନର ରାଜ୍ୟ ନେତୃବୃନ୍ଦ ମାନଙ୍କ ମଧ୍ୟରେ ଏକ ବୈଠକ ଅନଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମହାସଂଘର ଆବାହକ ବିଜୟ…