Tag: Cm mohan Ch majhi

ବାତ୍ୟା ମୁକାବିଲା ନେଇ ପ୍ରଶାସନର ପ୍ରସ୍ତୁତି ; ୩ ଲକ୍ଷ ଲୋକ ହୋଇଛନ୍ତି ସ୍ଥାନାନ୍ତର: ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ବାତ୍ୟା ମୁକାବିଲାର ସମୀକ୍ଷା ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ବାତ୍ୟାର ପ୍ରଭାବିତ ଅଞ୍ଚଳରେ ପାଖାପାଖି ୩ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି। ୧୧ ଜିଲ୍ଲାର ୩୮ ବ୍ଲକ…

ବାତ୍ୟା ସମ୍ପର୍କିତ ପ୍ରସ୍ତୁତି ବୈଠକ: କେହି ଭୟଭୀତ ନହେବାକୁ ପରାମର୍ଶ ସହ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି କହିଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳକୁ…

ଭାରତର ଶିଳ୍ପ ଅଭିବୃଦ୍ଧିରେ ବଡ଼ ଭୂମିକା ନେବ ଓଡ଼ିଶା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଇଣ୍ଡିଆ କେମ୍ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି। କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେପି ନଡ୍ଡା ଏଥିରେ ଅଧ୍ୟକ୍ଷତା କରିଛନ୍ତି । ଓଡ଼ିଶା,…

ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁମ୍ବାଇରେ ହେବ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ । ରାଜ୍ୟରେ ଶିଳ୍ପାୟନ ଲାଗି ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୮ ଓ ୧୯ରେ ମୁମ୍ବାଇରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ୍ ହେବା ପାଇଁ ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ। ଏନେଇ ଶିଳ୍ପମନ୍ତ୍ରୀ…

ରାଜଧାନୀର ବିଭିନ୍ନ ଦୁର୍ଗା ପୂଜାମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପବିତ୍ର ମହାଷ୍ଟମୀ । ପୂଜା ମଣ୍ଡପରେ ଧୁମ୍‌ଧାମ୍‌ରେ ଚାଲିଛି ମା’ ଦୁର୍ଗାଙ୍କ ମହାଷ୍ଟମୀ ପୂଜା। ଆଜି ଏହି ପବିତ୍ର ଦୁର୍ଗାଷ୍ଟମୀରେ ପୂଜାମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଭୁବନେଶ୍ବରର ବିଭିନ୍ନ ଦୁର୍ଗା ପୂଜା ମଣ୍ଡପ ପରିଦର୍ଶନ…

ସାରା ଓଡ଼ିଶାରେ ଛାଡ଼ ହେଲା ପୂଜା ପେଣ୍ଡାଲର ଭଡ଼ା

ଆଜି ମହାଷ୍ଟମୀ ଅବସରରେ ସାରା ବଡ ଘୋଷଣା କଲେ ରାଜ୍ୟ ସରକାର । ଓଡ଼ିଶାର ସବୁ ଦୁର୍ଗା ପୂଜା ପେଣ୍ଡାଲର ଛାଡ଼ କରାଗଲା ଭଡ଼ା । ପୂଜା ପେଣ୍ଡାଲର ଭଡ଼ା ଛାଡ଼ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିଷ୍ପତ୍ତି । ଶାରଦୀୟ…

୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଆସନ୍ତା ଅକ୍ଟୋବର ୭ ଏବଂ ଅକ୍ଟୋବର ୧୪ ତାରିଖ ୨ ଦିନ ପାଇଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ; ୭ ତାରିଖରେ…

ସେପ୍ଟେମ୍ବର ୩୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ଦିନ ଅଥାତ୍ ସେପ୍ଟେମ୍ବର ୩୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରଖିବାକୁ ନିଷ୍ପତ୍ତି…

ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଗସ୍ତ ବେଳେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଜିଲ୍ଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ । ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଗସ୍ତ ବେଳେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସଂପର୍କରେ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ।…

ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ: ମୁଖ୍ୟମନ୍ତ୍ରୀ

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଚାରିଆଡ଼େ ଓଡ଼ିଶା ପୋଲିସକୁ ସମାଲୋଚନା କରିବା ସହିତ ଏହି ଘଟଣାକୁ ନିନ୍ଦା କରି ରାଜ୍ୟ ସରକାରଙ୍କୁ ବିରୋଧି ଦଳ ଘେରିଥିବା ବେଳେ ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…