ତାଜା ଖବର ରାଜ୍ୟ NDC Officers Meet Odisha CM: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ‘ନ୍ୟାସନାଲ୍ ଡିଫେନ୍ସ କଲେଜ୍’ ପ୍ରଶିକ୍ଷାର୍ଥୀ ଅଧିକାରୀଗଣ February 5, 2026 Papirani ଅଧ୍ୟୟନ ପରିଦର୍ଶନ କାର୍ଯ୍ୟକ୍ରମରେ ଓଡ଼ିଶା ଆସିଥିବା ଦିଲ୍ଲୀ ସ୍ଥିତ ନ୍ୟାସନାଲ୍ ଡିଫେନ୍ସ କଲେଜ୍ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଏହି ଅଧ୍ୟୟନ ପରିଦର୍ଶନ କାର୍ଯ୍ୟକ୍ରମରେ ଭାରତୀୟ ସଶସ୍ତ୍ର ବାହିନୀର ଅଧିକାରୀ…
ତାଜା ଖବର ରାଜନୀତି ରାଜ୍ୟ Kanya Vivah Yojana: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା; ନାରୀ ସୁରକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା ହେବା ଉଚିତ: ବିଜେଡି February 3, 2026 Papirani ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଞ୍ଜାମ ଜିଲ୍ଲାରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଶୁଭାରମ୍ଭ କରିଥିଲା ବେଳେ ପଡୋଶୀ କନ୍ଧମାଳ ଜିଲ୍ଲାରେ ନାବାଳିକାଙ୍କୁ ଜଙ୍ଗଲ ଭିତରକୁ ଟେକି ନେଇ ଦୁଷ୍କର୍ମ ଭଳି ଲଜ୍ୟାଜନକ ଖବର ଆସୁଛି ଓ ଓଡ଼ିଶାରେ କନ୍ୟା ଅସୁରକ୍ଷିତ ଥିବାବେଳେ…
ତାଜା ଖବର ରାଜ୍ୟ Subhadra Shakti Mela In Rayagada: ରାୟଗଡାରେ ସୁଭଦ୍ରା ଶକ୍ତିମେଳାର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ February 2, 2026 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାୟଗଡ଼ାରେ ସୁଭଦ୍ରା ଶକ୍ତି ମେଳାର ଉଦଘାଟନ କରି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG) ପାଇଁ ଏକ ପ୍ରମୁଖ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି ଏବଂ ଏଥିସହିତ ଜିଲ୍ଲାରେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ…
ତାଜା ଖବର ରାଜ୍ୟ Union Budget 2026: ଚଳିତବର୍ଷ ବଜେଟ୍ରେ ବିଭିନ୍ନ କ୍ଷେତ୍ରରେ ଓଡ଼ିଶାକୁ ଦିଆଯାଇଛି ଗୁରୁତ୍ୱ; ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 1, 2026 Papirani ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ଚିତବର୍ଷ ବଜେଟ୍ରେ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି। ଦେଶର ଖଣିଜ ସମ୍ପଦର ସଦୁପଯୋଗ…
ତାଜା ଖବର ରାଜ୍ୟ Journalist Sheela Pattnaik: ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ମୃତ୍ୟୁ ଘଟଣାରେ ପରିବାରକୁ ୪ ଲକ୍ଷ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ January 23, 2026 Papirani ଜଣାଶୁଣା ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ପ୍ରାଣହାନି ଘଟଣାରେ ତାଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO) ଦ୍ୱାରା ଜାରି ଏକ ବିବୃତ୍ତିରେ ଏହି ଦୁଃଖଦ ଘଟଣା…
ତାଜା ଖବର ରାଜ୍ୟ Gram Rakshis Allowance Hike: ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ January 22, 2026 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଗ୍ରାମାଞ୍ଚଳରେ ଆଇନ…
ତାଜା ଖବର ରାଜ୍ୟ Subhadra Yojana: ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା January 22, 2026 Papirani ମିଳିଲା ସୁଭଦ୍ରା ଟଙ୍କା । ବାଦ୍ ପଡ଼ିଥିବା ଓ ନୂଆ ହିତାଧିକାରୀଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ମହିଳାଙ୍କୁ ୩୨୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ସୁଭଦ୍ରା ଟଙ୍କା…
ତାଜା ଖବର ରାଜ୍ୟ Investors’ Meet: କୋଲକାତାରେ ହେବ ଦୁଇ ଦିନିଆ ଇନଭେଷ୍ଟର ମିଟ୍; ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 15, 2026 Papirani ପଶ୍ଚିମବଙ୍ଗ କୋଲକାତାରେ ହେବ ନିବେଶକ ସମ୍ମିଳନୀ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲିଠାରୁ ପଶ୍ଚିମବଙ୍ଗର ଏକ ତିନି ଦିନିଆ ଗସ୍ତରେ ଆସି ବିଭିନ୍ନ ଶିଳ୍ପ କ୍ଷେତ୍ରରେ ନିବେଶକୁ ଆକର୍ଷିତ କରିବାକୁ ଯାଉଛନ୍ତି। ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ…
ତାଜା ଖବର ରାଜ୍ୟ Makar Sankranti: ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 14, 2026 Papirani ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝର ଜିଲ୍ଲା ପାଟଣା ରାଜନଗରରେ ପୂଜାର୍ଚ୍ଚନା ପରେ ପତ୍ନୀଙ୍କ ସହ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ। ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ବୁଡ଼ ପକାଇଥିଲେ। ଏଥିପାଇଁ ପ୍ରଶାସନ ତରଫରୁ ବ୍ୟାପକ…
ତାଜା ଖବର ରାଜ୍ୟ CM Unveils Mega Projects: କେନ୍ଦୁଝରରେ ୭୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 13, 2026 Papirani ଆଜି କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଇଁ ୧୯୦୦ କୋଟିରୁ ଉର୍ଦ୍ଧ୍ୱ ୭୧ଟି ପ୍ରକଳ୍ପର ଶୁଭଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏହି ସମୟ…