Tag: Cm mohan Ch majhi

ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଆଜି ଭୁବନେଶ୍ୱରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ ସମ୍ବନ୍ଧିତ ସଂସଦୀୟ ଏବଂ ବିଭିନ୍ନ ରାଜ୍ୟ/ କେନ୍ଦ୍ର ଶାସିତ ଅଞ୍ଚଳର କମିଟିର ଅଧ୍ୟକ୍ଷ ଓ ସଦସ୍ୟ ଗଣଙ୍କ ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ…

ସେପ୍ଟେମ୍ବର ୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ, ଆସନ୍ତା ଜନ ଅଭିଯୋଗ ଶୁଣାଣି ଅଧିବେଶନ ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ସିକ୍କିମ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗ। ରାଜ୍ୟ ଅତିଥି ଭବନଠାରେ ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗଙ୍କ ସୌଜନ୍ୟମୂଳକ ସାକ୍ଷାତ କରିଚନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରେମ୍…

ପବିତ୍ର ନୂଆଁ ଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପବିତ୍ର ନୂଆଁ ଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି “ସମ୍‌କୁ ମୋର ନୂଆଁଖାଇ ଜୁହାର୍” । ଓଡ଼ିଶା ର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇ ର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ…

ଚାଷୀ ଭାଇ ଭଉଣୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି; ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା

ପବିତ୍ର ନୂଆଁଖାଇ ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ରବି ୨୦୨୫-୨୬ ପାଇଁ ସି ଏମ୍ କିଷାନ ସହାୟତା ରାଶି ପ୍ରଦାନର ରାଜ୍ୟସ୍ତରୀୟ ଉତ୍ସବ ଓୟୁଏଟି ଭୁବନେଶ୍ବର ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ହୋଇଛି । ଏହି…

ମେଡିକାଲ ପ୍ରବେଶିକାରେ ଉତ୍ତୀର୍ଣ୍ଣ ହୋଇଥିବା ଚମ୍ପା ରାସ୍‌ପେଦାଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମେଡିକାଲ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ମାଲକାନଗିରି ଦିଦାୟୀ ସମ୍ପ୍ରଦାୟର କୁମାରୀ ଚମ୍ପା ରାସ୍‌ପେଦାଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ କୁମାରୀ ଚମ୍ପାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା

ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା । ରାଜ୍ୟରେ ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଡିଜିଟାଲ ଯୋଜନା ମାଧ୍ୟମରେ ସାଧାରଣ ଲୋକଙ୍କୁ ମତାମତ ନେବେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ । ରାଜ୍ୟ…

ଓଡିଶାରେ ସମବାୟ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ବିଭିନ୍ନ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜ୍ୟରେ…

ପାଞ୍ଚ ବର୍ଷରେ ରାଜ୍ୟରେ ନିର୍ମାଣ ହେବ ୩୦ ହଜାର କିଲୋମିଟର ରାସ୍ତା ଏବଂ ୫୦୦ ସେତୁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଭିନ୍ନ ସଡକ ଓ ସେତୁ ନିର୍ମାଣ ଜରିଆରେ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା…

ହାତୀ ସଂରକ୍ଷଣ ପାଇଁ ଆସିବ ପଲିସି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳା ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍‌ଘାଟିତ ହୋଇଛି । ହାତୀମାନଙ୍କ ବିଷୟରେ ଗବେଷଣା ପାଇଁ ସ୍ବତନ୍ତ୍ର କେନ୍ଦ୍ର ମଧ୍ୟ ଉଦ୍‌ଘାଟିତ । ଏହି ସମୟରେ ହାତୀ ସଂରକ୍ଷଣ…