ତାଜା ଖବର ରାଜ୍ୟ ଜରୁରୀ କାଳୀନ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ August 8, 2025 Papirani ଜରୁରୀ କାଳୀନ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରାଜ୍ୟରେ ବଢ଼ୁଥିବା ଅପରାଧକୁ ଆଜି ଅପରାହ୍ନରେ ବସିବ ଜରୁରୀ କାଳୀନ ବୈଠକ।ଅପରାହ୍ନ ୩ଟାରେ ଲୋକସଭା ଭବନରେ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତିକୁ ନେଇ ବୈଠକ ବସିବାକୁ ଯାଉଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ…
ତାଜା ଖବର ରାଜ୍ୟ ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀ: ଦୁର୍ନୀତିରୁ ଦୂରରେ ରହିବାକୁ ଅଧିକାରୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ August 5, 2025 Papirani ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରରେ ଆୟୋଜିତ ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀକୁ ଉଦ୍ବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପସ୍ଥିତ ବନ ବନଖଣ୍ଡ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ ଲଗାଇବା ଉଚିତ ଯାହା…
ତାଜା ଖବର ରାଜନୀତି ରାଜ୍ୟ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ August 5, 2025 Papirani ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ନୂଆଦିଲ୍ଲୀ ଗସ୍ତ କରୁଛନ୍ତି । ସରକାରରେ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ପାଇଁ ଚର୍ଚ୍ଚା ଲାଗି ରହିଥିବ ବେଳେ ଉଭୟ…
ତାଜା ଖବର ରାଜ୍ୟ କେନ୍ଦୁଝରରେ ୩ ଟି ଆମ୍ବୁଲାନ୍ସ ଏବଂ ମା ତାରିଣୀ ଙ୍କ ନଡ଼ିଆ ସଂଗ୍ରହ ଯାନ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ August 3, 2025 Papirani ଆଜିଠୁ ଦୁଇ ଦିନିଆକେନ୍ଦୁଝର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି କେନ୍ଦୁଝର ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ୩ ଟି ଆମ୍ବୁଲାନ୍ସ ଏବଂ ମା ତାରିଣୀ ଙ୍କ ନଡ଼ିଆ ସଂଗ୍ରହ ଯାନ କୁ ପତାକା ଦେଖାଇ ଶୁଭାରମ୍ଭ…
ତାଜା ଖବର ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ରେକର୍ଡ ସଂଖ୍ୟକ ୭୫ ଲକ୍ଷ ଗଛ July 31, 2025 Papirani ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଦେଶପ୍ରତି, ବିଶେଷକରି ଓଡିଶା ପ୍ରତି, ପ୍ରଧାନମନ୍ତ୍ରୀଙ୍କ ଅନେକ ଅବଦାନ ରହିଛି। ଗତ ବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର…
ତାଜା ଖବର ରାଜ୍ୟ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ମନ୍ କି ବାତ କାର୍ଯ୍ୟକ୍ରମ ଶୁଣିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀ July 27, 2025 Papirani ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ମନ୍ କି ବାତ କାର୍ଯ୍ୟକ୍ରମ ଶୁଣିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀଭାରତ ବର୍ଷରେ କିଛି ଅସମ୍ଭବ ନୁହେଁ । ଭାରତ ବର୍ଷରେ ଯେଉଁ ଜ୍ଞାନ ଓ ଅନୁଭବର ଶକ୍ତି ରହିଛି, ତାର ଶତ ପ୍ରତିଶତ ବିନିଯୋଗ…
ତାଜା ଖବର ରାଜ୍ୟ ବନବାସୀ ଆଶ୍ରମ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 27, 2025 Papirani ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ବନବାସୀ କଲ୍ୟାଣ ଆଶ୍ରମ ପରିସରରେ ଆଶ୍ରମ ଅନ୍ତେବାସୀ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଶୁଣିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମର ଆଜି ଥିଲା…
ତାଜା ଖବର ରାଜ୍ୟ ଭୁବନେଶ୍ୱରରେ ଶୁଭାରମ୍ଭ ହେଲା ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍କ୍ଲେଭ୍ July 25, 2025 Papirani ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର…
ତାଜା ଖବର ରାଜ୍ୟ ବଢ଼ିଲା ବୁଣାକାର ଶ୍ରମିକଙ୍କ ଭତ୍ତା July 25, 2025 Papirani ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ବୟନ ଶିଳ୍ପ ଶ୍ରମିକ ମାନଙ୍କ ମଜୁରୀ ଭତ୍ତା ହଜାରେ ଟଙ୍କା ଲେଖାଏଁ ବୃଦ୍ଧି କରାଯାଇଛି। ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାରକୁ ବୃଦ୍ଧି ହୋଇଥିବା ବେଳେ ମହିଳା ବୁଣାକାର ଶ୍ରମିକଙ୍କ…
ରାଜନୀତି ରାଜ୍ୟ ସନ୍ତୋଷଙ୍କ ସହ ମନ୍ତ୍ରଣା ପାଇଁ ମନମୋହନ ଗଲେ ଦିଲ୍ଲୀ July 23, 2025 Papirani ସୋମବାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଗଲେ ରାଜଭବନ । ରାଜ୍ୟପାଳ ହରିବାବୁ କମ୍ଭମ୍ପାଟିଙ୍କ ସହ ବେଶ୍ କିଛି ସମୟ ଆଲୋଚନା କଲେ । ଚର୍ଚ୍ଚା ଜୋର ଧରିଲା । ମଙ୍ଗଳବାର ସକାଳେ ସଭାପତି ମନମୋହନ ସାମଲ ଏବଂ ସଂଗଠନ ସମ୍ପାଦକ ମାନସ…