Tag: Cm mohan Ch majhi

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; GST ସଂସ୍କାର ନେଇ କଲେ ପ୍ରଶଂସା

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କୋଲକାତାରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ । ପାଗ ଖରାପ ଯୋଗୁ ଭୁବନେଶ୍ୱର ବଦଳରେ ଯାଇଥିଲେ କୋଲକାତା । ଦିଲ୍ଲୀରୁ ଭୁବନେଶ୍ୱର ଏୟାରପୋର୍ଟରେ ନ ଓହ୍ଲାଇ ପାରି କୋଲକାତାରେ କରିଥିଲେ ଅବତରଣ ।…

ପାଗ ଖରାପ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କୋଲକାତା ଗଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିମାନ । ପାଗ ଖରାପ ଯୋଗୁ ଭୁବନେଶ୍ୱରରେ ବଦଳରେ କୋଲକାତାରେ ଲ୍ୟାଣ୍ଡିଂ କଲା ମୁଖ୍ୟମନ୍ତ୍ରୀଙ୍କ ବିମାନ। ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସୂଚନା ଯୋଗ୍ୟ; ୪…

ଆଜି ପବିତ୍ର ଗୁରୁ ଦିବସ

ଆଜି ସାରା ଦେଶ ପାଳନ କରୁଛି ଗୁରୁ ଦିବସ । ବିଭିନ୍ନ ଶିକ୍ଷାଅନୁଷ୍ଠାନରେ ଆଜି ଛାତ୍ରଛାତ୍ରି ନିଜ ନିଜ ଶିକ୍ଷକଙ୍କ ସମ୍ମାନରେ ଧୁମଧାମରେ ପାଳନ କରୁଛନ୍ତି ଗୁରୁ ଦିବସ । ଆଜି ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ…

ମୋହନ-ମନମୋହନ ଏଇଠି; ଗ୍ରହଣ ସପ୍ତାହ ପରେ ନିଗମ ନିଯୁକ୍ତି !

ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏଠାରେ। ଭାଜପା ସଭାପତି ମନମୋହନ ସାମଲ ମଧ୍ଯ ଏଇଠି । ଗତ ଦୁଇମାସ ମଧ୍ୟରେ ଏହି ଦୁଇ ଶୀର୍ଷ ନେତା ଅନ୍ତତଃ ୩ଥର ଏଠାକୁ ଏକାଠି ଆସିଲେନି । ଚର୍ଚ୍ଚା ହେଉଛି ଯେ ହାଇକମାଣ୍ଡଙ୍କ ଚୂଡ଼ାନ୍ତ ଅନୁମୋଦନ…

ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ସଭାପତିଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାଜ୍ୟ ସଭାପତି ମନମୋହନ ସାମଲ ଦିଲ୍ଲୀରେ କିଛି କେନ୍ଦ୍ରୀୟ ନେତାଙ୍କୁ ଭେଟିବା ନେଇ…

ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ୍ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ଏହା ସହ ସେଠାରେ ଅନ୍ୟ କିଛି କାର୍ଯ୍ୟକ୍ରମ…

ଘୋଷଣା ହେଲା ୭ ନୂଆ ମ୍ୟୁନିସପାଲିଟି ଓ ୧୬ଟି ନୂଆ ଏନଏସି

ଘୋଷଣା ହେଲା ୭ ନୂଆ ମ୍ୟୁନିସପାଲିଟି ଓ ୧୬ଟି ନୂଆ ଏନଏସି । ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ…

ଚନ୍ଦ୍ରଶେଖରପୁର ଶିଶୁ ବିହାରରେ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି ଚନ୍ଦ୍ରଶେଖରପୁର ଶିଶୁ ବିହାରରେ ସ୍ଥାନୀୟ ଲୋକଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ଥାନୀୟ ଲୋକ ଓ ପିଲାମାନେ ମୁଖ୍ୟମନ୍ତ୍ରୀଙ୍କୁ ଅତି ପାଖରୁ ପାଇ ଖୁବ୍ ଖୁସି ଓ…

ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଆଜି ଭୁବନେଶ୍ୱରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ ସମ୍ବନ୍ଧିତ ସଂସଦୀୟ ଏବଂ ବିଭିନ୍ନ ରାଜ୍ୟ/ କେନ୍ଦ୍ର ଶାସିତ ଅଞ୍ଚଳର କମିଟିର ଅଧ୍ୟକ୍ଷ ଓ ସଦସ୍ୟ ଗଣଙ୍କ ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ…

ସେପ୍ଟେମ୍ବର ୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ, ଆସନ୍ତା ଜନ ଅଭିଯୋଗ ଶୁଣାଣି ଅଧିବେଶନ ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ…