Tag: Cm mohan Ch majhi

14th Edition Of The Nijukti Mela: ୧୪ତମ ନିଯୁକ୍ତି ମେଳା; ୧୧ଟି ବିଭାଗରେ ନିଯୁକ୍ତି ପାଇଲେ ୧୫୪୩ ଜଣ

ଆଜି ୧୪ତମ ନିଯୁକ୍ତିମେଳା କାର୍ଯ୍ୟକ୍ରମ ଅବସରରେ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଆମର ଏକ ବିକଶିତ ରାଷ୍ଟ୍ର ଓ ବିକଶିତ ରାଜ୍ୟ ଗଠନର ସଂକଳ୍ପକୁ ସାକାର କରିବାରେ ଏହି…

Attack On Odia Youth In Tamil Nadu: ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ; ଗଭୀର ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କ ଉପରେ ହୋଇଥିବା ଅମାନୁଷିକ ଆକ୍ରମଣ ଘଟଣାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ସଂଜ୍ଞାନ ନେବା ସହ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ଜଣେ ନିରୀହ ଓଡ଼ିଆ…

CM To Attend Dhanu Yatra in Bargarh: କାଲି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଦେଖିବାକୁ ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ

କାଲି ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଦେଖିବାକୁ କାଲି ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ । ମହାରାଜା କଂସଙ୍କ ନିମନ୍ତ୍ରଣରେ ଧନୁଯାତ୍ରା ଦେଖିବାକୁ ଯିବେ । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ…

Golden Jubilee celebrations of PM Shri Govt High School: ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସିରିଗିଡାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ତେଲକୋଇ ବ୍ଲକର ସିରିଗିଡ଼ାଠାରେ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ମୋହନ ଚରଣ ମାଝୀ। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ କହିଛନ୍ତି ସମସ୍ତ ପାଖରେ କିଛି ନା କିଛି…

Chandabali Rape Case: ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଏବଂ ହତ୍ୟା ଘଟଣା; ପୀଡ଼ିତାଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ପୀଡ଼ିତାଙ୍କ ପରିବାର ପାଇଁ ରାଜ୍ୟ ସରକାର ବୁଧବାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୀଡ଼ିତାଙ୍କୁ ପରିବାର ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କରିବା ସହିତ…

Tree Plantation Scam In Modi’s Name: ମୋଦୀଙ୍କ ନାମରେ ବୃକ୍ଷରୋପଣ ଠକେଇ; ୫୦୦ ସ୍ଥାନରେ ୨୦ ଗଛ ଲଗାଇ ୨ଲକ୍ଷ ୮୦ହଜାର ଚଳୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ୧ କୋଟି ବୃକ୍ଷ ରୋପଣ ନିମନ୍ତେ ବ୍ୟାପକ ଆୟାଜନ କରାଯାଇଥିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଜଙ୍ଗଲ ବିଭାଗ ରାଜ୍ୟର ସମସ୍ତ ବ୍ଲକ୍ କର୍ତ୍ତୃପକ୍ଷଙ୍କ ଜରିଆରେ ଗୋଟିଏ ଦିନରେ ୧ କୋଟି ବୃକ୍ଷ ରୋପଣ ପାଇଁ…

Odisha Investors Meet: ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ଫାର୍ମା ଓ ଡିଫେନ୍ସ ସହ ହୋଇଛି ବୈଠକ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ହାଇଦ୍ରାବାଦରେ ଆୟୋଜିତ ୨ ଦିନିଆ ଓଡ଼ିଶା ନିବେଶକ ସମ୍ମିଳନୀ ଓ ରୋଡଶୋରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶା ଭାରତର ସର୍ବବୃହତ ନିବେଶ କେନ୍ଦ୍ର ଭାବେ ପ୍ରତିଷ୍ଠା ହାସଲ କରିବ ବୋଲି ଦୃଢୋକ୍ତି ପ୍ରକାଶ କହିଛନ୍ତି। ଆଜି ଲୋକସେବା…

Odisha Investor Meet In Hyderabad: ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ

ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ ଅନୁଷ୍ଠିତ ହେବ। ଦୁଇ ଦିନ ଧରି ଅନୁଷ୍ଠିତ ଓଡ଼ିଶା ନିବେଶକ ସମ୍ମିଳନୀର ପ୍ରଥମ ଦିନରେ ୩୮,୭୦୦ କୋଟି ଟଙ୍କାର ନିବେଶ ସୁଯୋଗ ମିଳିଛି । ପ୍ରଥମ ଦିନରେ ୧୯ ହଜାର…

CM Attended Annual Festival: ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଗଞ୍ଜାମ ଓ ବ୍ରହ୍ମପୁର ସହର ହେଉଛି ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର। ଓଡ଼ିଶାର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର ବିକାଶ ଅତି ଜରୁରୀ। ଏଣୁ ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ୧୦ ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ…

Congress Target Odisha CM: ଆଦିବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୁମ୍ଭୀର କାନ୍ଦଣା: କଂଗ୍ରେସ 

ଆଦିବାସୀଙ୍କ ଜଙ୍ଗଲ ଜମି ଅଧିକାରକୁ ନେଇ କଂଗ୍ରେସ ଭବନଠାରେ ଏକ ଗୁରୁତ୍ୱପୂର୍ଣ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ସୁଧାଂଶୁ ଦେଓ କହିଛନ୍ତି, ଜଙ୍ଗଲ ଅଧିକାର ସ୍ୱୀକୃତି ଆଇନ ଡିସେମ୍ବର ୧୩ ପାର୍ଲିଆମେଣ୍ଟରେ…