Tag: Cm mohan majhi

Youth Leadership Summit: କଟକରେ ଯୁବ ନେତୃତ୍ବ ସମାବେଶ: ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଟକ ଇନଡୋର ଷ୍ଟାଡିୟମଠାରେ ବିଶାଳ ‘ଯୁବ ନେତୃତ୍ୱ ସମାବେଶ’ ଅନୁଷ୍ଠିତ ହୋଇଛି। ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଛାତ୍ର ସଂସଦ ନିର୍ବାଚନରେ ABVPର ବିଶାଳ ବିଜୟ ପାଇଁ ସମସ୍ତ କାର୍ଯ୍ୟକର୍ତ୍ତା ଓ ଯୁବ ସାଥୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା…

Farewell to Odisha Governor Dr. Hari Babu Kambhampati: ଓଡ଼ିଶାରୁ ବିଦାୟ ନେଲେ ଡ. ହରି ବାବୁ କମ୍ଭମପାଟି: ଲୋକ ଭବନରେ ‘ଗାର୍ଡ ଅଫ୍ ଅନର୍’ ଓ ବିମାନବନ୍ଦରରେ ଦିଆଗଲା ସମ୍ବର୍ଦ୍ଧନା

ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଆଜି ରାଜ୍ୟରୁ ବିଦାୟ ନେଇଛନ୍ତି। ନିଜର ପ୍ରାୟ ୧ ବର୍ଷ ୯ ମାସର କାର୍ଯ୍ୟକାଳ ଶେଷ କରିବା ପରେ ସେ ସପରିବାର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରୁ ପ୍ରସ୍ଥାନ କରିଛନ୍ତି। ଏହା ପୂର୍ବରୁ…

Odisha CM Extends Birthday Wishes to Naveen: ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଅକ୍ଟୋବର ୧୬ ତାରିଖରେ ୮୦ ବର୍ଷ ବୟସ ପୂରଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ‘ଏକ୍ସ’ ମାଧ୍ୟମରେ…

Antyodaya Gruha Yojana: ଅନ୍ତ୍ୟୋଦୟ ଗୃହ ଯୋଜନାରେ ନିର୍ମାଣ ହେବ ଅଧିକ ୨.୯୧ ଲକ୍ଷ ନୂଆ ଘର, ପ୍ରୋତ୍ସାହନ ରାଶି ସହ ଆଉ ୨ ବର୍ଷ ବଢିଲା କାର୍ଯ୍ୟକାଳ 

ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ୨,୯୧,୬୬୬ ନୂଆ ଘର ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହା ସହିତ ଏହି ଯୋଜନାର କାର୍ଯ୍ୟକାଳ ମଧ୍ୟ ୨ ବର୍ଷ ବୃଦ୍ଧି ପାଇଛି। ୨୦୨୭ ପରିବର୍ତ୍ତେ…

Student Union Polls: ଛାତ୍ରସଂସଦ ନିର୍ବାଚନ: ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ଆଜି କମ୍ପୁଛି ଛାତ୍ର ରାଜନୀତିର ସରଗରମ ମାହୋଲ। ଓଡ଼ିଶାର ପ୍ରାୟ ୩୫୯ଟି ଉଚ୍ଚଶିକ୍ଷା ଅନୁଷ୍ଠାନରେ ଆଜି ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତ ଛାତ୍ରଛାତ୍ରୀଙ୍କୁ ଶାନ୍ତିପୂର୍ଣ୍ଣ ଭାବେ ଅଂଶଗ୍ରହଣ କରିବା ସହ…

Odisha CM Launches 46 Mega Projects in Jajpur: କଳିଙ୍ଗନଗରରେ ଶିଳ୍ପାୟନର ‘ସ୍ୱର୍ଣ୍ଣିମ ଅଧ୍ୟାୟ’ ଆରମ୍ଭ; ୪୬ଟି ନୂଆ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟର ଶିଳ୍ପାୟନ ପ୍ରକ୍ରିୟା ଆହୁରି ଗତିଶୀଳ କରି ଆଜି ଯାଜପୁର ଜିଲ୍ଲା କଳିଙ୍ଗନଗର ଠାରେ ଏକ ବୃହତ ଶିଳ୍ପ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ୧୪ଟି ଜିଲ୍ଲାରେ ୩୯,୩୮୩ କୋଟି ଟଙ୍କାର…

PMAY-Urban BANDHU Project: ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ବିକାଶ ତଥା ଗରିବ ଓ ଶ୍ରମିକ ଶ୍ରେଣୀର ଲୋକଙ୍କୁ ସମ୍ମାନଜନକ ଜୀବନଯାପନର ସୁଯୋଗ ଦେବା ଲକ୍ଷ୍ୟରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘାଟିକିଆଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ…

Puri Development Projects: ବିଶ୍ୱସ୍ତରୀୟ ହେବ ଶ୍ରୀକ୍ଷେତ୍ର; ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲୋକସେବା ଭବନଠାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ଜିଲ୍ଲାର ବିଭିନ୍ନ ବିକାଶମୂଳକ ଓ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀକୁ ଏକ ବିଶ୍ୱସ୍ତରୀୟ ଐତିହ୍ୟ ଓ ପର୍ଯ୍ୟଟନ ସହର ଭାବେ ଗଢ଼ିତୋଳିବା…

Odisha CM Meets Saudan Singh: ବିଜେପି ରାଷ୍ଟ୍ରୀୟ ସହ ସାଧାରଣ ସମ୍ପାଦକ ସୌଦାନ ସିଂହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭାରତୀୟ ଜନତା ପାର୍ଟି ର ରାଷ୍ଟ୍ରୀୟ ସହ ସାଧାରଣ ସମ୍ପାଦକ ସୌଦାନ ସିଂହଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ବୈଠକ ଅବସରରେ ରାଜ୍ୟରେ ବିଜେପି ସଂଗଠନକୁ ତୃଣମୂଳ ସ୍ତରରେ ଆହୁରି ସୁଦୃଢ଼…

CM Mohan Majhi Supports SIR: SIRକୁ ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ: ଗଣତନ୍ତ୍ର ଓ ସ୍ୱଚ୍ଛ ନିର୍ବାଚନ ପାଇଁ ଏହା ଅତ୍ୟାବଶ୍ୟକ: ମୋହନ ମାଝୀ

ସମଗ୍ର ଦେଶରେ ନିର୍ବାଚନ ଆୟୋଗଙ୍କ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ନେଇ ରାଜନୈତିକ ସରଗରମ ଜାରି ରହିଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି। ଦିଲ୍ଲୀରେ ବିରୋଧୀ ଦଳଗୁଡ଼ିକର ବିରୋଧ ଏବଂ ପ୍ରତିବାଦ ମଧ୍ୟରେ…