ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ପଦରୁ ହଟିଲେ ଆଇଏଏସ୍ ରୁପାରୋଶନ July 18, 2024 Papirani ସିଏମ୍ଓରୁ ହଟିଛନ୍ତି ଆଇଏଏସ୍ ରୁପାରୋଶନ ସାହୁ । ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କୁ ଏସ୍ସି/ଏସ୍ଟି ଉନ୍ନୟନ ବିଭାଗ କମିଶନର ତଥା ସଚିବ ଭାବେ ବଦଳି କରାଯାଇଛି । ପୂର୍ବରୁ ସେ ଏହି ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଉଥିଲେ ଏବେ କମିଶନର…
ତାଜା ଖବର ରାଜନୀତି ରାଜ୍ୟ ଆରମ୍ଭ ହେଲା ରାଜ୍ୟ ସରକାରଙ୍କ ତୃତୀୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ July 18, 2024 Papirani ଆଜି ଲୋକସଭା ଭବନରେ ବସିଛି କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଲୋକସେବା ଭବନରେ ଆରମ୍ଭ ହୋଇଛି। ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ…
ତାଜା ଖବର ରାଜନୀତି ରାଜ୍ୟ ଯୋଜନା ବୋର୍ଡ ଭାଙ୍ଗିବା ପାଇଁ ଅନୁମତି ଦେଲେ ମୁଖ୍ୟମନ୍ତ୍ରୀ July 17, 2024 Papirani ରାଜ୍ୟ ଯୋଜନା ବୋର୍ଡ ଭାଙ୍ଗିଲେ ସରକାର । ଯୋଜନା ବୋର୍ଡ ଭାଙ୍ଗିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନୁମୋଦନ ।ପୂର୍ବ ସରକାର ସମୟରେ ଏହି ପଦକୁ ଏକ ରାଜନୈତିକ ଥଇଥାନ କେନ୍ଦ୍ର ଭାବରେ ବ୍ୟବହାର କରାଯାଉଥିଲେ । ନୂତନ ସରକାର ଆସିବ…
ତାଜା ଖବର ରାଜ୍ୟ ଆଦିବାସୀ ଛାତ୍ରଙ୍କ ଶିକ୍ଷା, ସୁରକ୍ଷା, ଖାଦ୍ୟ, ସ୍ୱଚ୍ଛତା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ July 16, 2024 Papirani ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଚିଠି July 15, 2024 Papirani ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ଚିଠି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର । ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ ପ୍ରସ୍ତାବ ଉପରେ ଚିଠି । ପ୍ରୋଜେକ୍ଟ ପ୍ରସ୍ତାବ ଉପରେ ବିଚାର କରିବାକୁ…
ତାଜା ଖବର ରାଜନୀତି ରାଜ୍ୟ ଆଜି ପୁଣି ରାଜ୍ୟବାସୀଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ July 15, 2024 Papirani ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହି ଦିନ ଦିବା…
ତାଜା ଖବର ରାଜନୀତି ରାଜ୍ୟ ବଜେଟ୍ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବୈଠକ July 11, 2024 Papirani ବଜେଟ୍ ପୂର୍ବରୁ ସିଏମଙ୍କ ବୈଠକ । ଲୋକସେବା ଭବନରେ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ ନେଇ ସମୀକ୍ଷା ସହ ଅର୍ଥନୈତିକ ସର୍ଭେର ଉପସ୍ଥାପନା ଦେଖିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ରହିଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ ବରିଷ୍ଠ ଆଇପିଏସ୍ ଅଫିସର ଆଶିଷ ସିଂଙ୍କ ବଦଳି July 11, 2024 Papirani ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବରେ ଥିବା ଆଇଜି ଆଶିଷ ସିଂଙ୍କୁ ବଦଳି । ଗୃହ ବିଭାଗ OSD ଭାବେ ଆଶିଷ ସିଂଙ୍କୁ ବଦଳି । IPS ଆଶିଷ ସିଂଙ୍କ ବଦଳି ନେଇ ଗୃହ ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟରେ ନିର୍ବାଚନ…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ July 11, 2024 Papirani ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ ସହ ମନ୍ତ୍ରୀମଣ୍ଡଳର ସଦସ୍ୟଙ୍କ ମନ୍ତବ୍ୟକୁ ଆଧାର କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଚିଠିରେ ଲେଖିଛନ୍ତି ମହାପ୍ରଭୁ…
ତାଜା ଖବର ରାଜନୀତି ରାଜ୍ୟ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ କାର୍କେଡ୍ ଅଟକାଇଲେ ମହିଳା July 9, 2024 Papirani ଭୁବନେଶ୍ବରର ରସୁଲଗଡ଼ ଛକରେ ମୁଖ୍ୟମନ୍ତ୍ରୀଙ୍କ କାର୍କେଡ୍କୁ ଅଟକାଇଲେ ମହିଳା । ହଠାତ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଆଗକୁ ପଶି ଆସିଥିଲେ ମହିଳା। ମହିଳାଙ୍କ ଏହିଭଳି ହାଇଡ୍ରାମା ପାଇଁ କିଛି ସମୟ ଅଟକି ରହିଥିଲା କାର୍କେଡ୍ । ଘଟଣାସ୍ଥଳରୁ ମହିଳାଜଣକୁ ପୋଲିସ ଉଠାଇ ନେଲା…