Tag: Cm mohan majhi

ସରକାରୀ ଜମିରୁ ହଟିବ ବେଆଇନ ଦଖଲ, ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସରକାରୀ ଜମିରୁ ବେଆଇନ ଦଖଲ ହାତେଇବାକୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେଉଁଠି ବେଆଇନ ଜବରଦଖଲ ଦେଖୁଛ…

ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ରଥଯାତ୍ରା ପାଇଁ ଶରଧାବାଲିରେ ସରକାରଙ୍କ ପକ୍ଷରୁ ସ୍ବଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି । ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡ଼ୁ ମାରି ସଫେଇ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ହାତରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ରଥଯାତ୍ରା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଗଜପତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ…

ଲୋକଙ୍କ ସମସ୍ୟା ଶୁଣିଲେ ଲୋକଙ୍କ ସରକାର

ଯେଉଁଠି ସରକାର ଲୋକଙ୍କ ସହିତ ଥାଆନ୍ତି, ଲୋକଙ୍କ ସୁଖ ଦୁଃଖ ଶୁଣନ୍ତି, ସେଇଠି ହିଁ ପ୍ରକୃତ ଗଣତନ୍ତ୍ର ଦେଖିବାକୁ ମିଳିଥାଏ। ଆଜି ଜୁଲାଇ ମାସର ପ୍ରଥମ ଦିନ, ପ୍ରଥମ ସୋମବାରରେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠରେ…

ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା

ଆଜି ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ରିଲିଜହେବ ସୁଭଦ୍ରା ଟଙ୍କା । ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

ଦିଲ୍ଲୀରେ ବିଭିନ୍ନ କେନ୍ଦ୍ର ମନ୍ତ୍ରୀଙ୍କ ସହ ଓଡ଼ିଶାର ବିକାଶ ପାଇଁ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ…

ଜୁଲାଇ ୧ ରୁ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି

ଜୁଲାଇ ୧ ତାରିଖରୁ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ କରିବେ ଶୁଣାଣି। ଜୁଲାଇ ୧ ତାରିଖ ଦିନ ୧୧ଟା ସମୟରୁ ୟୁନିଟ-୫ ସ୍ଥିତ ଭୁବନେଶ୍ୱରଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୂଚନା ମୁତାବକ, ଜୁଲାଇ ୧ ତାରିଖରୁ…

ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା। ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀ ପ୍ରଥମ ଥର ପାଇଁ ଦିଲ୍ଲୀ…

ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଗସ୍ତର ତୃତୀୟ ଦିନାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ।

ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ । ତିନିଦିନ ଦିଲ୍ଲୀ ଗ୍ରସ୍ତରେ ଯାଇ ଆଜି ଦିଲ୍ଲୀସ୍ଥିତ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ…