Tag: Cm mohan majhi

ଦିଲ୍ଲୀରେ ରାଜନାଥ ସିଂଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟି ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ…

ଅଦିନିଆ ବର୍ଷା ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗୃହିତ

ଅଦିନିଆ ବର୍ଷାକୁ ରାଜ୍ୟ ସରକାର ରାଜ୍ୟଭିତ୍ତିକ ବିପର୍ଯ୍ୟୟ (State Specific Disaster) ଭାବେ ଗ୍ରହଣ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ରାଜ୍ୟ ବିପର୍ଯ୍ୟୟ…

ଆଧୁନିକ ଓଡ଼ିଶାର ନିର୍ମାତା ଥିଲେ ଡ. ହରେକୃଷ୍ଣ ମହତାବ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ କରାଯାଉଛି । ଏହି ଜାତୀୟ ସମ୍ମିଳନୀରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ସୃଷ୍ଟି ହେଲା ୨୫ଶହ ଗୃହରକ୍ଷୀ ପଦବୀ

ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୃଦୁଢ କରିବାକୁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯାଇଛି। ରାଜ୍ୟରେ ସୃଷ୍ଟି ହୋଇଛି ୨ ହଜାର ୫୦୦ ଗୃହରକ୍ଷୀ ପଦବୀ । ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ନୂଆଦିଲ୍ଲୀରେ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବହୁ ରାଷ୍ଟ୍ରୀୟ କମ୍ପାନୀ ଅଧିକାରୀଙ୍କ ସହ ଆଲୋଚନା ଶେଷ ହୋଇଥିବା ବେଳେ ଆଜି କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୃହ ମନ୍ତ୍ରଣାଳୟରେ ଅମିତ ଶାହଙ୍କୁ ଭେଟିଛନ୍ତି…

ନିବେଶକ ସମ୍ମିଳନୀରେ ୧୩ଟି ଏମ୍‌ଓୟୁ ସ୍ବାକ୍ଷରିତ

ଓଡ଼ିଶାରେ ୯୭ ହଜାର କୋଟିର ହେବ ପୁଞ୍ଜିନିବେଶ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୂଆଦିଲ୍ଲୀ ଗସ୍ତ ରାଜ୍ୟର ଶିଳ୍ପାୟନର ସ୍ଥିର ବିକାଶକୁ ସୁନିଶ୍ଚିତ କରିଛି । ତେବେ ଦିଲ୍ଲୀରେ ଆୟୋଜିତ ଓଡ଼ିଶା ଇନଭେଷ୍ଟର୍ସ ମିଟରେ ବିଭିନ୍ନ ଶିଳ୍ପ ପ୍ରତିନିଧିଙ୍କ ସହିତ…

ଏପ୍ରିଲ ୧ ରୁ ୧୪ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ ‘ଓଡ଼ିଆ ପକ୍ଷ’ ଭାବେ ପାଳନ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଏହି ପକ୍ଷର ପ୍ରତ୍ୟେକ ମୁହୂର୍ତ୍ତ…

ଓଡ଼ିଶାବାସୀଙ୍କୁ ‘ଉତ୍କଳ ଦିବସ’ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ

ଆଜି ହେଉଛି ପବିତ୍ର ଉତ୍କଳ ଦିବସ । ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ । ୧୯୩୬ ମସିହା…

ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି କଳାହାଣ୍ଡିରୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଭବାନୀପାଟଣାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ । ଏହି ଯୋଜନାରେ ୩ ବର୍ଷରେ ବିନିଯୋଗ ହେବ…

ବିଜୁ ପଟ୍ଟନାୟକ ଜୟନ୍ତୀ ଉତ୍ସବରେ ଯୋଗ ଦେବାକୁ ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ।କାଲି ସନ୍ଧ୍ୟା ୭ଟାରେ ଜୟଦେବ ଭବନରେ ବିଜୁ ପଟ୍ଟନାୟକ ଜୟନ୍ତୀ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ । ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ…