Tag: Cm mohan majhi

ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା। ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀ ପ୍ରଥମ ଥର ପାଇଁ ଦିଲ୍ଲୀ…

ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଗସ୍ତର ତୃତୀୟ ଦିନାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ।

ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ । ତିନିଦିନ ଦିଲ୍ଲୀ ଗ୍ରସ୍ତରେ ଯାଇ ଆଜି ଦିଲ୍ଲୀସ୍ଥିତ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡା । ଏହି ସାକ୍ଷାତ ଅବସରରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା ସମୟରେ ଦୁଇ…

ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ନୂଆ ଦିଲ୍ଲୀରେ ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଗତକାଲି ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ନୂଆ ଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ।…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସନ୍ଧ୍ୟାରେ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ।ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଦାୟିତ୍ୱ ନେବା ପରେ ପ୍ରଥମଥର…

ନିଜ ଗାଁ କେନ୍ଦୁଝର ରାଇକଳାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦୁଝର ଗ୍ରସ୍ତର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଗାଁ କେନ୍ଦୁଝର ରାଇକଳାରେ ସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇଛନ୍ତି । ମୁଖ୍ୟମନ୍ତ୍ରୀ ଗାଁରେ ପହଞ୍ଚିବା ପରେ ତାଙ୍କୁ ଗ୍ରାମବାସୀ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି । ସତେ ଯେପରି ଗ୍ରାମ ଉତ୍ସବ…

ଆଜି ନିଜ ଜନ୍ମମାଟି ରାଇକଳା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଗାଁ ରାଇକଳା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେବ ତାଙ୍କର ପ୍ରଥମ ଗସ୍ତ । ଆଜି ଗାଁର ଲୋକଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ଏଥିଲାଗି ସାରା ଗାଁ…