ତାଜା ଖବର ରାଜ୍ୟ ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ July 23, 2025 Papirani ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ହେଉଥିବା…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 21, 2025 Papirani ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରାଜଭବନରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିବା ସୂଚନା । ତେବେ ରାଜ୍ୟପାଳଙ୍କୁ କାହିଁକି ଭେଟିଛନ୍ତି ତାହା ଜଣାପଡ଼ିନାହିଁ। ରାଜ୍ୟରେ ବଢୁଥିବା ଆଇନଶୃଙ୍ଖଳା ସ୍ଥିତି ଓ…
ରାଜନୀତି ରାଜ୍ୟ ରାଜ୍ୟପାଳଙ୍କୁ ସମୟ ମାଗିଲେ ମୁଖ୍ୟମନ୍ତ୍ରୀ; ହୋଇପାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ July 21, 2025 Papirani ସୋମବାର ସନ୍ଧ୍ୟାରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟିଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୟ ମାଗିଥିବା ଅତ୍ୟନ୍ତ ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡିଛି । ଏହି ସମୟରେ ଏଭଳି ସାକ୍ଷାତ ପାଇଁ ସମୟ ମାଗିବାକୁ ନେଇ ଅନେକ କଳ୍ପନା ଜଳ୍ପନା ମୁଣ୍ଡ…
ତାଜା ଖବର ରାଜ୍ୟ ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ ସହାୟତା; ଘୋଷଣା କଲେ ମୁଖ୍ୟମନ୍ତ୍ରୀ July 17, 2025 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ…
ତାଜା ଖବର ରାଜ୍ୟ ପୁରୀ ହେବ ମହାନଗର ନିଗମ July 4, 2025 Papirani ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ ନେଇ ଆଜି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ପୁରୀ ସହରକୁ ନୂଆ ଢାଞ୍ଚାର ଆବଶ୍ୟକତା ରହିଛି ।କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି…
ବ୍ୟବସାୟ ଆସ୍କାରେ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ; ବିଭିନ୍ନ ପ୍ରକଳ୍ପର କଲେ ଶିଳାନ୍ୟାସ June 23, 2025 Papirani ଆଜି ଗଞ୍ଜାମ ଜିଲ୍ଲା ଆସ୍କା ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶା ଯୁବ ବର୍ଗ ପାଇଁ ଅସୀମ ସମ୍ଭାବନାର ରାଜ୍ୟ ହେବ, ଓଡ଼ିଶାର ଯୁବ ସମାଜ…
ତାଜା ଖବର ରାଜ୍ୟ ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ; ଯୋଗଦେଲେ କେନ୍ଦ୍ର କୃଷିମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ May 29, 2025 Papirani ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ…
ତାଜା ଖବର ଦେଶ ରାଜ୍ୟ ଦିଲ୍ଲୀରେ ରାଜନାଥ ସିଂଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ May 27, 2025 Papirani ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟି ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ…
ତାଜା ଖବର ରାଜ୍ୟ ଅଦିନିଆ ବର୍ଷା ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗୃହିତ May 16, 2025 Papirani ଅଦିନିଆ ବର୍ଷାକୁ ରାଜ୍ୟ ସରକାର ରାଜ୍ୟଭିତ୍ତିକ ବିପର୍ଯ୍ୟୟ (State Specific Disaster) ଭାବେ ଗ୍ରହଣ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ରାଜ୍ୟ ବିପର୍ଯ୍ୟୟ…
ତାଜା ଖବର ରାଜ୍ୟ ଆଧୁନିକ ଓଡ଼ିଶାର ନିର୍ମାତା ଥିଲେ ଡ. ହରେକୃଷ୍ଣ ମହତାବ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ April 17, 2025 Papirani କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ କରାଯାଉଛି । ଏହି ଜାତୀୟ ସମ୍ମିଳନୀରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ…