Tag: Cm mohan majhi

MP Pradeep Panigrahi’s Demand for the Welfare of Mechanics: ମେକାନିକମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ

ରାଜ୍ୟର ମେକାନିକ୍ ଭାଇମାନଙ୍କ ସର୍ବାଙ୍ଗୀନ ବିକାଶ ଓ ସାମାଜିକ ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଏ ନେଇ ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଲେଖି ଗୁରୁତ୍ୱପୂର୍ଣ୍ଣ…

Odisha CM to Visit Delhi Today: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବିଦେଶୀ ନିବେଶକଙ୍କ ସହ ହେବ ଆଲୋଚନା

ଓଡ଼ିଶାର ଶିଳ୍ପ ଓ ଆର୍ଥିକ ବିକାଶକୁ ଆଉ ଗୋଟିଏ ପାହାଚ ଆଗକୁ ନେବା ପାଇଁ ଆଜି ନୂଆଦିଲ୍ଲୀ ଗସ୍ତ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଗସ୍ତ କାଳରେ ସେ କାଲି ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଏକ ବିଶାଳ…

Month-Long Seva Sankalp Abhiyan: ପ୍ରଧାନମନ୍ତ୍ରୀଙ୍କ ୭୬ତମ ଜନ୍ମଦିବସ: ଲୋକସେବା ଭବନରେ ଚାରା ରୋପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିବସ ଅବସରରେ ରାଜଧାନୀ ଭୁବନେଶ୍ୱରଠାରେ ‘ସେବା ସଂକଳ୍ପ ଅଭିଯାନ’ ଅନ୍ତର୍ଗତ “ସେବାରେ ମୋର ଯୋଗଦାନ” କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇ ନିଜେ…

PM Modi’s 76th Birthday: ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ୭୬ତମ ଜନ୍ମଦିନ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିବସ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଏବଂ ଓଡ଼ିଶାର ବିକାଶ ପ୍ରତି ତାଙ୍କର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା…

Rajasthan Election Results: ରାଜସ୍ଥାନ ଫଳ ଓଡ଼ିଶା ଭାଜପା ଲାଗି ସତର୍କ ଘଣ୍ଟି !

ରାଜସ୍ଥାନ ପୌର ନିର୍ବାଚନ ଫଳ ପ୍ରକାଶ ପାଇଛି। ଶାସକ ଭାରତୀୟ ଜନତା ପାର୍ଟି ଏକ ନମ୍ବର ଦଳ ହୋଇଛି। ରାହୁଲ ଗାନ୍ଧୀଙ୍କ ଗୁଂଜମୁଂଜ୍ କାର୍ଯ୍ୟକ୍ରମ କଂଗ୍ରେସକୁ କିଛି ସାହାଯ୍ୟ କରିପାରି ନାହିଁ । କିନ୍ତୁ ଜନତା ଶାସକ ଭାଜପା ଲାଗି ବିପଦ…

‘Ashirwad Ka Diya’ Campaign Across Odisha: ମୋଦୀଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିବେଦନ

ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିବସ ପାଳିତ ହେବାକୁ ଯାଉଛି। ଏହି ବିଶେଷ ଅବସରରେ ସାରା ଓଡ଼ିଶାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ ଆୟୋଜନ କରାଯିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ମାଧ୍ୟମରେ…

CM Returns to Odisha After UAE Visit: ୟୁଏଇ ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ; ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି

ରାଜ୍ୟର ଯୁବପିଢ଼ିଙ୍କ ଭବିଷ୍ୟତକୁ ଉଜ୍ଜ୍ୱଳ କରିବା ପାଇଁ ଆମ ସରକାର ନିଜର ସର୍ବାଧିକ ସାମର୍ଥ୍ୟର ଉପଯୋଗ କରୁଛନ୍ତି ବୋଲି UAE ଗସ୍ତରୁ ଫେରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଣମାଧ୍ୟମକୁ ବିବୃତି ଦେଇ କହିଛନ୍ତି ସେ କହିଛନ୍ତି ଯେ ରାଜ୍ୟର ପୁଅ-ଝିଅ…

Odisha CM Returns to Delhi from Dubai: ଦୁବାଇ ଗସ୍ତ ସାରି ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ୮ଟି MOU ସହ ୧୬ଟି ନିବେଶ ପ୍ରସ୍ତାବ ସ୍ବାକ୍ଷର

ଦୁବାଇ ଗସ୍ତ ଶେଷ କରି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଗସ୍ତ କାଳରେ ରାଜ୍ୟ ପାଇଁ ବୃହତ ନିବେଶ ସୁଯୋଗ ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀ ସଫଳ ହୋଇଛନ୍ତି। ଦୁବାଇରେ ଆୟୋଜିତ ବିଭିନ୍ନ ନିବେଶକ ସମ୍ମିଳନୀ ଓ…

Odisha CM Inaugurates ODOP Gallery: ଦୁବାଇରେ ଓଡ଼ିଶାର କଳା ମହକ: ‘ୱାନ୍ ଡିଷ୍ଟ୍ରିକ୍ଟ, ୱାନ୍ ପ୍ରୋଡକ୍ଟ’ ଗ୍ୟାଲେରୀ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଓଡ଼ିଶାର ପାରମ୍ପରିକ କଳା, ସଂସ୍କୃତି ଏବଂ ହସ୍ତଶିଳ୍ପକୁ ଆନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଦୁବାଇଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ୱାନ୍ ଡିଷ୍ଟ୍ରିକ୍ଟ, ୱାନ୍ ପ୍ରୋଡକ୍ଟ’ ଗ୍ୟାଲେରୀର ଆନୁଷ୍ଠାନିକ ଉଦ୍‌ଘାଟନ…

Odisha UAE Investment Outreach: ଦୁବାଇରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶିଳ୍ପପତିଙ୍କ ସହ ଆଲୋଚନା: ଓଡ଼ିଶାରେ ନିବେଶ ପାଇଁ ନିମନ୍ତ୍ରଣ

ଓଡ଼ିଶାରେ ବୈଦେଶିକ ନିବେଶକୁ ଉତ୍ସାହିତ କରିବା ଏବଂ ରାଜ୍ୟର ଶିଳ୍ପ କ୍ଷେତ୍ରକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତ ଅବସରରେ ଦୁବାଇଠାରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ସେଠାରେ ବିଭିନ୍ନ ପ୍ରମୁଖ ଶିଳ୍ପପ୍ରତିନିଧିଙ୍କ…