Tag: Cm mohan majhi

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୀତି ଆୟୋଗର ବୈଠକରେ ଯୋଗଦେବାପାଇଁ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତାକାଲି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ବସିବାର ଅଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ବୈଠକରେ ୨୦୪୭କୁ…

ବଜେଟ୍ ୨୦୨୪-୨୫ ଉପସ୍ଥାପନ ପରବର୍ତ୍ତୀ ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଅଭିଭାଷଣ

ବଜେଟ୍ ଆକଳନ ୨୦୨୪-୨୫ ଉପସ୍ଥାପନ ପରେ ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମୁଖ୍ୟ ମନ୍ତ୍ରୀ କହିଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ, ମୁଁ ଆଜି ବିଧାନ ସଭାରେ ୨୦୨୪-୨୫ ଆର୍ଥିକ ବର୍ଷପାଇଁ ପୂର୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଅଛି । ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ…

ବିଧାୟକ ପାଣ୍ଠି ବୃଦ୍ଧିକୁ ନେଇ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିନକୁ ଦିନ ଦରଦାମ ବୃଦ୍ଧି ଯୋଗୁ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଅଣ୍ଟୁନି। ନିଜ ଅଞ୍ଚଳର ଆବଶ୍ୟକତା ଅନୁସାରେ ବିଭିନ୍ନ ଉନ୍ନୟନମୂଳକ ଓ ଅତ୍ୟାବଶ୍ୟକ ପ୍ରକଳ୍ପ କାର୍ଯ୍ୟ ପାଇଁ ଦିଆଯାଉଥିବା ବାର୍ଷିକ ବିଧାୟକ ପାଣ୍ଠିକୁ ବୃଦ୍ଧି କରିବା ନେଇ ବିଧାସଭାରେ ଦିଆଯାଇଥିବା…

ଆଜି ଆସିବ ରାଜ୍ୟ ବଜେଟ୍

ଆଜି ରାଜ୍ୟରେ ଆସିବ ନୁଆ ସରକାରଙ୍କ ନୂଆ ବଜେଟ୍ । ପ୍ରଥମ ଥର ପାଇଁ ବିଜେପି ସରକାର ରାଜ୍ୟରେ ଶାସନକୁ ଆସିବା ପରେ ଆସୁଛି ବଜେଟ୍ । ଅର୍ଥବିଭାଗ ନିଜ ହାତରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅପରାହ୍ନରେ ୨୦୨୪-୨୫…

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ରାତି ୮ଟା ୩୦ରେ ବୈଠକ ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ। ମୋହନ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ସରକାର କ୍ଷମତାକୁ ଆସିବା ପରେ ଏହା ହେବ ତୃତୀୟ…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ବଦନାମ କରିବା ପାଇଁ ଚାଲିଛି ସାଂଘାତିକ ଚକ୍ରାନ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସର୍ବସାଧାରଣଙ୍କ ଆଖ୍ୟାରେ ବଦ ବଦନାମ କରିବା ପାଇଁ ଏକ ଭୟଙ୍କର ଚକ୍ରାନ୍ତ ଆରମ୍ଭ ହୋଇଛି । ମୋହନ ନିଜକୁ ଲୋକମୁଖ୍ୟମନ୍ତ୍ରୀ ଭାବେ ଉପସ୍ଥାପନ କରିବା ସକାଶେ ଚେଷ୍ଟା ଚଳାଇ ଆସୁଛନ୍ତି । ଏହା ତାଙ୍କର ଏକ…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପଦ୍ମଶ୍ରୀ କମଳା ପୂଜାରୀଙ୍କ ୭୦ ବର୍ଷ ବୟସରେ ପରଲୋକ ଘଟିଛି। ଆଜି ସକାଳେ କଟକ ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ ବାର୍ଦ୍ଧକ୍ୟତା କାରଣରୁ ଅନେକ ଦିନ ଧରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଠିକ୍ ରହୁନଥିଲା…

ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ପଦରୁ ହଟିଲେ ଆଇଏଏସ୍‌ ରୁପାରୋଶନ

ସିଏମ୍‌ଓରୁ ହଟିଛନ୍ତି ଆଇଏଏସ୍‌ ରୁପାରୋଶନ ସାହୁ । ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କୁ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ କମିଶନର ତଥା ସଚିବ ଭାବେ ବଦଳି କରାଯାଇଛି । ପୂର୍ବରୁ ସେ ଏହି ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଉଥିଲେ ଏବେ କମିଶନର…

ଆରମ୍ଭ ହେଲା ରାଜ୍ୟ ସରକାରଙ୍କ ତୃତୀୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଆଜି ଲୋକସଭା ଭବନରେ ବସିଛି କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଲୋକସେବା ଭବନରେ ଆରମ୍ଭ ହୋଇଛି। ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ…

ଯୋଜନା ବୋର୍ଡ ଭାଙ୍ଗିବା ପାଇଁ ଅନୁମତି ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଯୋଜନା ବୋର୍ଡ ଭାଙ୍ଗିଲେ ସରକାର । ଯୋଜନା ବୋର୍ଡ ଭାଙ୍ଗିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନୁମୋଦନ ।ପୂର୍ବ ସରକାର ସମୟରେ ଏହି ପଦକୁ ଏକ ରାଜନୈତିକ ଥଇଥାନ କେନ୍ଦ୍ର ଭାବରେ ବ୍ୟବହାର କରାଯାଉଥିଲେ । ନୂତନ ସରକାର ଆସିବ…