Tag: Cm mohan majhi

‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ରାଜ୍ୟ ସରକାରଙ୍କ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଆଜି ଶୁଭାରମ୍ଭ ହୋଇଛି । ଖୋର୍ଦ୍ଧା ଜଙ୍କିଆ ମିନି ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା…

ଅଭିଯୋଗ ପ୍ରକୋଷ୍ଠରେ ଜଟିଳ ରୋଗରେ ପୀଡିତ ଝିଅଙ୍କୁ ୫ଲକ୍ଷ ଟଙ୍କା ସହାୟତା ରାଶି ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିବା ସହ ଅଭିଯୋଗ ଗୁଡିକର ଶୀଘ୍ର ସମାଧାନ ନିମନ୍ତେ ନିର୍ଦ୍ଧାରିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା କିଛି ଦିବ୍ୟାଙ୍ଗଙ୍କ ନିକଟକୁ ଯାଇ ମୁଖ୍ୟମନ୍ତ୍ରୀ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ଏହି ସମୟରେ…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ: ଦିବ୍ୟାଙ୍ଗ ବାଳକକୁ ଦେଖି ଚିକିତ୍ସା ପାଇଁ ହସ୍ପିଟାଲ ପଠାଇଲେ ମୁଖ୍ୟମନ୍ତ୍ରୀ

ଆଜି ଜନସାଧାରଣଙ୍କ ପାଇଁ ଖୋଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୋମବାର ଲୋକଙ୍କ ଅଭିଯୋଗ ଶୁଣାଣି କରୁଛନ୍ତି। ଭୁବନେଶ୍ୱର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସକାଳୁ ସକାଳୁ ଆସି ଅଭିଯୋଗକାରୀ ଭିଡ଼ ଜମାଇଥିଲେ । ଲୋକଙ୍କ…

ପୁଳାପୁଳା ଅଭିଯୋଗ ସତ୍ତ୍ବେ ସରୋଜ ହେବେ କି ସିଆଇସି ?

ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ସୁଚନା କମିଶନର ଭାବେ ସରୋଜ ସାମଲଙ୍କୁ ନିଯୁକ୍ତି ଦେବାକୁ ଯାଇଛନ୍ତି କି ମୋହନ ସରକାର ? ସରୋଜ ଏବେ ସୂଚନା ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଅଛନ୍ତି । ଚଳିତ ମାସ ତାଙ୍କ କାର୍ଯ୍ୟକାଳ ପୂରୁଛି ।…

ଭକ୍ତକବିଙ୍କ ରଚିତ ବର୍ଣ୍ଣବୋଧର ଅବିକଳ ସଂସ୍କରଣ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେଲା ଉନ୍ମୋଚିତ

ଓଡ଼ିଶା ଏବଂ ଓଡ଼ିଆ ଭାଷା ଯେଉଁ କାଳଖଣ୍ଡରେ ନିଜର ଅସ୍ଥିତ୍ୱ ଓ ଜାତୀୟତା ପାଇଁ ସଂଗ୍ରାମ କରୁଥିଲେ, ସେହି ସମୟରେ ଭକ୍ତକବି ମଧୁସୂଦନ ରାଓ, ଛବିଳ ମଧୁ ବର୍ଣ୍ଣବୋଧ ବହି ପ୍ରକାଶ କରି ଆମ ରାଜ୍ୟର ହୃତ ଗୌରବ ଫେରାଇ ଆଣିଥିଲେ…

୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଚଳିତ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏକ୍ସ ଯୋଗେ କୃତଜ୍ଞତା ଜଣାଇ ପ୍ରଧାନମନ୍ତ୍ରୀ ଓ ଅର୍ଥ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ…

ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପ ଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ବଜେଟ…

କଟକ ବାରବାଟୀ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଆସନ୍ତା ଫେବୃୟାରୀ ୯ରେ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍। ଏଥିପାଇଁ ଆଜି କଟକ ବାରବାଟି ଷ୍ଟାଡିୟମରେ ପହଞ୍ଚି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୯ ତାରିଖରେ ହେବାକୁ ଥିବା ମ୍ୟାଚ୍ ପାଇଁ ପ୍ରସ୍ତୁତିକୁ ନେଇ…

ମହିଳାଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ

ରାଜ୍ୟରେ ମହିଳାଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ । ଏ ନେଇ ଆଜି ଉତ୍କର୍ଷ ଓଡ଼ିଶା କନକ୍ଲେଭର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଖୁବଶୀଘ୍ର ରାଜ୍ୟରେ ଖୋଲିବ ମହିଳାଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ ପାର୍କ । ଏହା…

ଜିଲ୍ଲା ସ୍ବାସ୍ଥ୍ୟ ସମିତି ଓ କଟକ ମହାନଗର ନିଗମ ପକ୍ଷରୁ ଆୟୋଜିତ ବୃହତ ରକ୍ତଦାନ ଶିବିରକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସାଧାରଣତନ୍ତ୍ର ଦିବସ ଅବସର ରେ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ ଠାରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି ଓ କଟକ ମହାନଗର ନିଗମ ପକ୍ଷରୁ ଆୟୋଜିତ ବୃହତ ରକ୍ତଦାନ ଶିବିରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରୁଛନ୍ତି । ସାଧାରଣତନ୍ତ୍ର…