ତାଜା ଖବର ରାଜ୍ୟ Reconstitution Of OSCBC: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ December 22, 2025 Papirani ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ ତୁରନ୍ତ ପୁନର୍ଗଠନ ପାଇଁ ଚିଠି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (OSCBC)ର ଶୀଘ୍ର ପୁନର୍ଗଠନ…
ରାଜ୍ୟ PARAB-2025: ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସବ ପରବ-୨୦୨୫ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ December 22, 2025 Papirani ୧୯୯୬ ମସିହାରୁ କୋରାପୁଟର କଳା, ସଂସ୍କୃତି, ପରମ୍ପରା ଓ ଐତିହକୁ ଉଜ୍ଜୀବିତ କରି ରଖିବା ସହିତ ଏହାର ପ୍ରଚାର ପ୍ରସାର ପାଇଁ ପରବ ତାର ସଫଳ ପ୍ରୟାସ ଜାରି ରଖିଛି । ସାମାଜିକ ଓ ସାଂସ୍କୃତିକ ଚେତନାକୁ ଜାଗ୍ରତ କରିବା ସହିତ…
ତାଜା ଖବର ରାଜନୀତି ରାଜ୍ୟ Odisha Congress: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ ଯୁବ କଂଗ୍ରେସର ଅଣ୍ଡାମାଡ଼ December 20, 2025 Nirvay ଭୁବନେଶ୍ୱର ଉପକଣ୍ଠ ଧଉଳି ଅଞ୍ଚଳ ନିକଟରେ ଗଣବଳାତ୍କାରର ଶିକାର ହୋଇଥିବା ନାବାଳିକା ଝିଅକୁ ନ୍ୟାୟ ଦାବି କରିବା ସହିତ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଅଭିଯୋଗରେ ଆଜି ରାଜଧାନୀ ଭୁବନେଶ୍ୱରରେ ଯୁବ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଅଣ୍ଡାମାଡ଼ କରିଛି ।…
ତାଜା ଖବର ରାଜ୍ୟ Odia Man Returns: ସୁଦାନରୁ ଫେରି ପ୍ରଧାନମନ୍ତ୍ରୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଧନ୍ୟବାଦ ଜଣାଇଲେ ଓଡ଼ିଆ ଯୁବକ ଆଦର୍ଶ December 17, 2025 Papirani ସୁଦାନରୁ ଫେରିଥିବା ଓଡ଼ିଆ ଯୁବକ ଆଦର୍ଶ ବେହେରା ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଏସ ଜୟଶଙ୍କର ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ସ୍ଵତନ୍ତ୍ର ଭାବେ ଧନ୍ୟବାଦ ଦେଇ…
ତାଜା ଖବର ରାଜନୀତି ରାଜ୍ୟ BJD Questions CM: ଦିଲ୍ଲୀରେ ରହିବ କି ଓଡ଼ିଶା ଶାସନର ଡୋରୀ: ବିଜେଡି December 13, 2025 Papirani ସ୍ୱତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ମାଝୀ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଦିଲ୍ଲୀରେ ଆରାମଦାୟକ ଭିଆଇପି ବଙ୍ଗଳା ନେବାର ଯଥାର୍ଥତାକୁ ପ୍ରଶ୍ନ କରିଛି ବିଜୁ ଜନତା ଦଳ । ରାଜ୍ୟ ରାଜକୋଷରୁ ବିପୁଳ ଅର୍ଥ ବ୍ୟୟରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ…
ତାଜା ଖବର ରାଜ୍ୟ CM Distributes Appointment Letters: ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ତିନୋଟି ବିଭାଗରେ ନିଯୁକ୍ତି ପାଇଲେ ୫୯୧ ଜଣ December 11, 2025 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି । ଆଜି ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା ୨୦୨୫ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯିଏ…
ତାଜା ଖବର ରାଜ୍ୟ Rajgangpur Student Death: ରାଜଗାଙ୍ଗପୁର ଛାତ୍ରୀ ପୋଡ଼ି ଘଟଣା: ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ December 8, 2025 Papirani ରାଜଗାଙ୍ଗପୁର ଦୁଃଖଦ ଘଟଣାରେ ମୃତ ଛାତ୍ରୀଙ୍କ ପରିବାରକୁ ଦିଆଗଲା ୪ ଲକ୍ଷର ଅନୁକମ୍ପା । ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ମୃତ ଛାତ୍ରୀଙ୍କ ପରିବାରକୁ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା…
ତାଜା ଖବର ରାଜ୍ୟ Samruddha Odisha: ସମୃଦ୍ଧ ଓଡ଼ିଶା ୨୦୩୬ କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 25, 2025 Papirani ସମୃଦ୍ଧ ଓଡ଼ିଶା ୨୦୩୬ କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉତ୍କଳ ଚ୍ୟାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ ଆନୁକୂଲ୍ୟରେ ଉଦ୍ଘାଟିତ ହୋଇଛି । ଓଡ଼ିଶା ସରକାର ଏବଂ ଉତ୍କଳ ଚ୍ୟାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି…
ତାଜା ଖବର ରାଜ୍ୟ District Collectors-SP Conference: ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଲକ୍ଷ୍ୟ- ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 18, 2025 Papirani ଭୁବନେଶ୍ୱର ଲୋକସେବା ଭବନରେ ଦୁଇ ଦିନିଆ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମ୍ମିଳନୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ଅବସରରେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଉପରେ…
ତାଜା ଖବର ରାଜ୍ୟ Cuttack Bali Jatra: କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି November 12, 2025 Papirani ଜମୁଛି କଟକ ବାଲିଯାତ୍ରା । ବାଲିଯାତ୍ରା ଦେଖିବାକୁ ଲୋକଙ୍କ ନାହିଁ ନଥିବା ଭିଡ଼ । ବହୁ ଦୂରଦୂରାନ୍ତରୁ ଲୋକ କଟକ ମହାନଦୀ ପଠାରେ ଏକାଠି ହେଉଛନ୍ତି ଆଉ ବାଲିଯାତ୍ରାର ମଜା ନେଉଛନ୍ତି । ଏହି ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି…