Tag: Cm mohan majhi

୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣରେ କହିଛନ୍ତି ପ୍ରତ୍ଯେକ ଓଡିଶାବାସୀ,…

ନେତାଜୀ ସୁଭାଷ ବୋଷଙ୍କ ଜନ୍ମସ୍ଥଳୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପବିତ୍ର ନେତାଜୀଙ୍କ ଜନ୍ମ ଜୟନ୍ତୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଓଡିଆ ବଜାରସ୍ଥିତ ନେତାଜୀଙ୍କ ଜନ୍ମସ୍ଥଳୀରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ…

ଯବାନ ମାନଙ୍କ ସ୍ୱତନ୍ତ୍ର ଭତ୍ତା ବଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର SOG ଯବାନଙ୍କୁ ମିଳୁଥିବା ସ୍ୱତନ୍ତ୍ର ଭତ୍ତା (Risk Allowance) ୮ ହଜାର ଟଙ୍କାରୁ ୨୫ ହଜାର ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗତକାଲି ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷା…

କଣାସରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାରେ ତୁରନ୍ତ ଦୃଷ୍ଟି ଦେବାକୁ ସରକାରଙ୍କୁ ନିବେଦନ କଲେ ନବୀନ

ଦିନକୁ ଦିନ ପୁରୀ ଜିଲ୍ଲା କଣାସରେ ବ୍ୟାପିବାରେ ଲାଗିଛି ହଇଜା । ୧୦ ଦିନ ହେଲା ଝାଡ଼ାବାନ୍ତିରେ ୪ ଜଣଙ୍କର ମୃତ୍ୟୁ ହେବା ସହ ଅନେକ ଲୋକ ଆକ୍ରାନ୍ତ ହୋଇଥିବା ଅଭିଯୋଗ ହୋଇଛି । ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା…

ଖଣିମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କୋଣାର୍କ ଇକୋ ରିଟ୍ରିଟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କୋଣାର୍କରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ‘ବିକଶିତ ଭାରତ ୨୦୪୭’ର ପରିକଳ୍ପନା ଅନୁଯାୟୀ ଆୟୋଜନ କରାଯାଉଛି। ତୃତୀୟ ଜାତୀୟ…

ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରା ପାଇଁ ସ୍ପେଶାଲ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଶୁଭାରମ୍ଭ ହେଲା ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସ୍ପେଶାଲ୍ ଟ୍ରେନ । ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅନ୍ତର୍ଗତ ଶିରିଡ଼ି ଓ ନାସିକ ପାଇଁ ତୀର୍ଥ ଯାତ୍ରା ଟ୍ରେନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ…

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବରେ ନିଯୁକ୍ତ ହେଲେ ଓଏଏସ ଆଲୋକ ପ୍ରଧାନ

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବରେ ନିଯୁକ୍ତ ହେଲେ ଓଏଏସ ଆଲୋକ ପ୍ରଧାନ। ନୂଆ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ କେନ୍ଦୁଝରର ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ (ଏଡିଏମ୍) ଭାବରେ କାର୍ଯ୍ୟ କରୁଥିଲେ ଓଏଏସ…

କେନ୍ଦୁଝରରେ ସାମାଜିକ ସୁରକ୍ଷା ବର୍ଦ୍ଧିତ ଭତ୍ତା ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠାରୁ ଲୋକଙ୍କୁ ମିଳିବ ୩୫୦୦ ଟଙ୍କା ମାସିକ ଭତ୍ତା । ୮୦ ବର୍ଷରୁ ଊର୍ଦ୍ଧ୍ବ ହିତାଧିକାରୀ ଓ ଦିବ୍ୟାଙ୍ଗଙ୍କୁ ମାସିକ ୩୫୦୦ ଟଙ୍କା ଲେଖାଏ ମିଳିବ ବର୍ଦ୍ଧିତ ଭତ୍ତା । ଆଜି କେନ୍ଦୁଝର ଧରଣୀଧର ବିଶ୍ଵବିଦ୍ୟାଳୟ ପଡ଼ିଆରେ ବର୍ଦ୍ଧିତ ସାମାଜିକ ସୁରକ୍ଷା…

ଭୁବନେଶ୍ଵର ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ଵାଗତ କଲେ ଦଳୀୟ କର୍ମୀ ଏବଂ ସାଧାରଣ ଜନତା

ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର ହୋଇଛି । ଗତକାଲି ଦିଲ୍ଲୀରେ ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସମନ୍ୱିତ କାର୍ଯ୍ୟାନ୍ୱୟନ ନିମନ୍ତେ ବୁଝାମଣା ପତ୍ର…

ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଆୟୁଷ୍ମାନ ଭାରତକୁ ନେଇ ସୂଚନା ଦେଲେ

ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର ପରେ ଆଜି ଦିଲ୍ଲୀରୁ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀ ଗସ୍ତ ସାରି ଫେରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା ସୁବିଧା । ୭୦ ବର୍ଷରୁ…