Tag: Cm mohan majhi

20th Public Grievance Hearing: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି; ୯୫% ସମସ୍ୟାର ହୋଇଛି ସମାଧାନ

ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ନାଗରିକମାନଙ୍କ ସମସ୍ୟା ସମାଧାନ କ୍ଷେତ୍ରରେ ଏକ ପ୍ରମୁଖ ମାଧ୍ୟମ ପାଲଟିଛି। ରାଜଧାନୀ ଭୁବନେଶ୍ୱରସ୍ଥିତ ୟୁନିଟ୍-୨ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦ତମ ଅଭିଯୋଗ ଶୁଣାଣି…

CM Majhi Mourns Death of Veteran Singer Pranab Patnaik: କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ; ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଆ ସଙ୍ଗୀତ ଜଗତର କାଳଜୟୀ ଗାୟକ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ସମଗ୍ର ଓଡ଼ିଶାରେ ଗଭୀର ଶୋକର ଛାୟା ଖେଳିଯାଇଛି। ତାଙ୍କର ଅକାଳ ବିୟୋଗରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ…

Odisha Rail Projects: ରେଳ ପ୍ରକଳ୍ପର ମଞ୍ଜୁରୀ ପାଇଁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଶାର ରେଳ ଭିତ୍ତିଭୂମି କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ କମିଟି ଅନ୍ ଇକୋନୋମିକ୍ ଆଫେୟାର୍ସ (CCEA) ଦ୍ୱାରା ଅନୁମୋଦିତ ଚାରୋଟି ଗୁରୁତ୍ୱପୂର୍ଣ୍ଣ ମଲ୍ଟି-ଟ୍ରାକିଂ ରେଳ ପ୍ରକଳ୍ପ ମଧ୍ୟରୁ ତିନୋଟି ପ୍ରକଳ୍ପ ଓଡ଼ିଶାରେ କାର୍ଯ୍ୟକାରୀ ହେବ।…

CM Majhi Reviews Mega Redevelopment Projects: କଟକ ଏସସିବି ଓ ରାଉରକେଲା ହନୁମାନ ବାଟିକା ପ୍ରକଳ୍ପ ପୁନଃବିକାଶ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ (ଏସସିବି) ଓ ହସ୍ପିଟାଲର ଉନ୍ନତିକରଣ ଓ ଭିତ୍ତିଭୂମି ବିକାଶ ସହିତ ଏହାକୁ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା କେନ୍ଦ୍ରରେ ରୂପାନ୍ତରିତ କରିବା ପାଇଁ ଚାଲିଥିବା ମେଗା ପୁନଃବିକାଶ ପ୍ରକଳ୍ପ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Twin City Traffic Decongestion Plan: ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ଦିନକୁ ଦିନ ବୃଦ୍ଧି ପାଉଥିବା ଯାତାୟାତ ସମସ୍ୟାର ସ୍ଥାୟୀ ସମାଧାନ ଏବଂ ସହରଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଅନୁଷ୍ଠିତ ବୈଠକରେ ଟ୍ୱିନ୍…

Odisha Flood Relief Package: ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟରେ ହୋଇଥିବା ସାମ୍ପ୍ରତିକ ବନ୍ୟା ପରିସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ସହାୟତା ପ୍ୟାକେଜ୍‌ ଘୋଷଣା କରିଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର ପୁନରୁଦ୍ଧାର ଏବଂ କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା ଯୋଗାଇଦେବା…

Controversy In Derabish: ଭାଜପା ନେତା ଉମାକାନ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେବେ କି ମୁଖ୍ୟମନ୍ତ୍ରୀ ?

ସରକାର ଭାରତୀୟ ଜନତା ପାର୍ଟିର। ମୁଖ୍ୟମନ୍ତ୍ରୀ ସ୍ୱାଭାବିକ ଭାବେ ଭାଜପାର। କୌଣସି ଅଧିକାରୀଙ୍କ ବିରୋଧରେ ଶାସକ ଦଳର କୁଜି କିମ୍ବା ବଡ଼ ନେତା ପର୍ଯ୍ୟନ୍ତ ଯଦି କାହାର କିଛି ଅଭିଯୋଗ ଥାଏ, ତେବେ ଏବାବଦରେ ନିଜ ଦଳର ସରକାରଙ୍କ ଦୃଷ୍ଟି ଆକର୍ଷଣ…

Odisha Flood Situation: ଆଜି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ରାଜ୍ୟରେ ପୁଣି ବନ୍ୟା ସ୍ଥିତି ଦେଖିବାକୁ ମିଳିଛି । ଲଗାଣ ବର୍ଷାରେ ନଦୀରେ ଜଳ ସ୍ତର ବୃଦ୍ଧି ପାଇବାକୁ ଲାଗିଛି । ଏହାରି ମଧ୍ୟରେ ଆଜି ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

CM Majhi Reviews Development of Puri: ପୁରୀ ଗୋବର୍ଦ୍ଧନ ପୀଠ ଓ ସ୍ଵର୍ଗଦ୍ଵାର ବେଳାଭୂମିର ଉନ୍ନତିକରଣ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀର ଆଧ୍ୟାତ୍ମିକ ଗରିମାକୁ ବଢ଼ାଇବା ସହ…

Odisha Ex MLAs meet CM Mohan Majhi: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ରାଜ୍ୟର ପୂର୍ବତନ ବିଧାୟକ ବୃନ୍ଦ, ବିଭିନ୍ନ ସମସ୍ୟା ନେଇ ଆଲୋଚନା

ଲୋକସେବା ଭବନଠାରେ ରାଜ୍ୟର ପୂର୍ବତନ ବିଧାୟକ ମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଏହି ସୌଜନ୍ୟମୂଳକ ସାକ୍ଷାତକାର ସମୟରେ ପୂର୍ବତନ ବିଧାୟକମାନେ ନିଜ ନିଜ ଅଞ୍ଚଳର ଏବଂ ସେମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ସବିଶେଷ…