Tag: Cm mohan majhi

ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ…

ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ ୬ଟି ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ନୂଆ ଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର…

ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦିଲ୍ଲୀ ଗସ୍ତ । ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଏହି ଗସ୍ତରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ଓଡ଼ିଶା ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି…

ଆଜି ପବିତ୍ର ଦୀପାବଳି : ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଲୋକର ପର୍ବ ‘ଦୀପାବଳି’ । ଆଜି ଏହି ପବିତ୍ର ଦୀପାବଳିରେ ଗାଁଠୁ ସହର ଉତ୍ସବମୁଖର। ଏହି ଅବସରରେ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରାଜ୍ୟବାସୀଙ୍କୁ ଦୀପାବଳି ଅବସରରେ ଅଭିନନ୍ଦନ…

ମୋହନ ସଂକେତ; ଏବେ ତ ଟ୍ରେଲର, ଆଗକୁ ଫିଲ୍ମ

ଭିଜିଲାନ୍ସ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତିବର୍ଷ ପରି ସରକାରୀ ଅଧିକାରୀଙ୍କୁ ଶପଥପାଠ କରାଗଲା । କିନ୍ତୁ ଏହି କାର୍ଯ୍ୟକ୍ରମ ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମନ୍ତବ୍ୟ ଥିଲା ବହୁ ଦୃଷ୍ଟିରୁ…

୫ଟି ଦୁର୍ନୀତିକୁ ନେଇ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟ ଭିଜିଲାନ୍ସ ପକ୍ଷରୁ ପାଳନ ହେଉଛି ଦୁର୍ନୀତି ନିବାରଣ ସପ୍ତାହ। ଲୋକସେବା ଭବନରେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳନ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ…

ଆଶା ଦିଦି ଶିବାନୀ ମଣ୍ଡଳଙ୍କୁ ମିଳିଲା ପିଏମ ଆୱାସ ଘର 

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ଆଶା ଦିଦି ଶିବାନୀ ମଣ୍ଡଳ ମାନବିକତା ଓ ନିସ୍ଵାର୍ଥପରତାର ଉତ୍କୃଷ୍ଟ ପ୍ରଦର୍ଶନ କରି ବାତ୍ୟା ଦାନା ସମୟରେ ପ୍ରଂଶସନୀୟ କାର୍ଯ୍ୟ କରିଥିବାରୁ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଜିଲ୍ଲା ପ୍ରଶାସନ ତରଫରୁ ପ୍ରଧାନ ମନ୍ତ୍ରୀ…

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ କାର୍ଯ୍ୟକ୍ରମ ସ୍ଥଗିତ

ମୁଖ୍ୟମନ୍ତ୍ରୀଙ୍କ ଆଜିର ବାତ୍ୟାଞ୍ଚଳ ପରିଦର୍ଶନ କାର୍ଯ୍ୟ ସ୍ଥଗିତ । ପାଗ ଅନୁକୂଳ ନଥିବାରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ସ୍ଥଗିତ କରାଯାଇଥିବା ସୂଚନା । ଆଜି ବାତ୍ୟା ଦାନାର ଦ୍ଵାରା ଅଧିକ ପ୍ରଭାବିତ ହୋଇଥିବା ସ୍ଥାନକୁ ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ପରିଦର୍ଶନ…

ବାତ୍ୟା ସଂପୂର୍ଣ୍ଣ ଦୁର୍ବଳ ହୋଇ ସାରିଛି, ଓଡ଼ିଶା ଏବେ ସୁରକ୍ଷିତ : ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ପରିସ୍ଥିତି ଓ ପୁନରୁଦ୍ଧାର କାମର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣ ମାଧ୍ୟମ ଆଗରେ ନିଜର ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ ମହାପ୍ରଭୁଙ୍କ…

ମାଡ଼ି ଆସୁଛି ବାତ୍ୟା ଦାନା: ଆକ୍ସନ ମୋଡ଼୍ ରେ ରାଜ୍ୟ ସରକାର; ୫.୮୪ ଲକ୍ଷ ଲୋକ ହୋଇଛନ୍ତି ସ୍ଥାନାନ୍ତର

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା । କିଛି ସମୟ ପରେ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ‘ଦାନା’ । ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା । ଧାମରା ଠାରୁ ୬୦ କିମି ଦୂରରେ ରହିଛି ବାତ୍ୟା…