Tag: CM Naveen Pattnaik

କଣ୍ଟାବାଞ୍ଜିରୁ ହାରିଲେ ନବୀନ

ରାଜ୍ୟରେ କ୍ଷମତାସୀନ ବିଜେଡିକୁ ଶକ୍ତ ଧକ୍କା ଲାଗିଛି । କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ବିଜେଡି ସୁପ୍ରିମୋ ଏବଂ ବିଜେଡିର ସଭାପତି ତଥା ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ପରାସ୍ତ ହୋଇଛନ୍ତି। ଏହି ନିର୍ବାଚନ କ୍ଷେତ୍ରରେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ବିଜୟୀ…

ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଇସ୍ତଫା ଦେବେ ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ନବୀନ ପଟ୍ଟନାୟକ। ନବୀନ ହିଞ୍ଜିଳିରୁ ଜିତିଥଲେ ମଧ୍ୟ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପରାସ୍ତ ହୋଇଛନ୍ତି।…

କଂଟାବାଞ୍ଜି ରେ ନବୀନ ପଛୁଆ

ଓଡ଼ିଶା ବିଧାନସଭା ଆସନରେ କାଉଣ୍ଟିଂ ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ବିଜେପି ଆଗରେ ରହିଛି। ବିଧାନସଭା ନିର୍ବାଚନ ଫଳାଫଳର ଆରମ୍ଭରୁ ରାଜ୍ୟରେ କ୍ଷମତାସୀନ ବିଜେଡିକୁ ଶକ୍ତ ଧକ୍କା ଲାଗିଛି । କଂଟାବାଞ୍ଜି ବିଧାନସଭା ଆସନରେ ୩ ରାଉଣ୍ଡ ଗଣତି ପରେ…

ଭୋଟ ପାଇଁ ନାଟ: ୨୦୨୧ରେ ଉପହାର ପାଇଥିବା ବହି ୨୦୨୪ ରେ ପୁଣି କିଣିଲେ ନବୀନ

ବିରୋଧୀଙ୍କୁ ଚକମା ଦେବାକୁ ଚେଷ୍ଟା କରି ଫସିଗଲେ ନବୀନ। ନବୀନ ସୁସ୍ଥ ନାହାନ୍ତି ବୋଲି ବିରୋଧୀମାନେ ଦାବି କରିବା ପରେ ନିଜେ ଫିଟ୍ ଅଛନ୍ତି ଦେଖେଇ ହେବାକୁ ଶୁକ୍ରବାର ସନ୍ଧ୍ୟାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନର ଠିକ୍ ଦିନକ ଆଗରୁ ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ୍‌…

ତେରେଛା ବାଣ ମାରି ମଞ୍ଜକଥା କହିଦେଲେ ତଥାଗତ

ପାଣ୍ଡିଆନ ଉତ୍ତରାଧିକାରୀ ନୁହନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ କହିବା ପରେ ତେରେଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ସତପଥି। ସେ ନିଜ ଏକ୍ସ ଆକାଉଣ୍ଟରେ ପୋଷ୍ଟ କରି ଲେଖିଛନ୍ତି ‘Tooooo late’। ଏକ ନ୍ୟୁଜ୍ କ୍ଲିପ୍ ସହ Tooooo late ଲେଖିଛନ୍ତି…

ପାଣ୍ଡିଆନ ଦ୍ୱାରା ହୋଇଥିବା କ୍ଷତି ଭରଣା ପାଇଁ ନବୀନଙ୍କ ଶେଷ ଚେଷ୍ଟା

ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପାଣ୍ଡିଆନ ତାଙ୍କର ଉତ୍ତରାଧିକାରୀ ନୁହନ୍ତି ବୋଲି ନବୀନ ଆଜି ସ୍ପଷ୍ଟ କରିଛନ୍ତି। ତାହା ସହ…

ଆହତଙ୍କୁ ଭେଟି ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହତମାନଙ୍କୁ ଭେଟିଛନ୍ତି। ଭୁବନେଶ୍ୱର ସମ ହସ୍ପିଟାଲରେ ଗୁରୁତର ଆହାତଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ବରିଷ୍ଠ ଡାକ୍ତରଙ୍କ ସହ ଚିକିତ୍ସା ବ୍ୟବସ୍ଥା ବିଷୟରେ…

ନବୀନଙ୍କ ସ୍ୱାସ୍ଥ୍ୟ ହାନି ପଛରେ ଷଡଯନ୍ତ୍ରର ସନ୍ଦେହ: ନରେନ୍ଦ୍ର ମୋଦି

ମୟୂରଭଞ୍ଜ ବାରିପଦାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେ ସଭାରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଖରାପ ହେବା ପ୍ରସଙ୍ଗ ଉଠାଇଛନ୍ତି । ମୋଦୀ ପ୍ରଶ୍ନ କରିଛନ୍ତି ଅଚାନକ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଏତେ ମାତ୍ରାରେ ଖରାପ ହେଲା କେମିତି ? ନବୀନଙ୍କ ସ୍ବାସ୍ଥ୍ୟ ଖରାପ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କର ଭିଡ଼ିଓ ଭାଇରାଲ

ସୋଶାଲ ମିଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କର ଏକ ଭିଡ଼ିଓ ଭାଇରାଲ୍ ହେବକୁ ଲାଗିଛି । ସେହି ଭିଡ଼ିଓକୁ ନେଇ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି…

ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ମଧ୍ୟରେ ପ୍ରଭେଦ ଜାଣିନାହାନ୍ତି ନବୀନ: ଧର୍ମେନ୍ଦ୍ର

ଓଡ଼ିଶାର ମୁଖ୍ୟମନ୍ତ୍ରୀ ‘ ମହାମହିମ ରାଷ୍ଟ୍ରପତିଙ୍କୁ ପ୍ରଧାନମନ୍ତ୍ରୀ କହି ସମ୍ବୋଧନ କରିବା ଦୁଃଖର କଥା। ରାଜ୍ୟର ମୁଖ୍ୟମନ୍ତ୍ରୀ ଜାଣିନାହାନ୍ତି ଭାରତର ପ୍ରଧାନମନ୍ତ୍ରୀ କିଏ? ଓଡ଼ିଶାରେ ଏବେ ଭଡ଼ାଟିଆ ତାମିଲ୍‌ ସରକାର ଚାଲିଛି। ହେଲେ, ଏଥର ଏ ସରକାର ନିଶ୍ଚୟ ହଟିବ ଓ…