Tag: CM Naveen Pattnaik

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୁମ୍ଭୀର କାନ୍ଦଣାର ଜ୍ୱଳନ୍ତ ଉଦାହରଣ: ଧର୍ମେନ୍ଦ୍ର

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରେସମିଟ । ପ୍ରେସମିଟ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ରତ୍ନଭଣ୍ଡାର ଭଳି ଓଡ଼ିଶାର ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗ ଓ ଭାବନାର ପ୍ରଶ୍ନକୁ ମୋଦି ଉପସ୍ଥାପିତ କରିଛନ୍ତି । ବିଜେପି ସବୁବେଳେ ରତ୍ନଭଣ୍ଡାର ପ୍ରସଙ୍ଗରେ ଉଠାଇ ଆସିଛି ।…

ରାଗିଗଲେ ନବୀନ, ମୋଦିଙ୍କ ଉପରେ ବର୍ଷିଲେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନିର୍ବାଚନୀ ସଭାରେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିବା ପରେ ଆଜି ରାତିରେ ନବୀନ ପାଲଟା ଜବାବ ଦେଇଛନ୍ତି । ଏକ ଭିଡିଓକୁ ନବୀନ ଜାରି କରି ମୋଦିଙ୍କୁ ପାଲଟା ଜବାବ ଦେଇଛନ୍ତି ।…

କଣ୍ଟାବାଞ୍ଜିର ୧୦ ଟା ଗାଁ ନାଁ ଲେଖିପାରିବେ କି ନବୀନ ବାବୁ: ମୋଦି

କନ୍ଧମାଳ ପରେ ବଲାଙ୍ଗୀର ସଭାରେ ନବୀନଙ୍କ ଉପରେ ବର୍ଷିଲେ ମୋଦି। “ନବୀନ ବାବୁ ‘କଣ୍ଟାବାଞ୍ଜି’ରୁ ନିର୍ବାଚନ ଲଢ଼ୁଛନ୍ତି। ନବୀନ ବାବୁଙ୍କୁ ଏଠିକି ଆସିଲେ ତାଙ୍କୁ ବିନା କାଗଜରେ ୧୦ଟି ଗାଁ ନାଁ ଲେଖିବାକୁ କହିବେ ବୋଲି କହିଛନ୍ତି ମୋଦି। ସେ ମାଟି…

ବିନା କାଗଜରେ ୩୦ଟି ଜିଲ୍ଲାର ନାଁ କହିପାରିବେନି ନବୀନ: ନରେନ୍ଦ୍ର ମୋଦି

ପୂର୍ବରୁ ମିତ୍ର କହିଥିଲେ ହେଲେ ଆଜି।ଫୁଲବାଣୀ ସଙ୍କଳ୍ପ ସମାବେଶ ସଭାରେ ନବୀନଙ୍କୁ ନିଶାନା କସିଛନ୍ତି ମୋଦି। ମୋଦି କହିଛନ୍ତି ନବୀନ ବାବୁଙ୍କୁ ମୁଁ ଆଜି ଏକ ଚାଲେଂଜ ଦେଉଛି, ନବୀନ ବାବୁଙ୍କୁ ସାଧା କାଗଜ ଖଣ୍ଡେ ଧରାଇ ଛିଡ଼ା କରାଯାଉ। ଏବଂ…

ନବୀନଙ୍କୁ ପ୍ରଶ୍ନ କଲେ ଅର୍କେଶ ସିଂଦେଓଙ୍କ ପତ୍ନୀ ଅଦ୍ରିଜା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶ୍ନ କଲେ ଅଦ୍ରିଜା ମଂଜରୀ ସିଂହଦେଓ। ଅର୍କେଶ ସିଂଦେଓଙ୍କ ପତ୍ନୀ ତଥା ଏୟୁ ସିଂଦେଓଙ୍କ ବୋହୂ ଅଦ୍ରିଜା। ସେ କହିଛନ୍ତି ଯେ, ମୋ ନିର୍ଯାତନା ବିଷୟରେ ଜାଣି କିଭଳି ସେ ପରିବାରକୁ ଟିକେଟ ଦେଲେ ବୋଲି ପ୍ରସନ୍ନ…

ଆସାମ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟରେ ଓଡ଼ିଶା ସରକାର

ଆଜି ପ୍ରଚାରରେ ଆସି କାଲିମେଳାରେ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ସେଠି ସାଧାରଣ ସଭାରେ ଯୋଗଦେଇ ମୋଦି ସରକାରଙ୍କ ବିକାଶ ଯୋଜନା ବିଷୟରେ ଆଲୋକପାତ କରିବା ସହ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀରେ ମୋଦିଙ୍କ ସରକାର ଅଛି, ପୁଣି…

ନିର୍ବାଚନୀ ପ୍ରଚାର ପାଇଁ ଆଜି କନ୍ଧମାଳ ଗସ୍ତରେ ଯିବେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ନିର୍ବାଚନୀ ପ୍ରଚାର ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ…

ଝାରସୁଗୁଡ଼ାରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଦିର୍ଘସମୟ ପରେ ଭୁବନେଶ୍ୱରରେ ଆସି ପହଁଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖଡ଼ିଆଳରୁ ଭୁବନେଶ୍ୱର ଫେରୁଥିବା ବେଳେ କାଳବୈଶାଖୀ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରିପାରିନଥିଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ଆକାଶରେ ଅଧଘଣ୍ଟା ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ। ଏହାପରେ ଭୁବନେଶ୍ୱରରୁ ଝାରସୁଗୁଡ଼ା ଯାଇଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ।…

ଦିନରେ ସ୍ବପ୍ନ ଦେଖୁଛି ବିଜେପି!

ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ, ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ।…

ପାଣ୍ଡିଆନଙ୍କ ବଡ ଘୋଷଣା: ଜୁନ୍ ୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ

ଭବାନୀପାଟଣା ସଭାରୁ ବଡ ଘୋଷଣା କରିଛନ୍ତି ବିଜେଡି ନେତା ଭି.କେ ପାଣ୍ଡିଆନ । ଆସନ୍ତା ଜୁନ ୯ ତାରିଖରେ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ ପଟ୍ଟନାୟକ। ଜୁନ ୯ ତାରିଖ ଦିନ ୧୧ଟାରୁ ସାଢେ…