Tag: CM Naveen Pattnaik

ଲଖନପୁର ନୌକା ଦୁର୍ଘଟଣା; ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା 

ଝାରସୁଗୁଡା ଜିଲ୍ଲା ଲଖନପୁର ର ଶରଧା ରେ ମହାନଦୀ ରେ ଏକ ନୌକା ଦୁର୍ଘଟଣରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା…

ନବୀନ ନିବାସରେ ବାବୁସାନ

ନବୀନ ନିବାସରେ ଅଭିନେତା ବାବୁସାନ ମହାନ୍ତି।ମୁଖ୍ୟମନ୍ତ୍ରୀ ଏବଂ 5T ଅଧ୍ୟକ୍ଷଙ୍କୁ ଭେଟିଲେ ବାବୁସାନ। ସୂଚନା ଅନୁଯାୟୀ, ଅଭିନେତା ଅମ୍ଲାନ ଦାସ, ସ୍ବରାଜ ମଧ୍ୟ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହା ବ୍ୟତୀତ ଅଭିନେତ୍ରୀ ଭୂମିକା, ସୁପ୍ରିୟା ମଧ୍ୟ ନବୀନ ନିବାସରେ ଭେଟିଛନ୍ତି। ଏହି…

ସରକାରୀ କର୍ମଚାରୀଙ୍କୁ ହୋଲି ଭେଟି : ୪% ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କୁ ହୋଲି ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା…

କନିଷ୍ଠ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ

ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ…

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡାକିଲେ ଗୁରୁତ୍ଵପୂର୍ଣ୍ଣ ବୈଠକ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡାକିଛନ୍ତି ଗୁରୁତ୍ଵପୂର୍ଣ୍ଣ ବୈଠକ। ଆସନ୍ତାକାଲି ଅପରାହ୍ନରେ ନବୀନ ନିବାସରେ ଏକ ମହତ୍ତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସ ଡକରା ହୋଇଛି। ମେଣ୍ଟ ଚର୍ଚ୍ଚା ଭିତରେ ବୈଠକ ଡକରା ନେଇ ରାଜନୀତି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ପଦ୍ମ ସମ୍ମାନରେ ସମ୍ମାନିତ ଓଡିଶାର କୃତୀ ସନ୍ତାନ ମାନଙ୍କୁ ମାସକୁ ଦିଆଯିବ ୨୫ ହଜାର ଟଙ୍କା ସମ୍ମାନ ରାଶି

ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି…

ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମ ର ଭଞ୍ଜନଗର ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ…

ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ…

ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଭତ୍ତା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିର୍ବାଚନ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲା ପରିଷଦ ସଦସ୍ୟ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏଣିକି ଜିଲା ପରିଷଦ ସଭାପତି ମାସିକ ୩୦ହଜାର…

ସରକାରୀ ମହିଳା କର୍ମଚାରୀଙ୍କୁ ନବୀନଙ୍କ ବଡ ଭେଟି; ୧୦ ଦିନ ଅଧିକ ସାମୟିକ ଛୁଟି ଘୋଷଣା କଲେ ନବୀନ

ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫…

loader