Tag: CM Naveen Pattnaik

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକା ମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କା ରୁ…

ବଢ଼ିଲା କୃଷକ ସାଥୀଙ୍କ ଖର୍ଚ୍ଚ; ପରିମାଣ ୧୮ ହଜାରକୁ ବୃଦ୍ଧି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର…

ରାଜ୍ୟ କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ। ଏହି ବୈଠକରେ ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ବଡ ଘୋଷଣା କରାଯାଇଛି। ଖାଦ୍ୟ ସୁରକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; କେନ୍ଦୁପତ୍ର ତୋଳାଳୀଙ୍କୁ ୫୦ ପ୍ରତିଶତ ବୋନସ୍‌

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ କେତେକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଅନୁଯାୟୀ କେନ୍ଦୁ ପତ୍ର ତୋଳାଳୀମାନଙ୍କୁ ଚଳିତ ଫସଲ ଋତୁ ପାଇଁ ୫୦…

ସ୍ବତନ୍ତ୍ର ଉନ୍ନୟନ ପରିଷଦ ମାଧ୍ୟମରେ ଜନଜାତି ଲୋକଙ୍କ ଭାଗିଦାରୀକୁ ନେଇ ମହା ସମାବେଶ

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟର ସାମଗ୍ରିକ ବିକାଶରେ ଜନସାଧାରଣଙ୍କ ଅଂଶଗ୍ରହଣକୁ ପାଳନ କରି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ…

୪ ଲକ୍ଷ ଅତିରିକ୍ତ ହିତାଧିକାରୀ ମଧୁ ବାବୁ ପେନସନ ଯୋଜନାରେ ହେଲେ ସାମିଲ

ରାଜ୍ୟ ସାମାଜିକ ସୁରକ୍ଷା ବ୍ୟବସ୍ଥା ମଧୁବାବୁ ପେନସନ ଯୋଜନାରେ ସାମିଲ ହେବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଖବର। ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଧୁବାବୁ ପେନସନ ଯୋଜନାରେ ଆଉ ୪ ଲକ୍ଷ ଲୋକଙ୍କୁ ସାମିଲ କରିବା ପ୍ରସ୍ତାବକୁ ଅନୁମୋଦନ…

ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

ଭୁବନେଶ୍ଵର: ଉଦ୍‌ଯାପିତ ହୋଇଛି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ଏହି ସମ୍ମିଳନୀ ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ । ପ୍ରଥମ ବିଶ୍ବ ଓଡିଆ…

୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପିତ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପଣ କରିଛନ୍ତି। ସାରା ରାଜ୍ୟରେ 5T ଉପକ୍ରମରେ ଉପଜିଲ୍ଲା ସ୍ତରରେ ୩୨ଟି ଡାଏଲେସିସ୍‌ କେନ୍ଦ୍ର ଖୋଲାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ…

ସମଲେଇ ପ୍ରକଳ୍ପ ଲୋକାର୍ପଣ ଦିନକୁ ସ୍କୁଲ କଲେଜ ପାଇଁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ର ଲୋକାର୍ପଣ ଉତ୍ସବ ଜାନୁୟାରୀ ୨୭ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ…

ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌ ଲୋକାର୍ପିତ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସତ୍ୟବାଦୀ ଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସମୟ ହେଉଛି ଓଡ଼ିଆ ଜାତି ପାଇଁ ଏକ ଗୌରବମୟ ସମୟ। ସେ କହିଲେ…