Tag: CM

New Chapter of Development in Kendujhar: କେନ୍ଦୁଝରରେ ଶିକ୍ଷା, ସ୍ୱାସ୍ଥ୍ୟ ଓ ଶିଳ୍ପ କ୍ଷେତ୍ରରେ ବିକାଶର ନୂଆ ଅଧ୍ୟାୟ

କେନ୍ଦୁଝର ମାଟିରୁ ଏକାଧାରରେ ରାଜ୍ୟର ଶିକ୍ଷା, ସ୍ୱାସ୍ଥ୍ୟ, ପ୍ରଯୁକ୍ତିବିଦ୍ୟା ଏବଂ ଭିତ୍ତିଭୂମି କ୍ଷେତ୍ରରେ ଏକ ଅଭୂତପୂର୍ବ ଓ ଐତିହାସିକ ପରିବର୍ତ୍ତନର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଯାଇ ରାଜ୍ୟ ସରକାରଙ୍କ ପ୍ରମୁଖ ଶିକ୍ଷା ଯୋଜନା…

CM Emphasises Full Relief for Ganjam Flood Victims: ଗଞ୍ଜାମ ବନ୍ୟା ବିପନ୍ନଙ୍କୁ ସମ୍ପୂର୍ଣ୍ଣ ରିଲିଫ୍ ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ବାତ୍ୟା ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା ପରିସ୍ଥିତି ଯୋଗୁଁ ଗଞ୍ଜାମ ଜିଲ୍ଲା ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ…

CM Meets Amit Shah: ନୂଆଦିଲ୍ଲୀରେ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ଓଡ଼ିଶାର ସାମ୍ପ୍ରତିକ ବାତ୍ୟା ପରବର୍ତ୍ତୀ ସ୍ଥିତି, ରିଲିଫ୍ ଓ ପୁନରୁଦ୍ଧାର…

CM to Celebrate Diwali in Kendujhar: କେନ୍ଦୁଝରରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନଭେମ୍ବର ୫ ତାରିଖ ଗୁରୁବାର ଠାରୁ କେନ୍ଦୁଝର ଗସ୍ତରେ ଯିବେ । ସେ ନଭେମ୍ବର ୮ ତାରିଖ ପର୍ଯ୍ୟନ୍ତ କେନ୍ଦୁଝରରେ ରହିବେ । ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଜନ୍ମମାଟି କେନ୍ଦୁଝରରେ ଦୀପାବଳି ପାଳନ…

CM Reviews Cyclone Damage Assessment: ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି ଆକଳନ ଓ ଉଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ସମ୍ପ୍ରତି ବାତ୍ୟା ‘ଅର୍ଣ୍ଣବ’ ପରେ ଘଟିଥିବା ଭୂସ୍ଖଳନ ଜନିତ ସ୍ଥିତି, ବାତ୍ୟା ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ଏବଂ ଆଗାମୀ ସମ୍ଭାବ୍ୟ ବାତ୍ୟାର ମୁକାବିଲାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟଠାରେ…

Odisha to Get ₹54,000 Crore Investment: ଓଡ଼ିଶାକୁ ଆସିବ ୫୪ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ

ଓଡ଼ିଶାକୁ ୫୪ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ଆସିବ । ଏହାଦ୍ୱାରା ରାଜ୍ୟରେ ପ୍ରାୟ ୨୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି । ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ କେମ୍-୨୦୨୬ ସମ୍ମିଳନୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Brajmohan Ram to Take Oath as Governor: ଓଡ଼ିଶାର ୪୪ତମ ରାଜ୍ୟପାଳ ଭାବେ ଶପଥ ନେବେ ବ୍ରଜମୋହନ ରାମ

ଓଡ଼ିଶାର ନୂଆ ତଥା ୪୪ତମ ରାଜ୍ୟପାଳ ଭାବେ ବ୍ରଜମୋହନ ରାମ ରବିବାର ଶପଥ ଗ୍ରହଣ କରିବେ । ଶନିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ବିମାନବନ୍ଦରରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଧାନସଭା…

CM to Launch 46 Projects Worth Rs 39,382 Crore: ୩୯,୩୮୨ କୋଟିର ୪୬ ଶିଳ୍ପ ପ୍ରକଳ୍ପ ଭେଟିଦେବେ ମୁଖ୍ୟମନ୍ତ୍ରୀ

ଯାଜପୁର ଜିଲ୍ଲାର କଳିଙ୍ଗନଗରଠାରେ ବୁଧବାର ଏକ ବୃହତ୍ ଶିଳ୍ପ କାର୍ଯ୍ୟକ୍ରମ ଆୟୋଜିତ ହେବ । ଏଥିରେ ୩୯,୩୮୨ କୋଟି ଟଙ୍କାର ୪୬ଟି ଶିଳ୍ପ ପ୍ରକଳ୍ପ ସାମିଲ ହେବ । ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ୪୨,୫୧୨ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି…

Commission Formed to Study SEBCs: ଏସଇବିସିଙ୍କ ଅନୁଧ୍ୟାନ ପାଇଁ କମିଶନ ଗଠନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥା ଗୁଡ଼ିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ ରାଜନୈତିକ ପ୍ରତିନିଧିତ୍ୱ ଏବଂ…

CM Pushes Odisha on Global Tourism Map: ଓଡ଼ିଶାକୁ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ନୂଆ ପରିଚୟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱସ୍ତରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଓ ବ୍ୟାପକ ପୁଞ୍ଜିନିବେଶକୁ ଆକୃଷ୍ଟ କରିବାର ମହତ୍ତ୍ୱପୂର୍ଣ୍ଣ ଲକ୍ଷ୍ୟ ନେଇ ରାଜଧାନୀ ଭୁବନେଶ୍ୱରଠାରେ ‘ଓଡ଼ିଶା ଟ୍ରାଭେଲ ବଜାର’ର ସପ୍ତମ ସଂସ୍କରଣ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ…