Tag: CM

ପୂର୍ବ ସରକାରରେ ମୋତେ ଥାନାରେ ଗେଟ୍‌ ଆଉଟ୍‌ କହିଥିଲେ ଆଇଆଇସି: ମୋହନ ମାଝୀ

ବିରୋଧୀ ଦଳ ନେତା ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବ ସରକାରରେ ଥାନାଧିକାରୀ ଅତି କଠୋର ବ୍ୟବହାର କରିଥିଲେ। ବିରୋଧୀ ଦଳ ନେତା ଭାବେ ଏକ ଅଭିଯୋଗ ନେଇ ଥାନାକୁ ଯାଇଥିବା କହିଲେ। ଆଇଆଇସି ଅଭିଯୋଗ ଶୁଣିବା ପୂର୍ବରୁ…

ଲୋକଙ୍କ ସମସ୍ୟା ଶୁଣିଲେ ଲୋକଙ୍କ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ଦୁଃଖ ବୁଝିଲେ

‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣିବାର ଧାରା ଜାରି ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଆଶ୍ୱାସନା ଦେବା ସହିତ ସମସ୍ୟାର…

ଭରତପୁର ଥାନା ବିବାଦ; ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରୁ ଫେରିବା ପରେ ଭରତପୁର ଥାନା ବିବାଦ ନେଇ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ…

ରାଜପଥ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀଙ୍କ ନୂଆ ଠିକଣା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନର ଠିକଣା ବଦଳିବ। ରାଜପଥ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀଙ୍କ ନୂଆ ଠିକଣା। ସରକାରଙ୍କ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ନବୀକରଣ କାମ ଚାଲିଛି। ଖୁବଶୀଘ୍ର ସରକାରୀ ବାସଭବନକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆସିବେ। ଏଜିରୁ ରାଜଭବନ ଭବନ…

ଖରିଫ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି । କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ…

ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲେଶ୍ୱର ଗସ୍ତରେ ଯିବେ। ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ। ବନ୍ୟା ସ୍ଥିତି ଦେଖିବା ପରେ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପାଛୁଡ଼ିଆରେ ଏକ ପାର୍କ ମଧ୍ୟ ଉଦଘାଟନ କରିବେ।…

ପୂର୍ବତନ ରାଜ୍ୟପାଳଙ୍କୁ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ: ଆଶୁ ଆରୋଗ୍ୟ କାମନା କଲେ

ଅସୁସ୍ଥତା ଯୋଗୁଁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ। ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କୁ ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ…

ମୁଖ୍ୟମନ୍ତ୍ରୀଙ୍କୁ ଆଦର କରନ୍ତି ପ୍ରଧାନମନ୍ତ୍ରୀ

ଚଳିତ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଶପଥ ଗ୍ରହଣ କରିଥିବା ବେଳେ ଓଡ଼ିଶାରେ ବିଜେପି ପ୍ରଥମ ଥର ପାଇଁ ସରକାର ଗଠନ କରିଛି। ବିଜେପି ଜନଜାତିଙ୍କୁ ପ୍ରାଧାନ୍ୟ ଦେଇ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିଠି ଲେଖି ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ଶୁଭେଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି ଲେଖିଛନ୍ତି, ଆପଣଙ୍କ ଦୁରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଦେଶ ଆଜି ବିକଶିତ…

୨ ଦିନରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ କେଜ୍ରିୱାଲ୍

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ଅରବିନ୍ଦ କେଜ୍ରିୱାଲ୍। ୨ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ବୋଲି କହିଛନ୍ତି। ୬ ମାସ ପରେ ଜେଲରୁ ବାହାରିବା ପରେ ଦିଲ୍ଲୀର ଏକ ସାଧାରଣ ସଭାରେ କେଜ୍ରିୱାଲ ଏଭଳି ଘୋଷଣା କରିଛନ୍ତି। ସେ ଅଗ୍ନି…