Tag: CM

ଆଜି ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ମାଲକାନଗିରି ଜିଲ୍ଲା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଜିଲାରେ ବର୍ଷା ପରବର୍ତ୍ତୀ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ହେଲିକପ୍ଟର ଯୋଗେ ମାଲକାନଗିରିରେ ପହଞ୍ଚିବେ ବୋଲି ସୂଚନା ରହିଛି। ମୁଖ୍ୟମନ୍ତ୍ରୀଙ୍କ…

ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ

ନୂଆଁଖାଇରେ ଚାଷୀ ଭାଇଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ବଲପୁର ଗସ୍ତ ଅବସରରେ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ କୃଷକମାନଙ୍କୁ ଉଦବୋଧନ ଦେଇଛନ୍ତି। ନୂଆଁଖାଇ ଅବସରରେ…

‘ନିନାଦ’; ଦିବ୍ୟାଙ୍ଗଙ୍କ ପାଇଁ ସୁଯୋଗ ସୃଷ୍ଟି କରିବା ଆମ ସମାଜର ଦାୟିତ୍ବ

ଦିବ୍ୟାଙ୍ଗମାନେ ଆମଠାରୁ ଅଧିକ କରି ଦେଖାଉଛନ୍ତି। ଭଗବାନଙ୍କର ସେମାନଙ୍କ ଉପରେ ସ୍ବତନ୍ତ୍ର ଆଶୀର୍ବାଦ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ ଭିନ୍ନକ୍ଷମ କଳାକାରଙ୍କ ଦ୍ବାରା ପରିବେଶିତ ସଂଗୀତ…

କେରଳ ଓ ତ୍ରିପୁରାକୁ ୫ କୋଟି ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନ ଓ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଶ୍ରୀ ମାନିକ ଶାହାଙ୍କ ସହିତ ଫୋନ ଯୋଗେ ଆଲୋଚନା କରି ଉଭୟ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଘଟିଥିବା କ୍ଷୟକ୍ଷତି ପାଇଁ ସମବେଦନା…

ରାଉରକେଲା ଷ୍ଟିଲ ପ୍ଲାଣ୍ଟ ସମ୍ପ୍ରସାରଣ ପାଇଁ ସରକାରଙ୍କ ସହଯୋଗ କାମନା

କେନ୍ଦ୍ର ଇସ୍ପାତ ସଚିବ ସନ୍ଦିପ ପୌଣ୍ଡ୍ରିକ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶାରେ ଇସ୍ପାତ ଶିଳ୍ପର ବିକାଶ ସଂପର୍କରେ ଆଲୋଚନା କରିଛନ୍ତି । ଏହି ଆଲୋଚନାରେ SAIL, NMDC ଓ ଇସ୍ପାତ ବିଭାଗ ଅଧୀନଅନ୍ୟାନ୍ୟ…

ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ ଜେଏସପି ଅଧ୍ୟକ୍ଷ ନବୀନ ଜିନ୍ଦଲ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ…

ଓଡ଼ିଶା ସମ୍ପର୍କରେ ମନ୍ତବ୍ୟ ପାଇଁ ମମତା ବାନାର୍ଜୀଙ୍କୁ ମୋହନ ମାଝୀଙ୍କ ଭର୍ତ୍ସନା

ଓଡ଼ିଶା ସମ୍ପର୍କରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ତ୍ସନା କରିଛନ୍ତି। ଆପଣଙ୍କୁ ଏ ଅଧିକାର କିଏ ଦେଲା ବୋଲି ଶ୍ରୀ ମାଝୀ ପ୍ରଶ୍ନ କରିଛନ୍ତି ? ଓଡ଼ିଶା ଏକ ଶାନ୍ତିପ୍ରିୟ…

ସଚିବସ୍ତରୀୟ ବୈଠକ; ସମସ୍ତ ବିଭାଗ ଏକ ଟିମ୍‌ ଭାବେ କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ସମସ୍ତ ବିଭାଗୀୟ ସଚିବମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ…

ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଲେ ସଫେଇ କର୍ମଚାରୀ

ପ୍ରଥମ ଥର ପାଇଁ ସଫେଇ କର୍ମଚାରୀ ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପାଖରୁ ଦେଖି ଖୁସି ହୋଇଛନ୍ତି ସଫେଇ କର୍ମଚାରୀ। ସରକାର ଯାହା ଦେଇଛନ୍ତି, ସେମାନଙ୍କ ପାଇଁ ଯାହା ବ୍ୟବସ୍ଥା କରିଛନ୍ତି, ସେଥିରେ ସେମାନେ ଖୁସି…

ବଜ୍ରପାତରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ୫ଟି ଜିଲ୍ଲାରେ ଆଜି ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି…