Tag: CM

ବ୍ରହ୍ମପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ବ୍ରହ୍ମପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର କେସି ହାଇସ୍କୁଲ ଖେଳପଡ଼ିଆରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ସେଠାରେ ମୁଖ୍ୟମନ୍ତ୍ରୀ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ । ବ୍ରହ୍ମପୁର-ଟାଟାନଗର, ହାୱାଡ଼ା-ରାଉରକେଲାକୁ ଗଡ଼ିବ ବନ୍ଦେ…

କେଜ୍ରିୱାଲଙ୍କୁ ସର୍ତ୍ତମୂଳକ ଜାମିନ

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ ମିଳିଛି। ସିବିଆଇ ଦ୍ୱାରା ପଞ୍ଜୀକୃତ ମାମଲାରେ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି । ଜାମିନର ସର୍ତ୍ତ ଅନୁସାରେ କେଜ୍ରିୱାଲ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଯାଇପାରିବେନି କି କୌଣସି ସରକାରୀ କାଗଜରେ…

ଇସ୍ତଫା ଦେବେ କି ମମତା ବାନାର୍ଜୀ !

କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ-ହତ୍ୟା ଘଟଣାରେ ଆନ୍ଦୋଳନ ଏବେ ବି ଜାରି ରହିଛି। ଜୁନିୟର ଡାକ୍ତରମାନେ ମମତା ବାନାର୍ଜୀ ସରକାରକୁ ବିରୋଧ କରୁଥିବା ବେଳେ ବିବାଦ ଲାଗି ରହିଛି। ଜୁନିୟର ଡାକ୍ତର ନ୍ୟାୟ ଦାବିରେ ଧର୍ମଘଟରେ ବସିଛନ୍ତି। ତେବେ ଧର୍ମଘଟ ବନ୍ଦ…

ଆଜି ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ମାଲକାନଗିରି ଜିଲ୍ଲା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଜିଲାରେ ବର୍ଷା ପରବର୍ତ୍ତୀ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ହେଲିକପ୍ଟର ଯୋଗେ ମାଲକାନଗିରିରେ ପହଞ୍ଚିବେ ବୋଲି ସୂଚନା ରହିଛି। ମୁଖ୍ୟମନ୍ତ୍ରୀଙ୍କ…

ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ

ନୂଆଁଖାଇରେ ଚାଷୀ ଭାଇଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ବଲପୁର ଗସ୍ତ ଅବସରରେ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ କୃଷକମାନଙ୍କୁ ଉଦବୋଧନ ଦେଇଛନ୍ତି। ନୂଆଁଖାଇ ଅବସରରେ…

‘ନିନାଦ’; ଦିବ୍ୟାଙ୍ଗଙ୍କ ପାଇଁ ସୁଯୋଗ ସୃଷ୍ଟି କରିବା ଆମ ସମାଜର ଦାୟିତ୍ବ

ଦିବ୍ୟାଙ୍ଗମାନେ ଆମଠାରୁ ଅଧିକ କରି ଦେଖାଉଛନ୍ତି। ଭଗବାନଙ୍କର ସେମାନଙ୍କ ଉପରେ ସ୍ବତନ୍ତ୍ର ଆଶୀର୍ବାଦ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ ଭିନ୍ନକ୍ଷମ କଳାକାରଙ୍କ ଦ୍ବାରା ପରିବେଶିତ ସଂଗୀତ…

କେରଳ ଓ ତ୍ରିପୁରାକୁ ୫ କୋଟି ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନ ଓ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଶ୍ରୀ ମାନିକ ଶାହାଙ୍କ ସହିତ ଫୋନ ଯୋଗେ ଆଲୋଚନା କରି ଉଭୟ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଘଟିଥିବା କ୍ଷୟକ୍ଷତି ପାଇଁ ସମବେଦନା…

ରାଉରକେଲା ଷ୍ଟିଲ ପ୍ଲାଣ୍ଟ ସମ୍ପ୍ରସାରଣ ପାଇଁ ସରକାରଙ୍କ ସହଯୋଗ କାମନା

କେନ୍ଦ୍ର ଇସ୍ପାତ ସଚିବ ସନ୍ଦିପ ପୌଣ୍ଡ୍ରିକ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶାରେ ଇସ୍ପାତ ଶିଳ୍ପର ବିକାଶ ସଂପର୍କରେ ଆଲୋଚନା କରିଛନ୍ତି । ଏହି ଆଲୋଚନାରେ SAIL, NMDC ଓ ଇସ୍ପାତ ବିଭାଗ ଅଧୀନଅନ୍ୟାନ୍ୟ…

ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ ଜେଏସପି ଅଧ୍ୟକ୍ଷ ନବୀନ ଜିନ୍ଦଲ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ…

ଓଡ଼ିଶା ସମ୍ପର୍କରେ ମନ୍ତବ୍ୟ ପାଇଁ ମମତା ବାନାର୍ଜୀଙ୍କୁ ମୋହନ ମାଝୀଙ୍କ ଭର୍ତ୍ସନା

ଓଡ଼ିଶା ସମ୍ପର୍କରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ତ୍ସନା କରିଛନ୍ତି। ଆପଣଙ୍କୁ ଏ ଅଧିକାର କିଏ ଦେଲା ବୋଲି ଶ୍ରୀ ମାଝୀ ପ୍ରଶ୍ନ କରିଛନ୍ତି ? ଓଡ଼ିଶା ଏକ ଶାନ୍ତିପ୍ରିୟ…