Tag: CM

ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

୨୦୨୪ ପ୍ୟାରିସ୍‌ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଅମିତ୍‌ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍‌ଙ୍କୁ ସମ୍ବର୍ଦ୍ଧିତ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୂଆ ପୋଲିସ ମହାନିର୍ଦ୍ଦେଶକ

୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ ଓଡ଼ିଶାର ନୂଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତି ପାଇଛନ୍ତି। ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ…

ରାଜ୍ୟବାସୀଙ୍କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ

ପବିତ୍ର ୭୮ତମ ସ୍ୱାଧୀନତା ଦିବସ ଅବସରରେ ଦେଶ ଓ ରାଜ୍ୟ ତଥା ସାରା ବିଶ୍ବରେ ରହୁଥିବା ପ୍ରତ୍ୟେକ ଭାରତବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଇପିଏସ ଅଫିସର ୱାଇ. ବି. ଖୁରାନିଆ

ରାଜ୍ୟରେ ନୂଆ ଡିଜିପି ନିଯୁକ୍ତ ହେବେ। ଏ ନେଇ ନିକଟରେ ୩ ଜଣ ଆଇପିଏସ ଅଫିସରଙ୍କୁ ସେମାନଙ୍କ ତଥ୍ୟ ଦେବା ପାଇଁ ଚିଠି ହୋଇଥିଲା। ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି…

ଜାତୀୟ ରାଜପଥ ପ୍ରକଳ୍ପ ଉପରେ ମୁଖ୍ୟମନ୍ତ୍ରୀ-କେନ୍ଦ୍ର ମନ୍ତ୍ରୀ ବିସ୍ତୃତ ଆଲୋଚନା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କ ସହ ଜାତୀୟ ରାଜପଥର ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା କରି ଭବିଷ୍ୟତର ଖସଡ଼ା ପ୍ରସ୍ତୁତ ଉପରେ କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ଆଇନ…

ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ଦାବି କଲେ ଧର୍ମେନ୍ଦ୍ର

ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନ-୨୦୨୦ରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବାୟତ୍ତତାକୁ ସୁରକ୍ଷିତ ରଖିବାକୁ…

ମୁଖ୍ୟମନ୍ତ୍ରୀ-କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏଥିସହ ନୂଆ ଜାତୀୟ ରାଜପଥ ସମୀକ୍ଷା ବୈଠକରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତୀନ ଗଡକରୀଙ୍କ ସହ ବୈଠକ କରିଛନ୍ତି। ଜାତୀୟ ରାଜପଥ ନିର୍ମାଣ…

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଆଜି ଜାତୀୟ ରାଜପଥ ନିର୍ମାଣ ନେଇ ସମୀକ୍ଷା ବୈଠକ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମୀକ୍ଷା ବୈଠକରେ ସାମିଲ ହେବେ। ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗରେ ବିଶେଷ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ସଚିବ; ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଆଜି ଲୋକସେବା ଭବନରେ କେନ୍ଦ୍ର କୋଇଲା ବିଭାଗ ସଚିବ ଶ୍ରୀ ଅମ୍ରିତ ଲାଲ ମୀନା ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଶ୍ରୀ ମୀନାଙ୍କ ସହିତ କୋଲ୍ ଇଣ୍ଡିଆର ଅଧ୍ୟକ୍ଷ ଶ୍ରୀ ପି.ଏମ୍‌ ପ୍ରସାଦ…

ଓଡ଼ିଶାରେ ପୁଞ୍ଜି ବିନିଯୋଗ ପାଇଁ ଆମେରିକାକୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦରେ ଥିବା ଆମେରିକାର କନସୋଲ ଜେନେରାଲ୍ ଜେନିଫର୍ ଲାରସନ ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଜିଙ୍କୁ ଆମେରିକା ଏବଂ ଓଡିଶା ମଧ୍ୟରେ ଭାଗିଦାରୀକୁ ମଜଭୁତ କରିବାର ଉପାୟ ବିଷୟରେ ଆଲୋଚନା କରିବାକୁ ଡାକିଥିଲେ। କନସୋଲ ଜେନେରାଲଙ୍କୁ…