Tag: CM

ମୁଖ୍ୟମନ୍ତ୍ରୀ-ନୀତି ଆୟୋଗ ସିଇଓ ଆଲୋଚନା: ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ ଲକ୍ଷ୍ୟ

ବିକଶିତ ଓଡ଼ିଶା ସ୍ୱପ୍ନ ସାକାର କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ମଙ୍ଗଳବାର ଲୋକସେବା ଭବନରେ ନୀତି ଆୟୋଗ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡ଼ିଶା…

ଆଦିବାସୀଙ୍କ ହିତରେ ମିଶନ ମୋଡ଼ରେ କାମ କରିବ ମୋହନ ସରକାର

ଆଦିବାସୀ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଆକ୍ସନ ମୋଡ଼କୁ ଆସିଛି ମୋହନ ସରକାର। ସେମାନଙ୍କ ହିତ ସାଧନ ଓ ଉନ୍ନତି ହେବ ସରକାରର ପ୍ରାଥମିକତା। ଏଥିପାଇଁ ସମସ୍ତେ ଏକାଠି ହୋଇ କାମ…

ନବନିର୍ବାଚିତ ସାଂସଦ ଓ ବିଧାୟକଙ୍କ ସମ୍ବର୍ଦ୍ଧନା ସମାରୋହ

ଏସସି/ଏସଟି କର୍ମଚାରୀ କଲ୍ୟାଣ ପରିଷଦ ପକ୍ଷରୁ ନବନିର୍ବାଚିତ ସାଂସଦ ଓ ବିଧାୟକଙ୍କ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ସମ୍ବର୍ଦ୍ଧନା ସମାରୋହ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ବିଭାରାଣୀ ଯୁବ ସମାଜ ପାଇଁ ପ୍ରେରଣା: ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ପର୍ବତାରୋହୀ ବିଭାରାଣୀ ପାତ୍ର ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ଆଶୀର୍ବାଦ ଗ୍ରହଣ କରିଛନ୍ତି। ଅଗଷ୍ଟ ୬ରେ ସେ ରୁଷିଆ ଓ ୟୁରୋପର ଉଚ୍ଚତ୍ତମ ଶୃଙ୍ଗ ମାଉଣ୍ଟ…

ବଜେଟ୍‍ର ସଧାରଣ ଆଲୋଚନା ଉପରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର: ‘ଭିଜନ-୨୦୩୬’ର ଖସଡ଼ା ପ୍ରସ୍ତୁତି

୨୦୨୪-୨୫ ବଜେଟ୍‍ର ସଧାରଣ ଆଲୋଚନା ଉପରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ମୁଁ ଏହି ପବିତ୍ର ଗୃହରେ ଚଳିତ ମାସ ୨୫ ତାରିଖରେ ବର୍ଷ ୨୦୨୪-୨୫ର ପୂର୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଥିଲି । ୨୯…

୩୧୬ ନିର୍ବାଚନୀ ହିଂସା ମାମଲା, କଟକରେ ସର୍ବାଧିକ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ସୋମବାର ବିଧାନସଭାରେ ଲିଖିତ ଭାବେ ଜଣାଇଛନ୍ତି ଯେ ଲୋକସଭା ଓ ବିଧାନ ସଭା ନିର୍ବାଚନ ସମୟରେ ସମଗ୍ର ରାଜ୍ୟରେ ନିର୍ବାଚନୀ ହିଂସା ସମ୍ପର୍କିତ ମୋଟ ୩୧୬ଟି ମାମଲା ସାମ୍ନାକୁ ଆସିଥିବାବେଳେ କଟକରେ ସର୍ବାଧିକ ମାମଲା ରହିଛି…

ପୋଲାଭରମ ଓ ଆଳୁ ସମସ୍ୟା ନେଇ ନାଇଡ଼ୁ ଓ ମମତାଙ୍କ ସହ କଥା ହେଲେ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତର ସଫଳତାରେ ଖୁସିବ୍ୟକ୍ତ କରି ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ସରକାରୀ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ଉପମୁଖ୍ୟ…

୬ ଜଣ ଅଫିସରଙ୍କୁ ବିଭିନ୍ନ ବିଭାଗର ଦାୟିତ୍ୱ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୬ ଜଣ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି । ଅଫିସରମାନଙ୍କୁ ବିଭିନ୍ନ ବିଭାଗର ଦାୟିତ୍ୱ ବାଣ୍ଟିଛନ୍ତି ସରକାର । ଆଇଏଏସ ନିକୁଞ୍ଜ ଧଳଙ୍କୁ ଗୃହ, ଅର୍ଥ, ଶିଳ୍ପ ପରି ଗୁରୁତ୍ବପୂର୍ଣ୍ଣ ବିଭାଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଇଏଏସ…

କେନ୍ଦ୍ର ସରକାରରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଓ ଓଡ଼ିଆ ପଦାଧିକାରୀମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ନୀତି ଆୟୋଗ ବୈଠକରେ ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେବା ପରେ ଆଜି ଓଡ଼ିଶା ଭବନରେ କେନ୍ଦ୍ରରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଅଧିକାରୀମାନଙ୍କ ଏକ ବୈଠକର ଆୟୋଜନ କରାଯାଇଥିଲା। ଏଥିରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…