Tag: CM

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୟନିକାର ସ୍ବତନ୍ତ୍ର ବିକ୍ରୟ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବିଜୁ ପଟ୍ଟନାୟକ ବିମାନବନ୍ଦର ଭିତରେ ବୟନିକାର ଏକ ସ୍ବତନ୍ତ୍ର ବିକ୍ରୟ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୟନିକାର ଏହି ସ୍ବତନ୍ତ୍ର ଶୋ’ରୁମ୍ ଓଡ଼ିଶାର ପାରମ୍ପରିକ ହସ୍ତତନ୍ତର ଗରିମାକୁ…

କେନ୍ଦୁଝର ଓ ସୋନପୁରରେ ଇଏସଆଇ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ପ୍ରତିଟି ଜୀବନ ମୂଲ୍ୟବାନ। ତେଣୁ ଗରିବ ଶ୍ରେଣୀର ଲୋକଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇଏସଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । କେନ୍ଦୁଝର ଓ ସୋନପୁର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା…

୨ ଘଣ୍ଟା ୮ ମିନିଟ୍‌ ଧରି ବଜେଟ ପଢ଼ି ମୁଖ୍ୟମନ୍ତ୍ରୀଙ୍କ ସର୍ବକାଳୀନ ରେକର୍ଡ଼

ଓଡ଼ିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ସମୟରେ ସନ୍ଧ୍ୟା ୫ଟାରୁ ୭ଟା ୮ମିନିଟ୍‌ ଯାଏଁ ୨ ଘଣ୍ଟା ୮ ମିନିଟ୍‌ ଧରି ବଜେଟ…

୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ପାଇଁ ଆମ ସରକାର ପ୍ରତିବଦ୍ଧ: ମୁଖ୍ୟମନ୍ତ୍ରୀ

ମାନ୍ୟବର ରାଜ୍ୟପାଳଙ୍କ ଅଭିଭାଷଣ ସଂପର୍କିତ ଧନ୍ୟବାଦ ପ୍ରସ୍ତାବ ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତବ୍ୟ ଦେଇଛନ୍ତି । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ମାନ୍ୟବର ରାଜ୍ୟପାଳଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଓଡିଶାର…

ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ ଗଠିତ

ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ଭାବେ ନିଯୁକ୍ତ…

ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଆଡଭୋକେଟ୍ ଜେନେରାଲ

ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଦାୟିତ୍ବ ଗ୍ରହଣ କରିବା ପରେ ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ଆଚାର୍ଯ୍ୟଙ୍କୁ ନୂତନ ଦାୟିତ୍ବ ପାଇଁ ଶୁଭେଚ୍ଛା…

ସର୍ବଦଳୀୟ ବୈଠକ ପାଇଁ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ୨୨ ତାରିଖ ଅର୍ଥାତ ଆସନ୍ତାକାଲି ଅଧିବେଶନ ଆରମ୍ଭ ହେବ। ତେଣୁ ନବୀନ ନିବାସ ଯାଇ ସର୍ବଦଳୀୟ ବୈଠକ ପାଇଁ ବିରୋଧୀ ଦଳ ନେତା ଭାବେ…

୨୨ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ଜୁଲାଇ ୨୨ ତାରିଖ ସୋମବାରଠାରୁ ଆରମ୍ଭ ହେଉଛି। ତେଣୁ ସେହିଦିନ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଲୋକଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏହି…

ମୁଖ୍ୟମନ୍ତ୍ରୀଙ୍କ ଆଗରେ ଅପ୍ରୀତିକର ସ୍ଥିତି: ଦଳର ଦୁଇଗୋଷ୍ଠୀ ମୁହାଁମୁହିଁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତବେଳେ ମାହାଙ୍ଗା ନିର୍ବାଚନ ମଣ୍ଡଳୀ ନିଶ୍ଚିନ୍ତକୋଇଲ ବ୍ଲକ ତହସିଲ ଛକ ନିକଟରେ ଅପ୍ରୀତିକର ସ୍ଥିତି ଦେଖାଦେଇଛି। ବିଜେପି କର୍ମୀ ଓ ସ୍ବାଧୀନ ବିଧାୟକଙ୍କ ସମର୍ଥକ ମୁହାଁମୁହିଁ ହୋଇଛନ୍ତି। ମୁଖ୍ଯମନ୍ତ୍ରୀଙ୍କ ସ୍ବାଗତ ସମୟରେ ପରାଜିତ ବିଜେପି ବିଧାୟକ…

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ: ମୁମ୍ବାଇରୁ ଆସିଲା ଓଡ଼ିଆ ଶ୍ରମିକଙ୍କ ମୃତଦେହ

ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ସାହାପୁର ଗ୍ରାମର ମୁରଲୀଧର ମହାକୁଡ ମୁମ୍ବାଇରେ ଶ୍ରମଜୀବୀ ଭାବେ କାର୍ଯ୍ୟ କରୁଥିଲେ। ଅସୁସ୍ଥତା ଯୋଗୁଁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ମୁରଲୀଧରଙ୍କ ଅତ୍ୟନ୍ତ ଗରିବ। ମୁମ୍ବାଇରୁ ମୃତଦେହ ଆଣିବା ପାଇଁ…