Tag: CM

୬ ଜଣ ଅଫିସରଙ୍କୁ ବିଭିନ୍ନ ବିଭାଗର ଦାୟିତ୍ୱ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୬ ଜଣ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି । ଅଫିସରମାନଙ୍କୁ ବିଭିନ୍ନ ବିଭାଗର ଦାୟିତ୍ୱ ବାଣ୍ଟିଛନ୍ତି ସରକାର । ଆଇଏଏସ ନିକୁଞ୍ଜ ଧଳଙ୍କୁ ଗୃହ, ଅର୍ଥ, ଶିଳ୍ପ ପରି ଗୁରୁତ୍ବପୂର୍ଣ୍ଣ ବିଭାଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଇଏଏସ…

କେନ୍ଦ୍ର ସରକାରରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଓ ଓଡ଼ିଆ ପଦାଧିକାରୀମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ନୀତି ଆୟୋଗ ବୈଠକରେ ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେବା ପରେ ଆଜି ଓଡ଼ିଶା ଭବନରେ କେନ୍ଦ୍ରରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଅଧିକାରୀମାନଙ୍କ ଏକ ବୈଠକର ଆୟୋଜନ କରାଯାଇଥିଲା। ଏଥିରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୟନିକାର ସ୍ବତନ୍ତ୍ର ବିକ୍ରୟ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବିଜୁ ପଟ୍ଟନାୟକ ବିମାନବନ୍ଦର ଭିତରେ ବୟନିକାର ଏକ ସ୍ବତନ୍ତ୍ର ବିକ୍ରୟ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୟନିକାର ଏହି ସ୍ବତନ୍ତ୍ର ଶୋ’ରୁମ୍ ଓଡ଼ିଶାର ପାରମ୍ପରିକ ହସ୍ତତନ୍ତର ଗରିମାକୁ…

କେନ୍ଦୁଝର ଓ ସୋନପୁରରେ ଇଏସଆଇ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ପ୍ରତିଟି ଜୀବନ ମୂଲ୍ୟବାନ। ତେଣୁ ଗରିବ ଶ୍ରେଣୀର ଲୋକଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇଏସଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । କେନ୍ଦୁଝର ଓ ସୋନପୁର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା…

୨ ଘଣ୍ଟା ୮ ମିନିଟ୍‌ ଧରି ବଜେଟ ପଢ଼ି ମୁଖ୍ୟମନ୍ତ୍ରୀଙ୍କ ସର୍ବକାଳୀନ ରେକର୍ଡ଼

ଓଡ଼ିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ସମୟରେ ସନ୍ଧ୍ୟା ୫ଟାରୁ ୭ଟା ୮ମିନିଟ୍‌ ଯାଏଁ ୨ ଘଣ୍ଟା ୮ ମିନିଟ୍‌ ଧରି ବଜେଟ…

୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ପାଇଁ ଆମ ସରକାର ପ୍ରତିବଦ୍ଧ: ମୁଖ୍ୟମନ୍ତ୍ରୀ

ମାନ୍ୟବର ରାଜ୍ୟପାଳଙ୍କ ଅଭିଭାଷଣ ସଂପର୍କିତ ଧନ୍ୟବାଦ ପ୍ରସ୍ତାବ ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତବ୍ୟ ଦେଇଛନ୍ତି । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ମାନ୍ୟବର ରାଜ୍ୟପାଳଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଓଡିଶାର…

ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ ଗଠିତ

ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ଭାବେ ନିଯୁକ୍ତ…

ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଆଡଭୋକେଟ୍ ଜେନେରାଲ

ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଦାୟିତ୍ବ ଗ୍ରହଣ କରିବା ପରେ ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ଆଚାର୍ଯ୍ୟଙ୍କୁ ନୂତନ ଦାୟିତ୍ବ ପାଇଁ ଶୁଭେଚ୍ଛା…

ସର୍ବଦଳୀୟ ବୈଠକ ପାଇଁ ନବୀନଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ୨୨ ତାରିଖ ଅର୍ଥାତ ଆସନ୍ତାକାଲି ଅଧିବେଶନ ଆରମ୍ଭ ହେବ। ତେଣୁ ନବୀନ ନିବାସ ଯାଇ ସର୍ବଦଳୀୟ ବୈଠକ ପାଇଁ ବିରୋଧୀ ଦଳ ନେତା ଭାବେ…