Tag: CM

ଏଯାବତ୍ ୧୦୦୦ ଅଭିଯୋଗର ଶୁଣାଣି ହୋଇଛି: ମୁଖ୍ୟମନ୍ତ୍ରୀ

ଅଭିଯୋଗ ଶୁଣାଣି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା ଦେଇଛନ୍ତି। ଆଜି ମୋଟ୍ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଛି। ଏଯାବତ୍ ୧୦୦୦ ଅଭିଯୋଗର ଶୁଣାଣି ଶେଷ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। RDCସ୍ତରରେ ଅଭିଯୋଗର ସମାଧାନ ପାଇଁ ଯୋଜନା କରାଯାଉଛି। ଆମେ…

ଚଠି ବନାମ ଚିଠି: ନବୀନଙ୍କୁ ମୋହନଙ୍କ ଉତ୍ତର

ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ ଚିଠି ଲେଖିଥିଲେ। ତେବେ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଚିଠିର ଉତ୍ତର ରଖିଛନ୍ତି। ଆଉ କହିଛନ୍ତି, ଜଗତର ନାଥ ଜଗନ୍ନାଥ…

ମୁଖ୍ୟମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ିରେ ରହିବେ ମହିଳା ପୋଲିସ!

ମୁଖ୍ୟମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ିରେ ରହିବେ ମହିଳା ପୋଲିସ। ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ କାର୍କେଡ଼ ଅବରୋଧ ମାମଲା ପରେ ଚେତା ପଶିଛି। ସେପଟେ କେମିତି ସୁରକ୍ଷା ଭେଦିଲେ ମହିଳା, ସେ ନେଇ କମିଶନରେଟ ପୋଲିସର ଚାଲିଛି ତନାଘନା। ମୁଖ୍ୟମନ୍ତ୍ରୀଙ୍କ କାର୍କେଡ଼ ପୂର୍ବରୁ ପାଇଲଟିଂ ଗାଡ଼ିରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜେଏସପିଏଲ ମୁଖ୍ୟ ନବୀନ ଜିନ୍ଦଲ

ଭାରତୀୟ ଇସ୍ପାତ ସଂଘ ପକ୍ଷରୁ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଭେଟିଛନ୍ତି ଜେଏସପିଏଲ ମୁଖ୍ୟ ନବୀନ ଜିନ୍ଦଲ। ସେ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ଅନୁଗୁଳ ଜିନ୍ଦଲ ପ୍ଲାଣ୍ଟ ବିଶ୍ୱର…

ଘୋଷଯାତ୍ରାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର ପୁରୀ । ଆଜି ରଥଯାତ୍ରାରେ ସାମିଲ ହୋଇ ମହାବାହୁଙ୍କ ଆଶୀର୍ବାଦ ନେଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ସହ ଅଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ…

ମୁଖ୍ୟମନ୍ତ୍ରୀ-ସଚିବ ବୈଠକ: ନିର୍ବାଚନ ପ୍ରତିଶୃତି ପାଳନ ଉପରେ ଗୁରୁତ୍ବ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଖାରବେଳ ଭବନଠାରେ ସମସ୍ତ ସଚିବମାନଙ୍କ ସହ ବୈଠକରେ ଯୋଗଦେଇ ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିର୍ବାଚନ ପ୍ରତିଶୃତି ପାଳନ ପାଇଁ ବିଧିବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

୮ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୮ ତାରିଖରେ ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦେଇଛି।

ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍ । ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ । ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ରାଜ ଭବନରେ ତାଙ୍କୁ ଶପଥ କରାଯାଇଛି। ଜେଲରୁ ମୁକୁଳିବା ପରେ ସେ…

ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାମ କରୁଥିଲେ । ଏହି…