Tag: CM

୨୨ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ଜୁଲାଇ ୨୨ ତାରିଖ ସୋମବାରଠାରୁ ଆରମ୍ଭ ହେଉଛି। ତେଣୁ ସେହିଦିନ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଲୋକଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏହି…

ମୁଖ୍ୟମନ୍ତ୍ରୀଙ୍କ ଆଗରେ ଅପ୍ରୀତିକର ସ୍ଥିତି: ଦଳର ଦୁଇଗୋଷ୍ଠୀ ମୁହାଁମୁହିଁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତବେଳେ ମାହାଙ୍ଗା ନିର୍ବାଚନ ମଣ୍ଡଳୀ ନିଶ୍ଚିନ୍ତକୋଇଲ ବ୍ଲକ ତହସିଲ ଛକ ନିକଟରେ ଅପ୍ରୀତିକର ସ୍ଥିତି ଦେଖାଦେଇଛି। ବିଜେପି କର୍ମୀ ଓ ସ୍ବାଧୀନ ବିଧାୟକଙ୍କ ସମର୍ଥକ ମୁହାଁମୁହିଁ ହୋଇଛନ୍ତି। ମୁଖ୍ଯମନ୍ତ୍ରୀଙ୍କ ସ୍ବାଗତ ସମୟରେ ପରାଜିତ ବିଜେପି ବିଧାୟକ…

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ: ମୁମ୍ବାଇରୁ ଆସିଲା ଓଡ଼ିଆ ଶ୍ରମିକଙ୍କ ମୃତଦେହ

ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ସାହାପୁର ଗ୍ରାମର ମୁରଲୀଧର ମହାକୁଡ ମୁମ୍ବାଇରେ ଶ୍ରମଜୀବୀ ଭାବେ କାର୍ଯ୍ୟ କରୁଥିଲେ। ଅସୁସ୍ଥତା ଯୋଗୁଁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ମୁରଲୀଧରଙ୍କ ଅତ୍ୟନ୍ତ ଗରିବ। ମୁମ୍ବାଇରୁ ମୃତଦେହ ଆଣିବା ପାଇଁ…

ଏଯାବତ୍ ୧୦୦୦ ଅଭିଯୋଗର ଶୁଣାଣି ହୋଇଛି: ମୁଖ୍ୟମନ୍ତ୍ରୀ

ଅଭିଯୋଗ ଶୁଣାଣି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା ଦେଇଛନ୍ତି। ଆଜି ମୋଟ୍ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଛି। ଏଯାବତ୍ ୧୦୦୦ ଅଭିଯୋଗର ଶୁଣାଣି ଶେଷ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। RDCସ୍ତରରେ ଅଭିଯୋଗର ସମାଧାନ ପାଇଁ ଯୋଜନା କରାଯାଉଛି। ଆମେ…

ଚଠି ବନାମ ଚିଠି: ନବୀନଙ୍କୁ ମୋହନଙ୍କ ଉତ୍ତର

ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ ଚିଠି ଲେଖିଥିଲେ। ତେବେ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଚିଠିର ଉତ୍ତର ରଖିଛନ୍ତି। ଆଉ କହିଛନ୍ତି, ଜଗତର ନାଥ ଜଗନ୍ନାଥ…

ମୁଖ୍ୟମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ିରେ ରହିବେ ମହିଳା ପୋଲିସ!

ମୁଖ୍ୟମନ୍ତ୍ରୀଙ୍କ ପାଇଲଟିଂ ଗାଡ଼ିରେ ରହିବେ ମହିଳା ପୋଲିସ। ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ କାର୍କେଡ଼ ଅବରୋଧ ମାମଲା ପରେ ଚେତା ପଶିଛି। ସେପଟେ କେମିତି ସୁରକ୍ଷା ଭେଦିଲେ ମହିଳା, ସେ ନେଇ କମିଶନରେଟ ପୋଲିସର ଚାଲିଛି ତନାଘନା। ମୁଖ୍ୟମନ୍ତ୍ରୀଙ୍କ କାର୍କେଡ଼ ପୂର୍ବରୁ ପାଇଲଟିଂ ଗାଡ଼ିରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜେଏସପିଏଲ ମୁଖ୍ୟ ନବୀନ ଜିନ୍ଦଲ

ଭାରତୀୟ ଇସ୍ପାତ ସଂଘ ପକ୍ଷରୁ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଭେଟିଛନ୍ତି ଜେଏସପିଏଲ ମୁଖ୍ୟ ନବୀନ ଜିନ୍ଦଲ। ସେ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ଅନୁଗୁଳ ଜିନ୍ଦଲ ପ୍ଲାଣ୍ଟ ବିଶ୍ୱର…

ଘୋଷଯାତ୍ରାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର ପୁରୀ । ଆଜି ରଥଯାତ୍ରାରେ ସାମିଲ ହୋଇ ମହାବାହୁଙ୍କ ଆଶୀର୍ବାଦ ନେଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ସହ ଅଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ…

ମୁଖ୍ୟମନ୍ତ୍ରୀ-ସଚିବ ବୈଠକ: ନିର୍ବାଚନ ପ୍ରତିଶୃତି ପାଳନ ଉପରେ ଗୁରୁତ୍ବ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଖାରବେଳ ଭବନଠାରେ ସମସ୍ତ ସଚିବମାନଙ୍କ ସହ ବୈଠକରେ ଯୋଗଦେଇ ନୂଆ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିର୍ବାଚନ ପ୍ରତିଶୃତି ପାଳନ ପାଇଁ ବିଧିବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

୮ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୮ ତାରିଖରେ ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦେଇଛି।