Tag: CM

ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍ । ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ । ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ରାଜ ଭବନରେ ତାଙ୍କୁ ଶପଥ କରାଯାଇଛି। ଜେଲରୁ ମୁକୁଳିବା ପରେ ସେ…

ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାମ କରୁଥିଲେ । ଏହି…

୧୦୦ ଦିନିଆ କାର୍ଯ୍ୟ ଖସଡ଼ା ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀମାନଙ୍କୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ଚାଲିଛି । ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଏହି ବୈଠକ ବସିଛି। ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅଧିକାଂଶ ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ଅଛନ୍ତି। ଆଗକୁ ବିଭାଗ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ପୂଜାପଣ୍ଡା ନିଯୋଗ ସଦସ୍ୟ

ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି ପୁରୀ ପୂଜାପଣ୍ଡା ନିଯୋଗ ସଦସ୍ୟ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଆଶୀର୍ବାଦ କରିଛନ୍ତି।

ନୂତନ ଆଶା ଆଣିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନତା ଦରବାର ଆରମ୍ଭ। ମୁଖ୍ୟମନ୍ତ୍ରୀଙ୍କ ଏହି ଅଭିଯୋଗ ଶୁଣାଣି ଲୋକଙ୍କ ମନରେ ଏକ ନୂତନ ଆଶା ସଞ୍ଚାର କରିଛି। ମାଳ ମାଳ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଜନତା। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନତାଙ୍କ…

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିକୁଞ୍ଜ ଧଳ

ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ନୂଆ ନିଯୁକ୍ତି ମିଳିବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର…

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମନୋଜ ଆହୁଜା

ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ମନୋଜ ଆହୁଜା। ଦାୟିତ୍ୱ ନେବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ…

ନୂଆ ଓଡ଼ିଶା ଗଠନ ଓ ଓଡ଼ିଆ ଅସ୍ମିତାର ସଂକଳ୍ପ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପିର ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଏକ ନୂଆ ଓଡ଼ିଶା ଗଠନର ଦାୟିତ୍ୱ ଆମମାନଙ୍କୁ ମିଳିଛି। ଓଡ଼ିଆ ଅସ୍ମିତାକୁ ବଜାୟ ରଖିବା ପାଇଁ ମଧ୍ୟ ଆମକୁ ସଂକଳ୍ପ ନେବାକୁ ପଡ଼ିବ।…

ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକବର୍ଦ୍ଧନ ସିଂହଦେଓ। ଆଜି ସେମାନେ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପିର ବିଜୟ ଉତ୍ସବରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଓ…