Tag: CM

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ। ଦିଲ୍ଲୀ ଗସ୍ତ କରିଥିବା ବେଳେ ଗୁରୁବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ସାକ୍ଷାତ…

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂଦେଓ। ରାଜ୍ୟରେ ବିଜେପି ସରକାର କରିବା ପରେ ଏବଂ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଦାୟିତ୍ୱ ନେବା…

ଯୋଜନା ଓ ସଂଯୋଜନ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁ ଆଶା ଅଛି ବୋଲି ସେ ମତ…

ଝୁମ୍ପୁରା ହାଇସ୍କୁଲରେ ସହପାଠୀଙ୍କ ସହ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି। ଆଜି ତାଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ। ପିଲାଦିନେ ପାଠ ପଢ଼ୁଥିବା ଝୁମ୍ପୁରା…

କେନ୍ଦୁଝରରେ ଗର୍ଜିଲେ ମୋହନ ମାଝୀ; କହିଲେ ‘ଖଣି ମାଫିଆଙ୍କୁ ଛାଡ଼ିବିନି’

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଗସ୍ତ କରିଥିବା ବେଳେ ସମ୍ବର୍ଦ୍ଧନା ସଭାରେ ଉଦବୋଧନ ଦେଇଛନ୍ତି। ଏହି ସମୟରେ ପୂର୍ବ ବିଜେଡି ସରକାର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ସମ୍ବର୍ଦ୍ଧନା ସଭାରେ କେନ୍ଦୁଝରକୁ ଲୁଟ୍ କରାଯାଉଥିଲା ବୋଲି…

ଶପଥ ଗ୍ରହଣ ପରେ ପ୍ରଥମ ଥର ନିଜ ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଘଟଗାଁରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମା’ ତାରିଣୀଙ୍କ ଦର୍ଶନ କଲେ। ଘଟଗାଁ ହାଇସ୍କୁଲ ପଡିଆରୁ ମା’ଙ୍କ ମନ୍ଦିର ପର୍ଯ୍ୟନ୍ତ ବିଶାଳ ରୋଡ଼ ଶୋ’ ହୋଇଥିଲା। ଯିବା ବେଳେ ଲୋକଙ୍କ କଥା ଶୁଣି ସମସ୍ୟା ସମାଧାନ ପାଇଁ କହିଥିଲେ।…

ମା’ ତାରିଣୀ ପୀଠ ଲାଗି ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କ୍ରମରେ ପ୍ରଥମେ ସେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ…

ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

ଆଜି ଦୁଇ ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଜନ୍ମମାଟିକୁ ଗସ୍ତ। ପ୍ରଥମେ ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ କରିବେ। ପରେ କେନ୍ଦୁଝରରେ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି…

ପ୍ରତିଦିନ ୨ ଘଣ୍ଟା ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ; ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ତତ୍ପରତା

ସରକାର ଗଠନ ହେବାର କିଛିଦିନ ମଧ୍ୟରେ ଆକ୍ସନ ମୋଡକୁ ଆସିଛନ୍ତି ବିଜେପି ସରକାର। ମୁଖ୍ୟମନ୍ତ୍ରୀ ମୋହନ ମାଝି ବୁଧବାର ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ସମ୍ପୂର୍ଣ୍ଣ ତଥ୍ୟ ମାଗଛନ୍ତି। ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ତତ୍ପରତା ପ୍ରକାଶ କଲେ ରାଜ୍ୟ ସରକାର। ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ…