Tag: Cmmohan charan majhi

Ratha Jatra 2026: ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ ଆରମ୍ଭ

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୁରୀକୁ ଦେଶ-ବିଦେଶରୁ ଆସୁଥିବା ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ରାଜ୍ୟ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ହୋଇଛି। ଏହାରି ମଧ୍ୟରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ତ୍ରୁଟିଶୂନ୍ୟ ପାଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ…

CM Mohan Majhi to Visit Delhi: ଆଜି ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜିଠୁ ଦୁଇ ଦିନିଆ ଗୁରୁତ୍ୱପୂର୍ଣ୍ଣ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ମଧ୍ୟାହ୍ନ ୧୨:୩୦ରେ ସେ ଦିଲ୍ଲୀ ଅଭିମୁଖେ ବାହାରିଥିବା ବେଳେ ଆସନ୍ତାକାଲି ସନ୍ଧ୍ୟାରେ ଭୁବନେଶ୍ୱର ଫେରିବେ।ସରକାରୀ କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ଦୁଇ…

Nuapada Bypoll: ଅପଶବ୍ଦ ବ୍ୟବହାର ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭୁଲ ମାଗନ୍ତୁ: ଭକ୍ତ ଦାସ

ନିର୍ବାଚନ ପ୍ରଚାରର ଶେଷ ଦିନରେ ନୂଆପଡ଼ାର ଖୁଣ୍ଟିଆ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ କୁ ସମ୍ବୋଧିତ କରି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି କଂଗ୍ରେସର ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମକୁ ଉପଯୁକ୍ତ ସମୟ ଦେଇଥିବାରୁ ସମସ୍ତ ଗଣମାଧ୍ୟମର ବନ୍ଧୁମାନଙ୍କୁ…

Ghatshila Bypoll: ଝାଡ଼ଖଣ୍ଡରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଝାଡ଼ଖଣ୍ଡରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଘାଟସିଲା ଉପନିର୍ବାଚନ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ ମୋହନ । ବିଜେପି ପ୍ରାର୍ଥୀ ବାବୁଲାଲ ସୋରେନଙ୍କ ପାଇଁ ପ୍ରଚାର କରିବା ସହ ଆୟୋଜିତ ୨ଟି ଜନସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ। ଓଡ଼ିଶାର…

Run For Unity: ଏକତା ଦୌଡ଼ କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦେଶ ପାଳୁଛି ଲୌହ ମାନବ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ। ଏହି ଉପଲକ୍ଷେ ସାରା ଦେଶରେ ‘ଏକତା ଦିବସ’ ପାଳନ କରାଯାଉଛି। ଏହାକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ସାରା ଦେଶରେ ପାଳନ କରାଯାଉଛି । ଏହି ଅବସରରେ ଭୁବନେଶ୍ୱରରେ ଏକତା…

Cyclone Montha: ମୋନ୍ଥା ସମୀକ୍ଷା ପାଇଁ କଣ୍ଟ୍ରୋଲ ରୁମ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ମୋନ୍ଥା’ ସମୀକ୍ଷା ପାଇଁ କଣ୍ଟ୍ରୋଲ ରୁମ୍‌ରେ ଉପସ୍ଥିତ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ, SRC ମଧ୍ୟ ଉପସ୍ଥିତ ରହିଛନ୍ତି । ଯେଉଁ…

Vigilance Awareness: ଦୁର୍ନୀତିରେ ଯୁବ ଅଧିକାରୀଙ୍କ ସଂପୃକ୍ତି ନେଇ କ୍ଷୋଭ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ କ୍ଷୋଭ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ସରକାରୀ ଅଧିକାରୀମାନଙ୍କୁ ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହିତ ଯୁବପୀଢ଼ି ଦୁର୍ନୀତିରେ ଲିପ୍ତ ହେବା ନେଇ ମୁଖ୍ୟମନ୍ତ୍ରୀ…

Chhath Puja: ପତ୍ନୀଙ୍କ ସହିତ ପବିତ୍ର ‘ଛଟ୍ ପୂଜା’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ହେଉଛି ପବିତ୍ର ‘ଛଟ୍ ପୂଜା’ର ଅନ୍ତିମ ଦିବସ । ଏଥିପାଇଁ ଚାରିଆଡ଼େ ସବୁଠି ଉତ୍ସବ ମୁଖର । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ପତ୍ନୀଙ୍କ ସହିତ ଭୁବନେଶ୍ୱରରେ ଆୟୋଜିତ ଛଟ୍ ପୂଜାରେ ସାମିଲ ହୋଇଛନ୍ତି ।…

Cyclone Montha: ଆସନ୍ତାକାଲି ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତାକାଲି ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସକାଳ ସାଢ଼େ ୧୦ଟାରେ ବାତ୍ୟା ମୁକାବିଲା ପାଇଁ ବରିଷ୍ଠ ଅଧିକାରୀ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନର ଦେଓ ରଞ୍ଜନ…

ପାଣ୍ଡେରାରେ ହେବ ଆଧୁନିକ ମାଛ ବଜାର; ଆସନ୍ତା ୧୧ରେ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ପାଣ୍ଡେରାରେ ହେବ ଆଧୁନିକ ମାଛ ବଜାର । ଆସନ୍ତା ୧୧ରେ ଭୁବନେଶ୍ୱର ପାଣ୍ଡରାରେ ଫିସ ମାର୍କେଟର ଶିଳାନ୍ୟାସ । VCରେ ଫିସ୍‌ ମାର୍କେଟ୍‌ର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରାୟ ୬୦ କୋଟି ବ୍ୟୟରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ ଯୋଜନାରେ…