Tag: Cmmohan charan majhi

ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାରେ ଘାରିଲାଣି ଝାଡ଼ାବାନ୍ତି ଡର; ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ

ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ଝାଡାବାନ୍ତି ବ୍ଯାପି ଥିବାର ଖବର ଆସିବା ମାତ୍ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ତଥା ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା…

ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଓ ଟ୍ରେନିଙ୍ଗ ଭତ୍ତା ବୃଦ୍ଧି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ (Civil Defence Volunteer) ମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା…

ପିସିଆର୍‌ ଭ୍ୟାନ୍‌କୁ ହାଇଓ୍ୱା ଧକ୍କା ଦେବା ଘଟଣା: ମୃତ ୨ ପୋଲିସ କର୍ମଚାରୀଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ ଗତିରାଉତପାଟଣା ନିକଟରେ ପିସିଆର୍‌ ଭ୍ୟାନ୍‌କୁ ଧକ୍କା ଦେଲା ହାଇଓ୍ୱା। ଯେଉଁଥିରେ ଦୁଇ ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏଥିରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ ସହ ସହାୟତା…

ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର

ଆସନ୍ତାକାଲି ସମ୍ବଲପୁର ରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର । ଦୁର୍ଗାପାଲିସ୍ଥିତ ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟଠାରେ ଲୋକଙ୍କ ଅଭିଯୋଗ ଶୁଣିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେଣୁ ଏହା ପୂର୍ବରୁ ସମୀକ୍ଷା…

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ; ଦୁଃଖ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ କଲେ ଘୋଷଣା 

ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ରମାକାନ୍ତ ରଥଙ୍କ ଶେଷକୃତ୍ୟ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ମନୋଜଙ୍କ ସିଏମଓ ପ୍ରବେଶରେ ବାଧକ ସାଜୁଥିଲା କିଏ ?

ମଙ୍ଗଳବାର ଦି’ଟା ଜବରଦସ୍ତ ନିଷ୍ପତି ନେଇଚନ୍ତି ମୋହନ ବାବୁ । ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀ ସିବିଆଇ ଜେରାରେ ପଡିବା ପରେ ସମସ୍ତେ ଆଙ୍ଗୁଳି ଦେଖାଉଥିଲେ ସିଏମଙ୍କ ଆଡକୁ । କାହିଁକି କଠୋର ନିଷ୍ପତି ନେଉନାହାଁନ୍ତି ମୋହନ ? ହେଲେ…

ନିଜ ବାସଭବନ ରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ଶ୍ରୀ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବାକୁ ଓ ତା’ର ପ୍ରତିକାର ପାଇଁ ବ୍ୟବସ୍ଥା କରିବାକୁ ସବୁବେଳେ ପ୍ରାଧାନ୍ୟ ଦେଇଥାନ୍ତି…

ନବରଙ୍ଗପୁରରେ ମଣ୍ଡେଇ ପର୍ବରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ

ନବରଙ୍ଗପୁର ଜିଲ୍ଲାର ଅନ୍ୟ ଏକ ପରିଚୟ “ମଣ୍ଡେଇ” ପର୍ବ। ଜିଲ୍ଲାର ସାଂସ୍କୃତିକ ଏବଂ ସାମାଜିକ ପରମ୍ପରାର ଗୁରୁତ୍ଵକୁ ବହନ କରେ ମଣ୍ଡେଇ ଏହି ମଣ୍ଡେଇ ପର୍ବ । ଆସନ୍ତା ୦୬/୧୨/୨୪ ରୁ ୧୦/୧୨/୨୪ ପର୍ଯ୍ୟନ୍ତ ପାଳନ ହେବାକୁ ଥିବା ଏହି ଜିଲ୍ଲାସ୍ତରୀୟ…

ଦାନା କ୍ଷୟକ୍ଷତି ଆକଳନ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିଲେ ଆନ୍ତ-କେନ୍ଦ୍ରୀୟ ଟିମ

‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟର ଯୁଗ୍ମ ସଚିବ ଶ୍ରୀ ପିକେ ରାଏଙ୍କ ନେତୃତ୍ବରେ ଏକ ସାତ…

ମା’ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତିପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର। ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠସ୍ତବ ଏବଂ ବାମନ ପୁରାଣରେ…