Tag: Cmmohan charan majhi

ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ହେବ ପୁନରୁଦ୍ଧାର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଶ୍ରୀମଦ୍ ଭାଗବତ ମହୋତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ଆଜି ଭୁବନେଶ୍ବରର କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଝୁମ୍ପୁରାରେ ମା’ଦୁର୍ଗାଙ୍କ ପୂଜା ଅର୍ଚ୍ଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର ଗସ୍ତରେ ଯାଇ ମାଆ ଦୁର୍ଗାଙ୍କ ପୂଜାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପବିତ୍ର ମହାଅଷ୍ଟମୀ ଅବସରରେ କେନ୍ଦୁଝରସ୍ଥିତ ଝୁମ୍ପୁରା ପୂଜା ମଣ୍ଡପରେ ଜଗତଜନନୀ ମା’ଦୁର୍ଗାଙ୍କ ପୂଜା ଅର୍ଚ୍ଚନା କରିବା ସହ ମା’ଙ୍କ ନିକଟରେ ରାଜ୍ୟବାସୀଙ୍କ ମଙ୍ଗଳ କରିଛନ୍ତି…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ୨୧ ତାରିଖରେ କଳିଙ୍ଗ ଷ୍ଟାଡିୟମ ଠାରେ ହେବ ବିଶାଳ ଗଣଦୌଡ 

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଆସନ୍ତା ୨୧ ତାରିଖ ରବିବାର ଦିନ ଆୟୋଜିତ ହେବାକୁ ଥିବା ଗଣ ଦୌଡର ଜର୍ସି ଉନ୍ମୋଚନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୨୧ ତାରିଖ ସକାଳ ୭ଟା ସମୟରେ ଦେଶର ୭୫ଟି ସହରରେ ୧୦…

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ଟଙ୍କା

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା । ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୨ହଜାର ଟଙ୍କା ଲେଖାଏଁ ପଠାଯାଇଛି। ଆଜି ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି…

ରାଜ୍ୟରେ ଗଠନ ହେବ ଆଉ ୨୧ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ

ସ୍ୱାଧୀନତା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ ଘୋଷଣା କରିଛନ୍ତି । ରାଜ୍ୟରେ ଗଠନ ହେବ ଆଉ ୨୧ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) । ମୁଖ୍ୟମନ୍ତ୍ରୀ କହିଛନ୍ତି ଉନ୍ନତ ଭିତ୍ତିଭୂମି ଓ ସହରୀକରଣ ବିକାଶର ଏକ ଗୁରୁତ୍ଵ ପୂର୍ଣ୍ଣ…

ମୁଖ୍ୟମନ୍ତ୍ରୀଙ୍କ ୧୪ତମ ପାଳି ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୪ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।…

ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ

ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଚିଟଫଣ୍ଡ ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଏବଂ ଜିଲ୍ଲା ସ୍ତରକୁ ବିକେନ୍ଦ୍ରୀକରଣ କରାଯାଇଛି। ଏତଦ୍‌ଦ୍ୱାରା ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଗତ ଏକ ବର୍ଷ ମଧ୍ୟରେ…

ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାରେ ଘାରିଲାଣି ଝାଡ଼ାବାନ୍ତି ଡର; ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ

ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ଝାଡାବାନ୍ତି ବ୍ଯାପି ଥିବାର ଖବର ଆସିବା ମାତ୍ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ତଥା ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା…

ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଓ ଟ୍ରେନିଙ୍ଗ ଭତ୍ତା ବୃଦ୍ଧି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ (Civil Defence Volunteer) ମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା…

ପିସିଆର୍‌ ଭ୍ୟାନ୍‌କୁ ହାଇଓ୍ୱା ଧକ୍କା ଦେବା ଘଟଣା: ମୃତ ୨ ପୋଲିସ କର୍ମଚାରୀଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ ଗତିରାଉତପାଟଣା ନିକଟରେ ପିସିଆର୍‌ ଭ୍ୟାନ୍‌କୁ ଧକ୍କା ଦେଲା ହାଇଓ୍ୱା। ଯେଉଁଥିରେ ଦୁଇ ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏଥିରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ ସହ ସହାୟତା…